ପୁରୁଣା ଅଚଳ କଏନ ବେପାର, ଶ୍ୱଶୁର ଜ୍ୱାଇଁ ଗିରଫ

ଧର୍ମଶାଳା,୧୩ ା ୬(ଡି.ଏନ୍‌.ଏ.): ପୁରୁଣା ଅଚଳ କଏନ ବ୍ୟବସାୟରେ ଲିପ୍ତ ୨ଜଣ ଠକଙ୍କୁ ଧର୍ମଶାଳା ଥାନା ପୋଲିସ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି ା ସୋମାନେ ହେଲେ ଯାଜପୁର ଜିଲା ବାଲିଚନ୍ଦ୍ରପୁର ଥାନା ବରପଦା ଗ୍ରାମର ଅଜୟ ସାମଲ(୪୩) ଓ ତାଙ୍କ ଜ୍ୱାଇଁ ବରୀ ରାମଚନ୍ଦ୍ରପୁର ଥାନା ମହାକାଳପଡା ଅଞ୍ଚଳର ବିଶ୍ୱଜିତ ସାହୁ (୨୦) ା ସେମାନେ ଦୀର୍ଘ ଦିନ ହେଲା ପୁରୁଣା ଅଚଳ କଏନ କାରବାର କରିଆସୁଥିଲେ। ଗତ ୭ ତାରିଖରେ ଧର୍ମଶାଳା ଥାନା ଶ୍ରୀରାମପୁର ଟୋଲଗେଟ ନିକଟରୁ ବିକ୍ରମ ତିରଣ ଗ୍ରାମର ଶିବ ଚରଣ ଦାସଙ୍କୁ ଅଜୟ ଅପହରଣ କରିବା ସହ ତାଙ୍କ ଠାରୁ ଟଙ୍କା ଲୁଟିଥିବା ନେଇଥିବା ଥାନାରେ ଅଭିଯୋଗ ହୋଇଥିଲେ ା ଏହି ଘଟଣାରେ ଧର୍ମଶାଳା ପୋଲିସ ଅଜୟଙ୍କୁ ଥାନାକୁ ଆଣି ପଚରା ଉଚରା କରିବା ବେଳେ ଆଳୁ ଖୋଳୁ ଖୋଳୁ ମହାଦେବ ବାହାରିବା ଭଳି ତାଙ୍କକାରନାମା ସମ୍ପର୍କରେ ପୋଲିସ ଜାଣିବାକୁ ପାଇଥିଲା ା ବିଶ୍ୱଜିତ୍‌ ଓ ତାଙ୍କ ଶ୍ୱଶୁର ଦୀର୍ଘ ଦିନ ହେଲା ଅଚଳ କଏନ କାରବାର କରୁଥିବା ସମ୍ପର୍କରେ ଜଣାପଡିବା ପରେ ପୋଲିସ ବିଶ୍ୱଜିତ ଓ ଅଜୟଙ୍କୁ ଗିରଫ କରିଛି ା ସେମାନଙ୍କ ନିକଟରୁ ବହୁ ପରିମାଣର ପୁରୁଣା ଅଚଳ କଏନ, ୧୦ହଜାର ଟଙ୍କା ଓ ୨ଟି ମୋବାଇଲ ଜବତ କରାଯାଇଛି। ଏନେଇ ଧର୍ମଶାଳା ଥାନା ପୋଲିସ ଏକ ମାମଲା(ନଂ.୩୭୫/୨୩) ରୁଜୁ କରି ତଦନ୍ତ କରିବା ସହ ୨ ଅଭିଯୁକ୍ତଙ୍କୁ ସୋମବାର ଚଣ୍ଡିଖୋଲ କୋର୍ଟକୁ ଚାଲାଣ କରିଛି ବୋଲି ଥାନା ଅଧିକାରୀ ରାକେଶ ତ୍ରିପାଠୀ ସୂଚନା ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri