ଓଳଗ ପଞ୍ଚାୟତ ଶଟ୍‌ଡାଉନ୍‌

ଆରଡ଼ି,୨୦ା୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ଓଳଗ ପଞ୍ଚାୟତକୁ ସରପଞ୍ଚ ଅନସୂୟା ସେଠୀ ୫ ଦିନ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି । ଏହି ଶଟ୍‌ଡାଉନ୍‌ ଗୁରୁବାର ରାତି ୧୨ଟାରୁ ମଙ୍ଗଳବାର ରାତି ୧୨ଟା ପର୍ଯ୍ୟନ୍ତ ବଳବତ୍ତର ରହିବ। ଏଥିସହିତ ପଞ୍ଚାୟତରେ ଥିବା ଷାଠିବାଙ୍କୁଡା ଗାଁକୁ ବୁଧବାର ରାତି ୧୨ଟାରୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରିଛନ୍ତି। ଆଣ୍ଟିଜେନ ଟେଷ୍ଟ ହେବାରୁ ଏହି ଗାଁର ଗୋଟିଏ ପରିବାରରେ ୬ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ସେମାନଙ୍କୁ ଭଦ୍ରକ କୋଭିଡ୍‌ କେୟାର ସେଣ୍ଟରକୁ ସ୍ଥାନାନ୍ତର କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଚାବ୍ରିପାଲିରେ ଚାଞ୍ଚଲ୍ୟ: ଜ୍ୱାଇଁଙ୍କୁ ହତ୍ୟା ପରେ ମୃତଦେହ ଫିଙ୍ଗିବା ଉଦ୍ୟମ ବିଫଳ, ୫ ଅଟକ

ବଲାଙ୍ଗୀର ଅଫିସ/ଖପ୍ରାଖୋଲ,୯ା୩(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ଥାନା ଅନ୍ତର୍ଗତ ଚାବ୍ରିପାଲି ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ବୁଧବାର ବିଳମ୍ବିତ ରାତିରେ ଖପ୍ରାଖୋଲ ପୋଲିସ ଏକ...

ମାଟ୍ରିକ ପରୀକ୍ଷା ଦେଇ ଫେରୁଥିବା ବେଳେ ବାଇକ୍‌କୁ ଧକ୍କାଦେଲା ଆମ୍ବୁଲାନ୍ସ

କାମାକ୍ଷାନଗର,୨୯।୪: ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଅଧୀନ ମୁକ୍ତାପଶି କେନାଲ ଛକ ନିକଟରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଆମ୍ବୁଲାନ୍ସ ଧକ୍କାରେ ଜଣେ ଦଶମ ଶ୍ରେଣୀ...

ସ୍ବାଭିମାନ ଅଞ୍ଚଳରେ ମୃତ ବ୍ୟକ୍ତିଙ୍କ ନାମରେ ଉଠୁଛି ଭତ୍ତା ଟଙ୍କା

ଚିତ୍ରକୋଣ୍ଡା,୪।୧୧(ଡି.ଏନ.ଏ.)- ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ସ୍ବାଭିମାନ ଅଞ୍ଚଳରେ ଶତାଧିକ ମୃତ ବ୍ୟକ୍ତିଙ୍କ ନାମରେ ୩/୪ ବର୍ଷ ହେଲା ଭତ୍ତା ଟଙ୍କା ଉଠାଯାଉଛି।...

ବିଶ୍ୱ ହକିକପ୍‌ ଉପଲକ୍ଷେ ଢେଙ୍କାନାଳରେ ପଥ ଉତ୍ସବ

ଢେଙ୍କାନାଳ ଅଫିସ,୮ା୧: ହକି ବିଶ୍ୱକପ୍‌ ଉପଲକ୍ଷେ ରବିବାର ଢେଙ୍କାନାଳ ପୌରାଞ୍ଚଳ, କାମାକ୍ଷାନଗର, ଭୁବନ ଓ ହିନ୍ଦୋଳ ବିଜ୍ଞାପିତ ଅଞ୍ଚଳ ପରିଷଦରେ ପଥ ଉତ୍ସବ ଅନୁଷ୍ଠିତ ହୋଇଥିଲା।...

ତଳି ପକାଉଥିବା ବେଳେ ବଜ୍ରାଘାତରେ ଚାଷୀ ମୃତ

ନିଶ୍ଚିନ୍ତକୋଇଲି,୨୬।୬(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ରାମକୃଷ୍ଣପୁର ପଞ୍ଚାୟତ ଦହପଡ଼ା ଗ୍ରାମର ଜଣେ ଚାଷୀଙ୍କ ବଜ୍ରାଘାତରେ ମୃତ୍ୟୁ ଘଟିଛି। ସେ ହେଲେ ଶ୍ୟାମସୁନ୍ଦର ବେହେରା (୫୦)।...

ବସ୍‌-ଟ୍ରକ ମୁହାଁମୁହିଁ ଧକ୍କା

ସୋନପୁର,୨୬।୧୧: ସୋନପୁର ଜିଲା ଜାତୀୟ ରାଜପଥ ୫୭ର ସୁବର୍ଣ୍ଣପୁରର ବ୍ଲକ ଛକରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀ ବସ ଓ ଟ୍ରକ ମୁହାଁମୁହିଁ...

ଚିତ୍ରକୋଣ୍ଡାରେ ମାଟ୍ରିକ ବୋର୍ଡ ପରୀକ୍ଷା କେନ୍ଦ୍ର କରିବାକୁ ଦାବି

ଚିତ୍ରକୋଣ୍ଡା,୨୫ା୧୨/(ଡି.ଏନ.ଏ.): ଫେବୃଆରୀ ୧୯ରୁ ମାର୍ଚ୍ଚ-୨ ଯାଏ ମାଟ୍ରିକ ପରୀକ୍ଷା ହେବାକୁ ଘୋଷଣା ମଙ୍ଗଳବାର ଘୋଷଣା କରାଯାଇଛି। ଏହାପରଠାରୁ ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଏବଂ ଦୁର୍ଗମ ଅଞ୍ଚଳ...

ଅଣକୃଷି ଉତ୍ପାଦକ ସଙ୍ଗଠନକୁ ନାବାର୍ଡର ଅଣଦେଖା

ରସୁଲପୁର,୨୪ା୯(ଡି.ଏନ୍‌.ଏ): ରସୁଲପୁର ବ୍ଲକ ପ୍ରଥମାଖଣ୍ଡି ପଞ୍ଚାୟତ ଅଧୀନ ଗୋପାଳପୁର ଗାଁକୁ ୧୭ ତାରିଖରେ ରାଷ୍ଟ୍ରୀୟ କୃଷି ଓ ଗ୍ରାମୀଣ ବିକାଶ ବ୍ୟାଙ୍କ (ନାବାର୍ଡ)ର ଅଧ୍ୟକ୍ଷ ଡ....

Advertisement
Archives

Model This Week