ତୁଷୁରା ତେଲ ନଦୀ ବ୍ରିଜ ଉପରୁ ଡେଇଁ ପଡ଼ିଲେ ବୃଦ୍ଧ, ଚାଲିଗଲା…

ବଲାଙ୍ଗୀର,୫।୧୦(ସୁନୀଲ ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ତେଲ ନଦୀ ବ୍ରିଜ ଉପରୁ ଜଣେ ବୃଦ୍ଧ ଡେଇଁ ପଡ଼ି ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ମୃତ ବୃଦ୍ଧ ଜଣକ ହେଲେ ତୁଷୁରା ଥାନା ଅନ୍ତର୍ଗତ ଧାନଘରା ଗ୍ରାମର  କୀର୍ତ୍ତି ରଣା( ୭୫ )।
ସୂଚନା ଅନୁଯାୟୀ, ଗତକାଲି କୀର୍ତ୍ତି ରଣା ତାଙ୍କ ଗାଁର ପଡୋଶୀଙ୍କ ସହ କିଛି କଥାକୁ ନେଇ ଗଣ୍ଡଗୋଳ  ହୋଇଥିଲା l ରବିବାର ବୃଦ୍ଧ ଜଣକ ତେଲ ନଦୀ ବ୍ରିଜ ଉପରକୁ ଆସି ହଠାତ ଡେଇଁ ପଡ଼ିଥିବା କୁହାଯାଉଛି। ଖବର ପାଇ ତୁଷୁରା ଥାନା ପୋଲିସ ମୃତଦେହକୁ ଉଦ୍ଧାର କରି ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ଓ ହସ୍‌ପିଟାଲକୁ  ପଠାଇଛି l ବ୍ରିଜ ଉପରୁ ଡେଇଁ ଆତ୍ମହତ୍ୟା କରିଥିବାକୁ ନେଇ ପୋଲିସ ତଦନ୍ତ ଜାରି ରଖିଥିବା ସହିତ ଗାଁକୁ ଯାଇ ପଚରାଉଚରା କରୁଥିବା ଜଣାଯାଇଛି l
Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ଘରେ ପଶି ସ୍ୱାମୀ-ସ୍ତ୍ରୀଙ୍କୁ ହତ୍ୟା: ପୁଅ ଗୁରୁତର,  ପଡ଼ୋଶୀ ଅଟ ଥିବା ସୂଚନା

କୋରୁକୋଣ୍ଡା, ୧/୧୧ (ଅଶୋକ କୁମାର ପରିଡ଼ା): ଘରେ ପଶି ଏକ ଦମ୍ପତିଙ୍କୁ ନିର୍ମମ ଭାବେ ହତ୍ୟା କରିବା ସହ ସେମାନଙ୍କ ୧୨ ବର୍ଷୀୟ ପୁଅକୁ ମରଣାନ୍ତକ ଆକ୍ରମଣ…

ମାଟିରେ ମିଶିଲା ଇନ୍ଦ୍ରଗଡ଼ ପଞ୍ଚାୟତ କାର୍ଯ୍ୟାଳୟ

ରାଇକିଆ, ୧/୧୧ (ପ୍ରଦୀପ ବେହେରା): ବାହ୍ୟ ଜଗତରୁ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇପଡ଼ିଥିବା ଇନ୍ଦ୍ରଗଡ଼ ପଞ୍ଚାୟତ ଉପରେ ଫୋକସ୍ କରିଛି କନ୍ଧମାଳ ଜିଲା ପ୍ରଶାସନ। ମାଣିକେଶ୍ୱର ପରେ ଏହି…

କୋଟିଆ ଭୋଟରଙ୍କୁ ଜଗିବେ ୩ ଦଳ

କୋରାପୁଟ,୧।୧୧(ଅମିତାଭ ବେହେରା): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ କୋଟିଆକୁ ନେଇ ପୁଣି ରାଜନୈତିକ ତତ୍ପରତା ଦେଖିବାକୁ ମିଳିଛି। କୋଟିଆ ଗ୍ରାମପୁଞ୍ଜରେ ଆନ୍ଧ୍ର ପକ୍ଷରୁ ହେବାକୁ ଥିବା ନିର୍ବାଚନକୁ…

ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବ: ବନ୍ୟା ଜଳରୁ ୧୦ କୃଷ୍ଣସାର ଉଦ୍ଧାର, ୨ ମୃତ

ଗଞ୍ଜାମ,୧।୧୧,(ଅନାଥ ତରାଇ ): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଋଷିକୁଲ୍ୟା ନଦୀରେ ଆସିଥିବା ବନ୍ୟା ଯୋଗୁ ଗଞ୍ଜାମ ବ୍ଲକର ବିଭିନ୍ନ ଅଞ୍ଚଳରେ କେତେକ କୃଷ୍ଣସାର ମୃଗ ଭାସିଯାଉଥିବା ଦେଖିବାକୁ…

ବାତ୍ୟାଞ୍ଚଳ ବୁଲି ଲୋକଙ୍କ ସମସ୍ୟା ବୁଝିଲେ ବ୍ରହ୍ମପୁର ଏମ୍‌ପି

ଦିଗପହଣ୍ଡି,୩୧।୧୦(ଅଶେଷ ନାଥ ମିଶ୍ର): ବ୍ରହ୍ମପୁର ଏମ୍‌ପି ଡ.ପ୍ରଦୀପ ପାଣିଗ୍ରାହୀ ଶନିବାର ଦିଗପହଣ୍ଡି ବ୍ଳକ ଗସ୍ତରେ ଆସି ବାତ୍ୟା ଅର୍ଣ୍ଣବର କରାଳ ରୂପରେ କ୍ଷତିଗ୍ରସ୍ତ ହୋଇଥିବା ବିଭିନ୍ନ ଗ୍ରାମ…

ଜିଲାପାଳଙ୍କ ସହ ଆଲୋଚନା କଲା ବିଜେଡି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌

ଛତ୍ରପୁର, ୩୧ା୧୦(ଦିଲୀପ ସାମଲ): ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ବିଜେଡି ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ନେତୃତ୍ୱରେ ଏକ ଫ୍ୟାକ୍ଟ…

ଧୋଇଗଲା ବିଜୁ ସେତୁ ରାସ୍ତା, ତିନି ଖଣ୍ଡ ଗାଁ ଲୋକେ ହନ୍ତସନ୍ତ

ମୋହନା,୩୧ା୧୦(ମନ୍ମଥ ମିଶ୍ର): ତିନି ଖଣ୍ଡ ଗାଁକୁ ସଂଯୋଗ କରୁଥିବା ବିଜୁ ସେତୁ ଏବେ ବିପଦସଙ୍କୁଳ ଅବସ୍ଥାରେ। ଅର୍ଣ୍ଣବ ବାତ୍ୟାର ପ୍ରଭାବରେ ବ୍ରିଜ୍‌ ରାସ୍ତା ସହ ପ୍ରୋଟେକ୍ସନ ଗାଡ଼ୱାଲ…

ଗଞ୍ଜାମରେ ରବିବାର ଛୁଟି ବାତିଲ

ଛତ୍ରପୁର,୩୧ା୧୦(ଦିଲୀପ ସାମଲ): ଗଞ୍ଜାମ ଜିଲାରେ ବର୍ଷା ଆଶଙ୍କା ଏବଂ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ୨ଟି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶନାମା ଜାରି ହୋଇଛି। ଛାତ୍ରୀଛାତ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?