ଚାଟ୍‌ଜିପିଟି, ବାର୍ଡକୁ ମୁକାବିଲା କରିବା ପାଇଁ ଓଲା ଲଞ୍ଚ କଲା ସ୍ବଦେଶୀ AI ‘କୃତିମ’

ନୂଆଦିଲ୍ଲୀ,୨୬।୧: ଗଣତନ୍ତ୍ର ଦିବସ ଅବସରରେ ଓଲା କମ୍ପାନୀ ଏକ ବଡ଼ ଘୋଷଣା କରିଛି। କମ୍ପାନୀ ଭାରତର ସ୍ବଦେଶୀ AI ’କୃତିମ’ ଲଞ୍ଚ କରିଛି। ଚାଟ ଜିପିଟି ଓ ଗୁଗୁଲ ବାର୍ଡ ଲୋକଙ୍କ ମଧ୍ୟରେ ବେଶ ଲୋକପ୍ରିୟ ହେବାପରେ ଓଲାର ସ୍ବଦେଶୀ ଏଆଇ କୃତିମ ମାର୍କେଟରେ ଲଞ୍ଚ କରିଛି। କୃତିମ ଆର୍ଟିଫିସିଆଲର ହିନ୍ଦୀ ଅନୁବାଦ ଅଟେ।

ଓଲା ଏକ ବୟାନରେ କହିଛି ଯେ, ଏହି ଏଆଇର ମୂଲ୍ୟ ୧ ବିଲିୟନ ଡ଼ଲାର୍‌ ଏହି ଆଧାରରେ ଏହା ୫୦ ମିଲିୟନ ଡଲାର୍‌ ପାଣ୍ଠି ସଂଗ୍ରହ କରିଛି। କମ୍ପାନୀ ପ୍ରତିଷ୍ଠାତା ଭାବୀଶ ଅଗ୍ରୱାଲ କହିଛନ୍ତି, ଭାରତର ନିଜସ୍ବ ଏଆଇ ରହିବା ଉଚିତ।

କମ୍ପାନୀ ପକ୍ଷରୁ କୁହାଯାଇଛି ଯେ ‘ଆର୍ଟିଫିସିଆଲ’ ବିଭିନ୍ନ ଭାଷାକୁ ସହଜରେ ବଦଳାଇପାରିବ। ଏକକାଳୀନ ବିଭିନ୍ନ ଭାଷାରେ କମାଣ୍ଡ ଦେଇପାରିବ। ଫେବୃଆରୀ ୨୦୨୪ରୁ ସାଧାରଣ ଲୋକମାନେ ଏହାର ବିଟା ସଂସ୍କରଣ ବ୍ୟବହାର କରିବାକୁ ସକ୍ଷମ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଅସୁରକ୍ଷିତ ଗାଡ଼ି ଚାଳକ: ସୁରକ୍ଷା ଦାବିରେ ଏସ୍‌ପିଙ୍କୁ ଫେରାଦ

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଦେଇ ଯାଇଥିବା ରାଜପଥ ସହିତ ବିଭିନ୍ନ ରାସ୍ତାଘାଟରେ ବିଭିନ୍ନ ସମୟରେ ଗାଡ଼ି ଚାଳକଙ୍କୁ ଅଟକାଇ ଆକ୍ରମଣ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଆକ୍ରମଣକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ ଅର୍ଗଳିରୁ ବାହାରିଆସିଲା ‘ନନ୍ଦାଦେବୀ’: ଚର୍ଚ୍ଚାରେ ଓଡ଼ିଆ ପୁଅ କ୍ୟାପ୍‌ଟେନ ଧୀରଜ ଅଗ୍ରୱାଲ

ବଲାଙ୍ଗୀର,୧୮ା୩(ବୀରେନ୍ଦ୍ର କୁମାର ଝାଙ୍କର):ମଧ୍ୟପ୍ରାଚ୍ୟରେ ଏବେ ଯୁଦ୍ଧର ଘନଘଟା। ଇରାନ୍‌-ଇସ୍ରାଏଲ-ଆମେରିକାର ଘମାଘୋଟ ଲଢ଼େଇ ା ଠିକ୍‌ ଏତିକିବେଳେ ଅତ୍ୟନ୍ତ ସମ୍ବେଦନଶୀଳ ମଧ୍ୟପ୍ରାଚ୍ୟର ହର୍ମୁଜ୍‌ ପ୍ରଣାଳୀ (ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌)ରେ…

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

‘ମୋର ବିଜୟ କି ଲାଭ ଯଦି ଲଦାଖ ହାରିଯାଏ?’ ଜେଲରୁ ମୁକୁଳିବା ପରେ ମୁହଁ ଖୋଲିଲେ ସୋନମ ୱାଙ୍ଗଚୁକ

ୱାଶିଂଟନ,୧୭।୩: ପ୍ରାୟ ୧୭୦ ଦିନ କାରାଗାରରେ ବିତାଇବା ପରେ ଶନିବାର ଜେଲରୁ ମୁକୁଳିଛନ୍ତି ଲଦାଖର ବିଶିଷ୍ଟ ଶିକ୍ଷାବିତ୍ ତଥା ପରିବେଶ କର୍ମୀ ସୋନମ ୱାଙ୍ଗଚୁକ। କେନ୍ଦ୍ର ସରକାର…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

ଇସ୍ରାଏଲ ଚାପରେ ଇରାନ ସହ ଯୁଦ୍ଧ ଆରମ୍ଭ କରିଛି ଆମେରିକା: ଇସ୍ତଫା ଦେଲେ ଟ୍ରମ୍ପଙ୍କ…

ୱାଶିଂଟନ,୧୭।୩: ଆମେରିକା ପ୍ରଶାସନରେ ଏକ ବଡ଼ ଧରଣର ବିଭ୍ରାଟ ଦେଖାଦେଇଛି। ଇରାନ ସହ ଚାଲିଥିବା ଯୁଦ୍ଧକୁ ବିରୋଧ କରି ଡୋନାଲ୍ଡ ଟ୍ରମ୍ପଙ୍କ ନ୍ୟାସନାଲ କାଉଣ୍ଟର ଟେରରିଜମ ସେଣ୍ଟର…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri