ସାପ କାମୁଡ଼ାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ପାଟଣା,୧୧।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚିନାମାଳିପଶି ପଞ୍ଚାୟତ କୁମୂଳାବାହାଳୀ ଗ୍ରାମରେ ଏକ ଅଘଟଣ ଘଟିଛି। ସାପ କାମୁଡ଼ାରେ ଜଣେ ୭୦ ବର୍ଷୀୟ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ହେଲେ ରଜନୀ ବେଣ୍ଟକାର।

ମିଳିଥିବା ସୂଚନା ମୁତାବକ, ଶୁକ୍ରବାର ବିଳମ୍ବିତ ରାତିରେ ରଜନୀଙ୍କ ଡାହାଣ ହାତରେ ଏକ ବିଷଧର ସାପ କାମୁଡି ଦେଇଥିଲା। ପରିବାର ଲୋକେ ତାଙ୍କୁ ତୁରନ୍ତ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଶନିବାର ତାଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିନବ ଉପାୟରେ ଗଞ୍ଜେଇ ଚାଲାଣ: ପର୍ଦ୍ଦାଫାଶ କଲା ପୋଲିସ

ବଲାଙ୍ଗୀର, ୨୩।୯ (ବୀରେନ୍ଦ୍ର କୁମାର ଝାଙ୍କର): ଅଭିନବ ଉପାୟରେ ରାଜ୍ୟ ବାହାରକୁ ଚାଲାଣ ହେଉଥିଲା ଗଞ୍ଜେଇ। ଆଚାର କଣ୍ଟେନରରେ ଗଞ୍ଜେଇ ଭର୍ତ୍ତି କରାଯାଇ ଟ୍ରେନ ଯୋଗେ ରାଜ୍ୟ…

ରାସ୍ତାରେ ଯିବାବେଳେ ହଠାତ୍‌ ଦୋକାନ ଭିତରକୁ ପଶିଗଲା କାର୍‌, ୨ ଭାଇ ଗୁରୁତର

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଲୋଏର ବସ୍‌ଷ୍ଟାଣ୍ଡ ନିକଟରେ ବୁଧବାର ଏକ କାର୍‌ ଭରସାମ୍ୟ ହରାଇ ସିରିଜ୍‌ ଦୁର୍ଘଟଣା ଘଟାଇବା ସହ…

ସ୍ବତନ୍ତ୍ର ତକିଆ କିଣିଲେ ବୁମ୍‌ରା: ସବୁ ଗୁମର ଖୋଲିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୩।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଜସପ୍ରୀତ ବୁମରା ଟିମ ଇଣ୍ଡିଆ ସହ ଜାପାନରେ ଅଛନ୍ତି। ସେଠାରେ ସେ ନିଜ ପାଇଁ ବାଛିଥିବା ତକିଆ ଯୋଗୁ ସେ…

ଟି-୨୦ ବୋଲିଂ ରାଙ୍କିଙ୍ଗ୍‌ରେ ହଟଚମଟ: ଦୁନିଆର ନମ୍ବର-୧ ବୋଲର ହେଲେ ପାକିସ୍ତାନର ଏହି ଖେଳାଳି, ଭାରତକୁ ଝଟ୍‌କା!

ନୂଆଦିଲ୍ଲୀ,୨୩।୯: ଆଇସିସି ପକ୍ଷରୁ ଟି-୨୦ ବୋଲରଙ୍କ ନୂଆ ରାଙ୍କିଙ୍ଗ୍‌ ଜାରି କରାଯାଇଛି। ଏଥିରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପାକିସ୍ତାନର ସ୍ପିନର ଅବରାର ଅହମ୍ମଦ ୭୩୬ ରେଟିଂ…

ରେଳଧାରଣାରେ ଯିବାବେଳେ ୪ ଜଣଙ୍କୁ ଚାପିଦେଲା ରାଜାରାଣୀ ଏକ୍ସପ୍ରେସ

ଗଜପତି,୨୩।୯(ଗିରିଧାରୀ ପରିଛା): ଭୁବନେଶ୍ୱରରୁ ପାରଳାଖେମୁଣ୍ଡି ଆସୁଥିବା ରାଜାରାଣୀ ଏକ୍ସପ୍ରେସ ଧକ୍କାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆନ୍ଧ୍ରପ୍ରଦେଶର ଟେକେଲି ଗ୍ରାମ ନିକଟସ୍ଥ…

ବିଧାନସଭାରେ ମନ୍ତ୍ରୀଙ୍କ ବଡ଼ ସୂଚନା: ରାଶନ କାର୍ଡରୁ ବାଦ୍‌ ପଡିଲେ…

ଭୁବନେଶ୍ୱର,୨୩।୯: ରାଜ୍ୟରେ ନୂତନ ରାଶନ କାର୍ଡ (Ration Card) ପାଇଁ ଆବେଦନ କରିଥିବା ହିତାଧିକାରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ବିଧାନସଭାରେ ବିଧାୟକ ବ୍ୟୋମକେଶ ରାୟଙ୍କ…

ସମୁଦ୍ର ଅଶାନ୍ତ: ପାରାଦୀପ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି

ପାରାଦୀପ,୨୩।୯(ଶରତ ରାଉତ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ବୁଧବାର ସମୁଦ୍ର ଅତ୍ୟନ୍ତ ଅଶାନ୍ତ ହୋଇପଡ଼ିଛି। ସମୁଦ୍ରରେ ଉଚ୍ଚ ଢେଉ ସହ ବିପଦଜନକ ପରିସ୍ଥିତି ସୃଷ୍ଟି ହୋଇଥିବାରୁ ସମୁଦ୍ର…

ଆଇସିସି ଟି-୨୦ ରାଙ୍କିଙ୍ଗ୍‌ରେ ବଡ଼ ଅଦଳବଦଳ: ଜାଣନ୍ତୁ କେଉଁ ଖେଳାଳି କେତେ ସ୍ଥାନରେ…

ନୂଆଦିଲ୍ଲୀ,୨୩।୯: ଆଇସିସି ଟି-୨୦ ରାଙ୍କିଙ୍ଗ୍‌ରେ ପୁଣିଥରେ ବଡ଼ ଅଦଳବଦଳ ଦେଖିବାକୁ ମିଳିଛି। ନୂଆ ରାଙ୍କିଙ୍ଗ୍‌ରେ ଭାରତର ଇଶାନ କିଶନ ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି। ତେବେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?