ଫିଲ୍ମ ‘ଭାରତ’ରେ କ୍ୟାଟ୍ରିନା ବି ଓଲ୍ଡ ଏଜ୍‌ ଚରିତ୍ରରେ ନଜର ଆସିବେ

ମୁମ୍ବାଇ: ବଲିଉଡ୍‌ ଭାଇଜାନ୍‌ ସଲମାନ ଖାଁ ଓ କ୍ୟାଟ୍ରିନ କୈଫଙ୍କ ଅପ୍‌କିମିଙ୍ଗ ଫିଲ୍ମକୁ ନେଇ ଚର୍ଚ୍ଚା ଜାରି ରହିଛି। ଫିଲ୍ମ ‘ଭାରତ’ରେ ଉଭୟେ ନଜର ଆସୁଥିବା ବେଳେ ଏମାନଙ୍କର ଭିନ୍ନ ଗେଟ୍‌ଅପ୍‌ ଏବେ ଦର୍ଶକଙ୍କ ପାଇଁ କିଛି ଭିନ୍ନ ସ୍ବାଦ ଆଣିବ ବୋଲି କୁହାଯାଉଛି। ତେବେ ଫିଲ୍ମର ନିର୍ଦ୍ଦେଶକ ଅଲ୍ଲି ଅବ୍ବାସ ଜାଫର ନିକଟରେ ଏକ ସାକ୍ଷାତ୍‌କାରରେ କହିଛନ୍ତି କି କ୍ୟାଟ୍ରିନା ମଧ୍ୟ ସଲମାନଙ୍କ ଭଳି ଫିଲ୍ମ ‘ଭାରତ’ରେ ଏକ ବୁଢି ଚରିତ୍ରରେ ଦେଖାଦେବେ। ସମୟ କ୍ରମେ ସଲମାନଙ୍କ ଚରିତ୍ର ଯେମିତି ଗତିଶୀଳ ହେବ କ୍ୟାଟ୍ରିନାଙ୍କ ରରିତ୍ର ମଧ୍ୟ ସେମିତି ଗତିଶୀଳ ହେବ ବୋଲି ସେ କହିଛନ୍ତି। ତେବେ ପ୍ରଥମ ଥର ପାଇଁ କ୍ୟାଟ୍ରିନାଙ୍କ ଏହି ଭିନ୍ନ ଗେଟଅପ୍‌ ଦେଖିବାକୁ ଦର୍ଶକେ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁର ୪ ଦିନ ପୂର୍ବରୁ ଗୋଆରେ ନାଚୁଥିଲେ ନାନା ପାଟେକର, କହିଥିଲେ ଏଭଳି କଥା

ମୁମ୍ବାଇ,୮ା୧୦: ବଲିଉଡ୍‌ର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ତାଙ୍କର ଶେଷ ପବ୍ଲିକ୍ ଅପିୟରାନ୍ସର ଭିଡିଓ ଏବେ ଚର୍ଚ୍ଚାରେ ରହିଛି । ମୃତ୍ୟୁର ମାତ୍ର ୪…

ମୃତ୍ୟୁ ପରେ ମୋତେ ଏମିତି କରିବ, କ’ଣ ଥିଲା ନାନା ପାଟେକରଙ୍କ ଶେଷ ଇଚ୍ଛା? ୨୦୨୩ରେ ପ୍ରକାଶ କରି ସମସ୍ତଙ୍କୁ ଚମକାଇ ଦେଇଥିଲେ

ମୁମ୍ବାଇ,୮।୧୦: ବଲିଉଡରେ ଏପରି କିଛି ଅଭିନେତା ଅଛନ୍ତି ଯେଉଁମାନେ କେବଳ ପରଦାରେ ଚରିତ୍ର ରୂପାୟନ କରିବାଠାରୁ ଊର୍ଦ୍ଧ୍ୱକୁ ଯାଇ ଦର୍ଶକଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି…

ବହୁତ ବଡ଼ ‘ଦାନବୀର’ ଥିଲେ ନାନା ପାଟେକର, ନିଜ ରୋଜଗାରର ଏକ ବଡ଼ ଅଂଶ ଦାନ କରୁଥିଲେ ଅଭିନେତା, ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ

ମୁମ୍ବାଇ,୮।୧୦: ବଲିଉଡ ଚଳଚ୍ଚିତ୍ର ଜଗତ ପାଇଁ ଗୁରୁବାର ସକାଳ ଏକ ଅତ୍ୟନ୍ତ ଦୁଃଖଦ ଖବର ନେଇ ଆସିଥିଲା। ପ୍ରଖ୍ୟାତ ଅଭିନେତା ନାନା ପାଟେକର ଗୁରୁବାର ସକାଳେ ଗୋଆସ୍ଥିତ…

ମୃତ୍ୟୁ ପୂର୍ବରୁ ବନ୍ଧୁଙ୍କୁ ଏହି ଶେଷ ମେସେଜ କରିଥିଲେ ନାନା ପାଟେକର, ନିଜର ଯନ୍ତ୍ରଣା ପ୍ରକାଶ କରି…

ମୁମ୍ବାଇ: ଭାରତୀୟ ସିନେ ଜଗତର ଭେଟେରାନ ଅଭିନେତା ନିଜର ଦମଦାର ଅଭିନୟ, ଅନନ୍ୟ ଡାଏଲଗ୍‌ କହିବା ଶୈଳୀରେ ବେଶ୍‌ ପରିଚିତ ଥିବା ନାନା ପାଟେକରଙ୍କ ବୁଧବାର ବିଳମ୍ବିତ…

ନାନା ପାଟେକରଙ୍କ ବିୟୋଗକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ସ୍ବତନ୍ତ୍ର ବାର୍ତ୍ତା: କହିଲେ,‘ତାଙ୍କର ସ୍ପଷ୍ଟବାଦୀ ଓ ସୁସ୍ପଷ୍ଟ ମତ…’

ନୂଆଦିଲ୍ଲୀ,୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ବିୟୋଗରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ ନାନା ପାଟେକରଙ୍କ ଭଳି ଗଭୀର…

ଏହି ନେତାଙ୍କୁ ପ୍ରଧାନମନ୍ତ୍ରୀ ଭାବେ ଦେଖିବାକୁ ଚାହୁଁଥିଲେ ନାନା ପାଟେକର; ପ୍ରଧାନମନ୍ତ୍ରୀ ପଦକୁ ନେଇ କହିଥିଲେ ଗୁରୁତ୍ୱପୂର୍ଣ୍ଣ କଥା

ମୁମ୍ବାଇ,୮।୧୦: ହିନ୍ଦୀ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ନିଜର ଦୀର୍ଘ ଚଳଚ୍ଚିତ୍ର କ୍ୟାରିୟର ମଧ୍ୟରେ ସେ କେବଳ ନିଜ ଚଳଚ୍ଚିତ୍ର ପାଇଁ…

୨୫ ଏକରର ଫାର୍ମହାଉସ କୋଟି କୋଟି ଟଙ୍କାର ସମ୍ପତ୍ତି: କାହା ପାଇଁ କ’ଣ ଛାଡ଼ିଯାଇଛନ୍ତି ନାନା? ଜାଣିଲେ ଆଶ୍ଚର୍ଯ୍ୟ ହେବେ

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ବିୟୋଗରେ ଚଳଚ୍ଚିତ୍ର ଜଗତ ଶୋକାକୁଳ ହୋଇପଡ଼ିଛି। ଗୁରୁବାର ସକାଳେ (ଅକ୍ଟୋବର ୮) ଗୋଆସ୍ଥିତ ବାସଭବନରେ ୭୫ ବର୍ଷ ବୟସରେ…

ଏହି କ୍ରିକେଟର୍‌ଙ୍କୁ ହୃଦୟରୁ ପସନ୍ଦ କରୁଥିଲେ ନାନା ପାଟେକର: ଆଉଟ୍‌ ହେଲେ ଖାଉ ନ ଥିଲେ…

ମୁମ୍ବାଇ,୮।୧୦: ବଲିଉଡ୍‌ର ଲୋକପ୍ରିୟ ଅଭିନେତା ନାନା ପାଟେକରଙ୍କ ୭୫ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ପରଲୋକରେ ସିନେମା ଜଗତରେ ଶୋକର ଛାୟା ଖେଳିଯାଇଛି। ନାନା ପାଟେକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?