ପୋଖରୀରେ ବୁଡ଼ି ବୃଦ୍ଧଙ୍କ ଜୀବନ ଗଲା

ରୂପ୍‌ସା,୧୩।୬(ଡି.ଏନ୍‌.ଏ.): ବାଲେଶ୍ୱର ସଦର ବ୍ଲକ ଶ୍ରୀରାମପୁର ପଞ୍ଚାୟତ ଅଧୀନ ବଳବୁଧି ଗ୍ରାମର ଜଣେ ବୃଦ୍ଧ ପୋଖରୀରେ ବୁଡ଼ି ସୋମବାର ପ୍ରାଣ ହରାଇଛନ୍ତି। ସେ ହେଲେ ମଧୁସୂଦନ ମହାଳିକ।

ଅସାବଧାନତା ବଶତଃ ସେ ପୋଖରୀରେ ପଡ଼ିଯାଇଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି ପରେ ତାଙ୍କୁ ପୋଖରୀରେ ପଡ଼ିଥିବା ଦେଖିଥିଲେ। ତୁରନ୍ତ ତାଙ୍କୁ ଉଦ୍ଧାର କରି ବସ୍ତା ଡାକ୍ତରଖାନାକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ସୁପରଭାଇଜରଙ୍କ ଅବହେଳା ଅଭିଯୋଗ: ଅଙ୍ଗନବାଡ଼ି କେନ୍ଦ୍ରରେ ବଢ଼ୁଛି ସମସ୍ୟା

କେସିଙ୍ଗା, ୧୦।୧୦ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ସମନ୍ବିତ ଶିଶୁ ବିକାଶ ଯୋଜନା ଅଧୀନରେ ଥିବା ତୁଣ୍ଡଳା ସେକ୍ଟରର ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକର ପରିଚାଳନାକୁ ନେଇ ଅସନ୍ତୋଷ ପ୍ରକାଶ…

ପ୍ରକାଶ ପାଇଲା ପ୍ରାର୍ଥୀ ତାଲିକା: ମୌଳିକ ସୁବିଧା ଅଭାବକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୦।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ସରକାରୀ ସ୍ନାତକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ଛାତ୍ର ସଂସଦ ଓ ବିଭିନ୍ନ ସଂସଦର…

ଛାତ୍ର ସଂସଦ ନିର୍ବାଚନ, କଲେଜ କ୍ୟାମ୍ପସ୍‌ ସରଗରମ: ନାମାଙ୍କନ ନାକଚ୍‌, ଆଶାୟୀ ଅସନ୍ତୋଷ

ବରଗଡ଼,10।୧୦(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୫ତାରିଖ ଛାତ୍ର ସଂସଦ ନିର୍ବାଚନ। ଏହି ନିର୍ବାଚନ ଯେତିକି ପାଖେଇ ଆସୁଛି, କଲେଜ କ୍ୟାମ୍ପସ୍‌ ଗୁଡ଼ିକରେ ନିର୍ବାଚନୀ ବାତାବରଣ ସେତିକି ସରଗରମ ହୋଇ ପଡୁଛି।…

ହାରିବା ସତ୍ତ୍ୱେ ୩ ବଡ଼ ରେକର୍ଡ ଭାଙ୍ଗିଲା ଟିମ୍‌ ଇଣ୍ଡିଆ: ୩ ବ୍ୟାଟ୍‌ରଙ୍କ ବିସ୍ଫୋରକ ଇନିଂସ

ରାଞ୍ଚି,୧୦।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଟିମ ଇଣ୍ଡିଆ ଦମ୍‌ଦାର ବ୍ୟାଟିଂ କରିଥିଲେ ମଧ୍ୟ ପରାଜୟବରଣ କରିଛି। ଭାରତୀୟ ବ୍ୟାଟରମାନେ ଚୌକା ଓ ଛକା ବର୍ଷା…

ଲଜ୍ଜାଜନକ ପରାଜୟ ପରେ ମୁହଁ ଖୋଲିଲେ ଶ୍ରେୟସ ଆୟର: ସୁଯୋଗ ହାତଛଡ଼ା…

ରାଞ୍ଚି,୧୦।୧୦: ଭାରତ-ୱେଷ୍ଟଇଣ୍ଡିଜ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ୨୪୯ ରନ କରି ମଧ୍ୟ ହାରିଯାଇଛି ଟିମ ଇଣ୍ଡିଆ। ରାଞ୍ଚିରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଭାରତ ପ୍ରଥମେ ବ୍ୟାଟିଂ କରି…

ସମଲେଶ୍ଵରୀଙ୍କ ଧବଳମୁଖୀ ବେଶ: ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୧୦।୧୦(ପ୍ରେମାନନ୍ଦ ଖମାରୀ)- ଆଜି ମହାଳୟା । ଏହି ଅବସରରେ ବରଗଡର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ଭଗବତୀ ମାଁ ସମଲେଶ୍ବରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି। ଏହି ବେଶରେ ଦେବୀଙ୍କୁ…

ଜୀବଜନ୍ତୁଙ୍କ ରଙ୍ଗ ପଛର ରହସ୍ୟ: ଖାଦ୍ୟରୁ ମିଳୁଛି ଆକର୍ଷଣୀୟ ରୂପ

ୱାଶିଂଟନ,୧୦ା୧୦:ଅନେକ ଜୀବଜନ୍ତୁ, ପକ୍ଷୀ ଓ ମାଛ ସେମାନଙ୍କର ନାଲି, ହଳଦିଆ, ନୀଳ, କମଳା ଆଦି ରଙ୍ଗ ପାଇଁ ବେଶ୍‌ ଆକର୍ଷଣୀୟ ହୋଇଥାନ୍ତି। କିନ୍ତୁ ଏହି ଜୀବମାନେ ଏତେ…

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?