Posted inଜାତୀୟ

ବିହାରରେ ଭାଜପାକୁ ବଡ଼ ଭାଇ ମାନୁଛି ଜେଡିୟୁ, ଏହି ଫର୍ମୁଲାରେ ଲୋକ ସଭା ନିର୍ବାଚନ ପାଇଁ ଆସନ ଭାଗବଣ୍ଟା ନିଶ୍ଚିତ

ପାଟନା,୬।୩: ଲୋକ ସଭା ନିର୍ବାଚନ ପାଇଁ ବିହାରରେ ଭାରତୀୟ ଜନତା ପାର୍ଟି (ଭାଜପା)କୁ ଜନତା ଦଳ ୟୁନାଇଟେଡ (ଜେଡିୟୁ) ‘ବଡ ଭାଇ’ର ମାନ୍ୟତା ଦେଇଛି। ଯଦିଓ ଏ ପର୍ଯ୍ୟନ୍ତ କୌଣସି ସରକାରୀ ଘୋଷଣା କରାଯାଇନାହିଁ। ହେଲେ ଜେଡିୟୁର ମହାସଚିବ କେ.ସି ତ୍ୟାଗି ତାଙ୍କ ଅଙ୍ଗଭଙ୍ଗୀରେ ଅନେକ କଥା ସ୍ପଷ୍ଟ କରିଛନ୍ତି। ଦିଲ୍ଲୀର ଗଣମାଧ୍ୟମ ସହ କଥାବାର୍ତ୍ତା ବେଳେ କେ.ସି ତ୍ୟାଗି କହିଛନ୍ତି , ଭାଜପା ତାଙ୍କ ଦଳର ବଡ ଭାଇ ପରି। ତ୍ୟାଗିଙ୍କ ବିବୃତ୍ତରୁ କଳ୍ପନାଜଳ୍ପନା କରାଯାଉଛି ଯେ ଭାଜପା ରାଜ୍ୟର ୧୭ଟି ଆସନରେ ନିର୍ବାଚନ ଲଢିପାରେ। ସେହିପରି ଜେଡିୟୁ ବିହାରର ମୋଟ ୪୦ଟି ଲୋକ ସଭା ମଧ୍ୟରୁ ୧୬ଟି ନିର୍ବାଚନମଣ୍ଡଳୀରେ ପ୍ରାର୍ଥୀ ଦେଇପାରେ। ଯଦିଓ ସିଟ ବାଣ୍ଟିବା ସମ୍ପର୍କରେ ଏ ପର୍ଯ୍ୟନ୍ତ କୌଣସି ସରକାରୀ ଘୋଷଣା କରାଯାଇ ନାହିଁ, କିନ୍ତୁ ତ୍ୟାଗିଙ୍କ ବିବୃତ୍ତି ନିଶ୍ଚିତ ଭାବରେ ଦୁଇ ଦଳ ମଧ୍ୟରେ ଆସନ ବାଣ୍ଟିବା ଦିଗରେ ସୂଚିତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri