ବୃଦ୍ଧାଙ୍କୁ ଦଳିଦେଲା ଦନ୍ତା

ସମ୍ବଲପୁର, ୪ା୬(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ଧମା ରେଞ୍ଜ ଡକରା ଗ୍ରାମରେ ଏକ ଦନ୍ତା ହାତୀ ଦଳିଦେବାରୁ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଯଜ୍ଞସିନି ବାରିକ (୭୩)। ସେ ଘର ବାହାରେ ଶୋଇଥିଲେ। କିଛି ଦୂରରେ ପରିବାରର ଅନ୍ୟମାନେ ମଧ୍ୟ ଶୋଇଥିଲେ। ବିଳମ୍ବିତ ରାତିରେ ଏକ ଦନ୍ତା ଗ୍ରାମକୁ ଆସିଥିଲା। ଯଜ୍ଞସିନିଙ୍କୁ ଆକ୍ରମଣ କରିଥିଲା। ଅନ୍ୟମାନେ ପାଟି କରିବାକୁ ହାତୀ ଚାଲି ଯାଇଥିଲା। ହେଲେ ଯଜ୍ଞସିନି ଗୁରୁତର ହୋଇଥିଲେ। ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା। ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପରିବାରବର୍ଗଙ୍କୁ ବନବିଭାଗ ନିୟମ ଅନୁସାରେ କିଛି ଆର୍ଥତ୍କ ସାହାଯ୍ୟ କରାଯାଇଥିବା ବେଳେ ପରେ ସମସ୍ତ କ୍ଷତିପୂରଣ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ବନ ବିଭାଗ ହାତୀର ଗତିବିଧି ଉପରେ ନଜର ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ହୃଦୟ ଜିତିଲେ ବୈଭବ ସୂର୍ଯବଂଶୀ, କିମ୍ବଦନ୍ତୀ କ୍ରିକେଟରମାନେ ଯାହା କହିଲେ ତାହା ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୧।୬: ୨୦୨୬ ତ୍ରିରାଷ୍ଟ୍ରୀୟ A-ସିରିଜର ଏକ ଦୁର୍ବଳ ଆରମ୍ଭ ପରେ ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଫର୍ମ ଫେରି ପାଇଛନ୍ତି। ଡାମ୍ବୁଲାରେ ଆଫଗାନିସ୍ତାନ A ବିପକ୍ଷରେ ଭାରତ A…

ଗେଦେ ବଂଶର ତୃତୀୟତମ ସମ୍ମିଳନୀ, ନିଜ ବଂଶଧର ଲୋକଙ୍କୁ ଚିହ୍ନିବା ପାଇଁ….

ଦାରିଙ୍ଗବାଡି,୧୧।୬(ଅରୁଣ ସାହୁ): ନିଜ ବଂଶଧର ଲୋକଙ୍କ ସହ ଯୋଡି ହେବା ସେମାନଙ୍କୁ ଚିହ୍ନିବା ଓ ଜାଣିବା ପାଇଁ ଏକ ପ୍ରୟାସ କରୁଛି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଦଳୀୟ ଅନ୍ତର୍ଦ୍ୱନ୍ଦ୍ୱ ମଧ୍ୟରେ ମମତା ବାନାର୍ଜୀଙ୍କୁ ବଡ଼ ଝଟକା; ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ହାଇକୋର୍ଟଙ୍କ ପ୍ରତିକ୍ରିୟା

କୋଲକାତା,୧୧।୬: ବିଧାନସଭାରେ ବିରୋଧୀ ଦଳ ନେତା (LoP) ପଦବୀକୁ ନେଇ ପଶ୍ଚିମବଙ୍ଗ ରାଜନୀତିରେ ଏକ ନୂତନ ବିବାଦ ଦେଖାଦେଇଛି। କଲିକତା ହାଇକୋର୍ଟ ଏହି ମାମଲାରେ ତୁରନ୍ତ ହସ୍ତକ୍ଷେପ…

କଣ୍ଟାବାଞ୍ଜିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଅଜଣା ଗାଡି ଧକ୍କାରେ ଚାଲିଗଲା ଜଣଙ୍କ ଜୀବନ

ବଲାଙ୍ଗୀର,୧୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସହର ମାଛ ବଜାର ବଙ୍ଗୋମୁଣ୍ଡା ଫାଟକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ ବାଇକ୍‌କୁ…

ଇରାନ ଉପରେ ଆମେରିକାର ଆକ୍ରମଣ ଯୋଗୁ ଖରାପ ହେଉଛି ମଧ୍ୟପ୍ରାଚ୍ୟ ପରିସ୍ଥିତି; ଜୁନ ୧୬ରେ ଫ୍ରାନ୍ସରେ ଏକାଠି ହେବେ G-7 ରାଷ୍ଟ୍ର

ପ୍ୟାରିସ,୧୧।୬: ଜୁନ ୧୬ରେ G7 ଶିଖର ସମ୍ମିଳନୀ ସମୟରେ ମଧ୍ୟପ୍ରାଚ୍ୟ ପରିସ୍ଥିତି ସମ୍ପର୍କରେ ଏକ ବିଶେଷ ବୈଠକ ଅନୁଷ୍ଠିତ ହେବ। ଫ୍ରାନ୍ସ ଏହି ବିଶେଷ ଅଧିବେଶନକୁ UAE,…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କଲା ଆମ ଆଦମୀ ପାର୍ଟି, ବଲାଙ୍ଗୀର ଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ

ବଲାଙ୍ଗୀର,୧୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଆମ ଆଦମୀ ପାର୍ଟି ଜିଲା ସଭାପତି ତଥା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଆଶିଷ ପାଣ୍ଡେଙ୍କ ନେତୃତ୍ୱରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ପୁଣି ବାଜି ମାରିଲା ଭାଜପା! ରାଜ୍ୟ ସଭା ନିର୍ବାଚନରେ ୯ ଭାଜପା ପ୍ରାର୍ଥୀ ଜିତିଲେ

ନୂଆଦିଲ୍ଲୀ,୧୧।୬: ଗୁରୁବାର ଭାରତୀୟ ଜନତା ପାର୍ଟି (ଭାଜପା) ପାଇଁ ଏକ ବଡ଼ ଖବର ଆଣିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲଗାତାର ୧୨ ବର୍ଷ କାର୍ଯ୍ୟକାଳ ପୂରଣ କରିଥିବା…

ଭଞ୍ଜନଗରରେ ରଜ ମହୋତ୍ସବ ପାଳିତ, ଋତୁସ୍ରାବକୁ ନେଇ ସଚେତନ କରାଇଲେ ସିଡିପିଓ

ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବନ ବିହାର ପରିସରରେ ଗୁରୁବାର ରଜ ମହୋତ୍ସବ ପାଳିତ ହୋଇଯାଇଛି । ଆଇନା ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଋତୁସ୍ରାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri