ଅଧରାତିରେ ପରିବାରର ୩ ଜଣଙ୍କୁ ହତ୍ୟା କରି ଫେରାର ବୃଦ୍ଧ: ଥାନାରେ ପହଞ୍ଚିଲେ ପୁଅ

ଦେବଗଡ଼,୧୨।୩(ଶଶାଙ୍କ ଶେଖର ଝାଙ୍କର) ଗୋଟିଏ ପରିବାରର ୩ ଜଣଙ୍କୁ ନିର୍ମମ ହତ୍ୟା। ଏଥିରେ କୁଣ୍ଢେଇଗୋଳା ଥାନା ଗରିଆପାଲି ଗ୍ରାମରେ ଘଟିଛି ଏହି ଲୋମଟାଙ୍କୁରା ହତ୍ୟାକାଣ୍ଡ। ସ୍ତ୍ରୀ, ବୋହୂ ଓ ନାତୁଣୀଙ୍କୁ ହାଣି ରମେଶ ଗରିଆ ଫେରାର୍‌ ଥିବା ଜଣାପଡ଼ିଛି। ବିଳମ୍ବିତ ରାତି ଘଟିଛି ଏଭଳି ଜଘନ୍ୟ ହତ୍ୟାକାଣ୍ଡ। ରମେଶଙ୍କ ପୁଅ ଏନେଇ ଲିଖିତ ଅଭିଯୋଗ କରିଛନ୍ତି। କୁଣ୍ଢେଇଗୋଳା ପୋଲିସ ତଦନ୍ତ ଆରମ୍ଭ କରିଛି।

 

Dharitri – Odisha’s No.1 Odia Daily

 

 

Share