ରାସ୍ତାରେ ଗଡ଼ିବ OLA ଇ-ସ୍କୁଟର, ଜାଣନ୍ତୁ କେବେ ହେବ ଲଞ୍ଚ୍‌

ନୂଆଦିଲ୍ଲୀ,୨୦ା୧୧: ଆପ୍‌ ଜରିଆରେ ଟ୍ୟାକ୍ସି ବୁକିଂ ସେବା ଦେଉଥିବା କମ୍ପାନୀ OLA ଏବେ ଇଲେକ୍ଟ୍ରିକ୍‌ ସ୍କୁଟର ଲଞ୍ଚ କରିବାକୁ ଯାଉଛି। ଏହା ଆସନ୍ତା ନୂଆବର୍ଷ ଉପଲକ୍ଷେ ଲଞ୍ଚ ହେବ ବୋଲି ଏକ ରିପୋର୍ଟରୁ ଜଣାପଡ଼ିଛି।

କମ୍ପାନୀ ଆସନ୍ତା ଜାନୁୟାରୀରେ ଏହା ବଜାରକୁ ପ୍ରବେଶ କରିବ। ଆରମ୍ଭରେ ଏହା ନେଦରଲ୍ୟାଣ୍ଡ୍‌ସ୍ଥିତ ଏକ କାରଖାନାରେ ନିର୍ମାଣ କରାଯିବ। ଏହା ପରେ ଭାରତ ଏବଂ ୟୁରୋପର ବଜାରରେ ବିକ୍ରି କରାଯିବ।

କୁହାଯାଉଛି, ସରକାର ‘ଆତ୍ମନିର୍ଭର ଭାରତ ଅଭିଯାନ’ରେ ଭାଗ ନେବା ଏବଂ ସ୍ଥାନୀୟ ଚାହିଦା ପୂରଣ କରିବା ପାଇଁ କମ୍ପାନୀ ଦେଶରେ ଏହାର କାରଖାନା ସ୍ଥାପନ କରିବାକୁ ଚିନ୍ତା କରୁଛି। ତେବେ ଏ ବିଷୟରେ OLAକୁ ପଠାଯାଇଥିବା ଏକ ଇ-ମେଲ୍‌ ଗ୍ରହଣ କରାଯାଇନାହିଁ।

ଦେଶର ୨୦ ନିୟୁତ ଦୁଇ ଚକିଆ ଯାନ ବିକ୍ରୟ ବଜାରରେ OLA ଏକ ବଡ଼ ଅଂଶ ହାସଲ କରିବାକୁ ଲକ୍ଷ୍ୟ ରଖିଛି। ଏପରିକି ଟ୍ୟାକ୍ସି ବୁକିଂ ସେବା କ୍ଷେତ୍ରରେ OLA ଆମେରିକାର UBER ସହିତ ଟକ୍କର ଦେବ।


Enter your email to get our daily news in your inbox.

All Right Reserved By Dharitri.Com

ନେତାନ୍ୟାହୁଙ୍କ ବଡ଼ ନିଷ୍ପତ୍ତି, ସ୍ମିତ ମାଚ୍ଛରଙ୍କୁ ମିଳିବ ଇସ୍ରାଏଲର ସର୍ବୋଚ୍ଚ ବେସାମରିକ ବୀରତ୍ୱ ସମ୍ମାନ

ନୂଆଦିଲ୍ଲୀ,୯।୧୦: ନିଜ ସହ-ପାଇଲଟ୍‌ଙ୍କ ମରଣାନ୍ତକ ଆକ୍ରମଣର ସାମ୍ନା କରି ମଧ୍ୟ ୧୭୪ ଜଣ ଯାତ୍ରୀ ଓ ବିମାନ କର୍ମଚାରୀଙ୍କ ଜୀବନ ବଞ୍ଚାଇଥିବା ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ…

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?