ବାଇକ୍‌  ଧକ୍କାରେ  ଚାଲିଗଲା ବୃଦ୍ଧଙ୍କ ଜୀବନ 

ମୋହନା,୨୦।୧( ମନ୍ମଥ ମିଶ୍ର ): ବାଇକ ଧକ୍କାରେ ବୃଦ୍ଧମୃତ। ମୃତ ବୃଦ୍ଧ ଜଣକ ହେଲେ ଆର.ଉଦୟଗିରି ଥାନା ନିସଂଗପୁର ଗ୍ରାମର ୭୦ ବର୍ଷୀୟ ସାରଥୀ ବେହେରଦଲାଇ।
ସୂଚନା ପ୍ରକାରେ, ଆର.ଉଦୟଗିରି ଥାନା ମକାପଦା ଗ୍ରାମ ନିକଟରେ ଏହି ଦୁର୍ଘଟଣା ଘଟିଛି । ଖବର ପାଇ ଆର.ଉଦୟଗିରି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ବାଇକ ( ଓଡ଼ି୨୫ଏମ ୬୦୩୦ ) ସହ ଚାଳକଙ୍କୁ କାବୁ କରି ଅଧିକ ତଦନ୍ତ ଚଳାଇଛି । ବାରମ୍ବାର ଏହି ସ୍ଥାନରେ ଏପରି ଦୁର୍ଘଟଣା ଘଟିବା ଓ ବାଇକରେ ବିନା ହେଲମେଟରେ ୩ ଜଣ ଯାତ୍ରା କରିବା ଓ ଦୃତଗତି ଏହି ଦୁର୍ଘଟଣାର ମୁଖ୍ୟ କାରଣ ବୋଲି ସ୍ଥାନୀୟ ବ୍ୟକ୍ତିମାନେ କହିଛନ୍ତି । ସଡ଼କ ସୁରକ୍ଷା ମାସ ଚାଲିଥିବା ବେଳେ ଏପରି ଦୁର୍ଘଟଣା ଘଟିବା ଦୁଃଖର ବିଷୟ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri