ଜଗତସିଂହପୁର,୧।୧୨: ଶିଳ୍ପ ମନ୍ତ୍ରୀଙ୍କ ଏସ୍କର୍ଟ ଗାଡ଼ି ଧକ୍କାରେ ବୃଦ୍ଧ ଗୁରୁତର ହୋଇଛନ୍ତି। କଟକ-ପାରାଦୀପ ରାସ୍ତାର ତାରପୁର ଛକରେ ଏହି ଦୁର୍ଘଟଣା ହୋଇଛି। ବୃଦ୍ଧ ଜଣଙ୍କ ରାସ୍ତା ପାର ବେଳେ ମନ୍ତ୍ରୀଙ୍କ ଏସ୍କର୍ଟ ଗାଡ଼ି ଧକ୍କା ଦେଇଥିଲା । ରଘୁନାଥପୁର ପରେ କଟକ SCB ମେଡିକାଲ ସ୍ଥାନାନ୍ତର କରାଯାଇଛି। ମନ୍ତ୍ରୀଙ୍କ ଗାଡ଼ି ଧକ୍କାରେ ବୃଦ୍ଧ ଗୁରୁତର ହୋଇଛନ୍ତି।


