ଓକାୟା ଇଭିର ଇ-ସ୍କୁଟର ଫାଷ୍ଟ ଏଫ୍‌୨ଏଫ୍‌ ଉନ୍ମୋଚିତ

ନୂଆଦିଲ୍ଲୀ,୨୩।୨: ଦେଶର ପ୍ରମୁଖ ଦୁଇଚକିଆ ବୈଦ୍ୟୁତିକ ଯାନ (ଇଭି) ବ୍ରାଣ୍ଡ୍‌ ଓକାୟା ଇଭିର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ନୂତନ ଇ-ସ୍କୁଟର ‘ଫାଷ୍ଟ ଏଫ୍‌୨ଏଫ୍‌’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ବିଶେଷ କରି ଗୋଟିଏ ଚାର୍ଜରେ ଏହା ୭୦ରୁ ୮୦କି.ମି.ର ଏକ ଉଲ୍ଲେଖନୀୟ ଯାତ୍ରା କରିବା ସହ ଘଣ୍ଟା ପ୍ରତି ୫୦ରୁ ୫୫ କି.ମି. ବେଗରେ ଗତି କରିପାରିବାର ଦକ୍ଷତା ଅବଲମ୍ବନ କରୁଛି। ଏପରିକି ଓକାୟା ଫାଷ୍ଟ ଏଫ୍‌୨ଏଫ୍‌ ଯେଉଁମାନେ ଏକ ନିର୍ଭରଯୋଗ୍ୟ ତଥା ସ୍ବଳ୍ପଖର୍ଚ୍ଚୀ ଏବଂ ମନୋରମ ସହରୀ ସ୍କୁଟର ଖୋଜୁଛନ୍ତି ସେମାନଙ୍କ ପାଇଁ ଏହା ବେଶ୍‌ ପସନ୍ଦଯୋଗ୍ୟ ଏବଂ ସହରୀ ଡିଜାଇନ କରାଯାଇଛି । ସେହିଭଳି ଏହାର ଗ୍ରାହକଙ୍କ ଇଚ୍ଛାକୁ ସମ୍ମାନ ଜଣାଇ ସ୍କୁଟରଟି ୮୦୦ଡବ୍ଲ୍ୟୁ-ବିଏଲ୍‌ଡିସି-ହବ୍‌ ମୋଟର ଦ୍ୱାରା ଚାଳିତ ହେଉଥିବା ବେଳେ ୬୦ଭୋଲଟ୍‌ ୩୬ଏଏଚ୍‌ (୨.୨କେଡବ୍ଲ୍ୟୁଏଚ୍‌) ଲିଥିୟମ୍‌ ଏଲ୍‌ଏଫ୍‌ପି ବ୍ୟାଟେରି ସହ ଯୋଡ଼ିହୋଇଛି, ଯାହା ସର୍ବୋଚ୍ଚ ସୁରକ୍ଷା ମାନ୍ୟତା ପୂରଣ କରେ ଏବଂ ବ୍ୟାଟେରି ଉପରେ ୨ବର୍ଷର ନିର୍ଭର ୱାରେଣ୍ଟିି ସହ ଉପଲବ୍ଧ।
ଏ ସମ୍ପର୍କରେ ଓକାୟା ଇଲେକ୍ଟ୍ରିକ୍‌ ଭେଇକିଲ୍ସର ପରିଚାଳନା ନିର୍ଦ୍ଦେଶକ ଅନ୍‌ସୁଲ ଗୁପ୍ତା କହିଛନ୍ତି, ଏହାର ଶୁଭାରମ୍ଭ ସହ ଆମେ ଭାରତରେ ଉଚ୍ଚମାନର ଏବଂ ନିର୍ଭରଯୋଗ୍ୟ ଇଭି ପାଇଁ ନୂତନ ମାନକ ସ୍ଥିର କରିଛୁ। ବିଶେଷକରି ଏହାର ସ୍ବତନ୍ତ୍ର ଏବଂ ନିର୍ଭରଯୋଗ୍ୟ ସୁରକ୍ଷା ବୈଶିଷ୍ଟ୍ୟ ସହ ଆମେ ଉପଭୋକ୍ତା ବିଭାଗଗୁଡିକରେ ମଧ୍ୟ ବ୍ୟାପକ ରୂପେ ବିସ୍ତାର କରାଇଛୁ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri