ଓକାଲୋହୋମାର ବାର୍‌ରେ ଗୁଳିକାଣ୍ଡ: ୩ ମୃତ…

ଓ୍ବାଶିଂଟନ,୨।୪ : ଆମେରିକାରେ ଗୁଳିକାଣ୍ଡ ଘଟଣା କମିବାର ନା ଧରୁନି। ପୁଣି ଥରେ ଆମେରିକାରେ ଗୁଳିକାଣ୍ଡ ଘଟଣା ସାମ୍ନାକୁ ଆସିଛି। ଶନିବାର ରାତିରେ ଓକାଲୋହୋମାରେ ଆଉ ଏକ ଗୁଳକାଣ୍ଡ ଘଟିଛି।
ଅଭିଯୁକ୍ତମାନେ ୬ ଜଣଙ୍କୁ ଟାର୍ଗେଟ କରି ଆଖିକୁଜା ଗୁଳି ଚାଳନା କରିଥିଲେ। ଏହାଯୋଗୁ ଘଟଣାସ୍ଥଳରେ ୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ୩ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ରାତି ପ୍ରାୟ ୧୦ ଟା ସମୟରେ ଚକ୍ଲୋହୋମାର ହ୍ବିସ୍କି ବ୍ୟାରେଲ ସୈଲୁନରେ ଏଭଳି ଅଭାବନୀୟ ଘଟଣା ଘଟିଥିଲା। ସୂଚନା ପାଇବା ମାତ୍ରେ ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲା।

ସେମାନେ ବାର ଭିତରେ ତିନିଜଣ ବୟସ୍କଙ୍କ ମୃତଦେହ ପାଇଥଲେ। ଓକାଲୋହୋମା ସିଟି ପୋଲିସର ସୂଚନାନୁସାରେ ଅନ୍ୟ ତିନି ଜଣଙ୍କୁ ଘଟଣାସ୍ଥଳରୁ ଡାକ୍ତରଖାନା ନିଆଯାଇଥିଲା। ଆହତଙ୍କ ମଧ୍ୟରେ ଜଣଙ୍କର ଅବସ୍ଥା ଗୁରୁତର ରହିଛି।

କୋକୋ-ଟିଭି ରିପୋର୍ଟ କରିଛି ନ୍ୟୁକେସଲ୍ସ ରୋଡ ଏବଂ ଦକ୍ଷିଣ ପଶ୍ଚିମ ଓକାଲୋହୋମା ସିଟିର ଦକ୍ଷିଣ ରୁଫ ଆଭେନ୍ୟୁ ନିକଟରେ ଥିବା ହ୍ବିସ୍କି ବ୍ୟାରେଲର ଅଜଣା ବ୍ୟକ୍ତିମାନେ ପହଞ୍ଚି ଗୁଳି ଚାଳନା କରିଥିଲେ।
ଏହି ଘଟଣାର ତଦନ୍ତ ଜାରି ରହିଥିବା ପୋଲିସ ସୂଚନା ପ୍ରଦାନ କରିଛି। ଓକ୍ଲୋମାବାସୀଙ୍କୁ ସତର୍କତା ଅବଲମ୍ବନ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତି ନିବାରଣ ଅଧିକାରୀ କହି ରାଜ ପରିବାରରୁ ଲୁଟିନେଲେ ଦୁର୍ବୃତ୍ତ: ଡିଜିଟାଲ ଭିଡ଼ିଓ ରେକର୍ଡରକୁ ବି…

ଦାରିଙ୍ଗବାଡି, ୨୪।୧୨ (ଅରୁଣ ସାହୁ): ଆମେ ଦୁର୍ନୀତି ବିଭାଗରୁ ଆସିଛୁ ଆପଣଙ୍କ ପୁଅ ବହୁତ ଦୁର୍ନୀତି କରିଛନ୍ତି। ତୁମ ଘରେ ରହିଥିବା ସୁନା ଅଳଙ୍କାର ଓ...

ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ...

ଠାକରେ ବ୍ରଦର୍ସଙ୍କୁ ଏକାଠି କଲା ବିଏମସି ନିର୍ବାଚନ, ଶିବସେନା, ୟୁବିଟି ଏବଂ ଏମଏନଏସ ଘୋଷଣା କଲା ମେଣ୍ଟ

ମୁମ୍ବାଇ,୨୪।୧୨: ବାଲାସାହେବ ଠାକରେଙ୍କ ଶିବସେନା ମହାରାଷ୍ଟ୍ରରେ ପୁଣି ଥରେ ଶକ୍ତିଶାଳୀ ହେଉଥିବା ଦେଖାଯାଉଛି। ତାଙ୍କ ପୁଅ ଉଦ୍ଧବ ଠାକରେ ଏବଂ ଭଣଜା ରାଜ ଠାକରେ, ଯେଉଁମାନେ...

୨୦ ବର୍ଷ ପରେ ଏକାଠି ହେବେ ବାଲ ଠାକରେ-ଉଦ୍ଧବ ଠାକରେ, କହିଲେ ମହାରାଷ୍ଟ୍ରକୁ ନେଇ ଆମର ଚିନ୍ତାଧାରା ଗୋଟିଏ

ମୁମ୍ବାଇ,୨୪।୧୨: ବୃହନମୁମ୍ବାଇ ନଗର ନିଗମ ନିର୍ବାଚନକୁ ନେଇ ରାଜନୈତିକ କାର୍ଯ୍ୟକଳାପ ଜୋରଦାର। ରାଜନୈତିକ ଦଳଗୁଡ଼ିକ ନିର୍ବାଚନ ପାଇଁ ପ୍ରସ୍ତୁତି, ଭୋଟର ସମର୍ଥନ ସଂଗ୍ରହ ପାଇଁ ଦାବି...

କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା

ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ

ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର...

ପ୍ରିୟଙ୍କା ଗାନ୍ଧୀ ହେବେ ପ୍ରଧାନମନ୍ତ୍ରୀ? ଚମକାଇବା ଭଳି ଉତ୍ତର ଦେଲେ ରବର୍ଟ ଭଦ୍ରା, ରାହୁଲଙ୍କୁ ଟାର୍ଗେଟ କରୁଛି ଭାଜପା

ନୂଆଦିଲ୍ଲୀ,୨୪।୧୨: କଂଗ୍ରେସ ଏମପି ଇମ୍ରାନ ମାସୁଦ ପ୍ରିୟଙ୍କା ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କରିବାକୁ ଦାବି କରିଥିଲେ। ରବର୍ଟ ଭଦ୍ରା ମଧ୍ୟ ତାଙ୍କ ବକ୍ତବ୍ୟକୁ ସମର୍ଥନ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri