ଗାଡ଼ି ଧକ୍କାରେ ଚାଲିଗଲା ବୃଦ୍ଧଙ୍କ ଜୀବନ

ଭବାନୀପାଟଣା,୧୪।୪(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅଧୀନ କୁଟୁରୁଖମାର ଛକ ନିକଟରେ ଶୁକ୍ରବାର ଏକ ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଅଖିଳ ମାଝି। ଚାଷ ଜମିକୁ ପାଣି ମଡ଼ାଇବା ପାଇଁ ଅଖିଳ ଯାଉଥିବା ବେଳେ ଗାଁଛକ ନିକଟରେ ଏକ ଗାଡି ତାଙ୍କୁ ଧକ୍କା ଦେଇ ଫେରାର ହୋଇ ଯାଇଥିଲା। ଫଳରେ ଘଟଣାସ୍ଥଳରେ ଅଖିଳଙ୍କ ମୃତ୍ୟୁ ଘଟିଥିଲା।

ଖବର ପାଇ ପରିବାର ଓ ଗ୍ରାମବାସୀ ସେଠାରେ ପହଞ୍ଚି କ୍ଷତିପୂରଣ ଦାବିରେ ମୃତଦେହ ରଖି ଭବାନୀପାଟଣା-ଜୁନାଗଡ଼ ୨୬ ନଂ. ଜାତୀୟ ରାଜପଥ ଅବରୋଧ କରିଥିଲେ। ଖବର ପାଇ ଘଟଣାସ୍ଥଳରେ ସଦର ଆଇଆଇସି ଓ ଅତିରିକ୍ତ ତହସିଲଦାର ପହଞ୍ଚି ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରିଥିଲେ। ହରିଶ୍ଚନ୍ଦ୍ର ଯୋଜନାରେ ୨ ହଜାର ଓ ରେଡ଼କ୍ରସରେ ୧୦ ହଜାର ଟଙ୍କା ଦିଆଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ରାସ୍ତାରୋକୋ ହଟିଥିଲା। ଏକମାତ୍ର ରୋଜଗାରକ୍ଷମ ବ୍ୟକ୍ତିଙ୍କ ମୃତ୍ୟୁ ପରେ ପରିବାର ଏବେ ବେସାହାରା ହୋଇପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

LICକୁ ଲାଗିଲା ଝଟକା: ୨ ଦିନରେ ବୁଡିଗଲା ୧୧୪୦୦ କୋଟି ଟଙ୍କା, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୧: ସରକାରଙ୍କ ସିଗାରେଟ୍‌ ବିଡ଼ି ଏବଂ ପାନ ମସଲା ଗୁଟଖାର ମୂଲ୍ୟ ବୃଦ୍ଧି ନିଷ୍ପତ୍ତି ପରେ, ITC ଶେୟାରରେ ତୀବ୍ର ହ୍ରାସ ଘଟୁଛି। ଏହା ଉଲ୍ଲେଖନୀୟ...

ଏହା ଡବଲ ଗେମ୍‌…, କ୍ରିକେଟର୍ସଙ୍କ ସହ ହ୍ୟାଣ୍ଡସେକ୍‌ ପାଇଁ କାହିଁକି ନାହିଁ ଅନୁମତି? ଜୟଶଙ୍କରଙ୍କ ସହ PAK ସ୍ପିକରଙ୍କ ହାତ ମିଳାଇବାକୁ ନେଇ…

ଇସଲାମାବାଦ/ନୂଆଦିଲ୍ଲୀ,୨।୧: ପାକିସ୍ତାନୀ ବିଶେଷଜ୍ଞ କମର ଚିମା ଢାକାରେ ପାକିସ୍ତାନ ଜାତୀୟ ପରିଷଦର ବାଚସ୍ପତି ଆୟାଜ ସାଦିକଙ୍କ ସହ ବୈଦେଶିକ ମନ୍ତ୍ରୀ ଡକ୍ଟର ଏସ. ଜୟଶଙ୍କରଙ୍କ ହାତ...

ହାତୀର ଟ୍ରାଙ୍କୁଲାଇଜ୍‌ ଚିକିତ୍ସା ପାଇଁ ଅନୁମତି ମାଗିଥିଲା ବନ ବିଭାଗ, ହେଲେ…

ବଲାଙ୍ଗୀର,୨ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ରେଞ୍ଜ ବେଲଗାଁ ସେକ୍ସନ ନାରିକଟା ବିଟ୍‌ ବିଜେପୁର ପଞ୍ଚାୟତ ବର୍ଣ୍ଣି ଜଙ୍ଗଲସ୍ଥିତ ନୀମପଡ଼ା ଗାଁର ନାଳରେ ଏକ...

ଖୋଲିଲା ମଣ୍ଡି: ପ୍ରଥମ ଦିନରେ ଧାନ ଦେଲେ ଏତିକି ଚାଷୀ

ପାଟଣା,୨।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟରେ ଶୁକ୍ରବାର ରାଜ୍ୟ ଯୋଗାଣ ନିଗମ ତରଫରୁ ଧାନ ମଣ୍ଡି ଖୋଲିଛି। ପ୍ରଥମ ଦିନରେ ପାଟଣା...

ଖଣ୍ଡଗିରି ମାଘ ମେଳା ନେଇ ମେୟରଙ୍କ ସୂଚନା, ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପରିବେଷଣ…

ଭୁବନେଶ୍ବର, ୨/୧:  ମାଘ ମେଳା ପାଖେଇ ଆସୁଥିବା ବେଳେ ଅଶ୍ଲିଳ ନୃତ୍ୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମେୟର ସୁଲୋଚନା ଦାସ । ଖଣ୍ଡଗିରି ମାଘ...

‘କେହି ଟି-୨୦ ବିଶ୍ୱକପ ଦେଖିବେ ନାହିଁ…’ ଆଇସିସି ଉପରେ ବର୍ଷିଲେ ଅଶ୍ୱିନ, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨।୧: ପୂର୍ବତନ ଭାରତୀୟ କ୍ରିକେଟ କିମ୍ବଦନ୍ତୀ ରବିଚନ୍ଦ୍ରନ ଅଶ୍ୱିନ ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ସମ୍ପର୍କରେ ନିଜର ନିରାଶା ପ୍ରକାଶ କରିଛନ୍ତି। ଅଶ୍ୱିନ କହିଛନ୍ତି ,...

ଯୁବକଙ୍କୁ ଦଳି ମାରିବା ପରେ ବି ଜଗି ରହିଛି ହାତୀ 

ଖୋର୍ଦ୍ଧା,୨।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଭୂଆସୁଣି ପାଟଣା ଗାଁରେ ଯୁବକଙ୍କୁ ଜଣେ ଯୁବକଙ୍କୁ ଏକ ଦନ୍ତା ଦଳି ଦେଇଛି। ମୃତକ ହେଲେ ପ୍ରିୟବ୍ରତ...

ବିରାଟ-ରୋହିତଙ୍କୁ ଦେଖିବାକୁ ପ୍ରଶଂସକଙ୍କ ପ୍ରବଳ ଉତ୍ସାହ: ୮ ମିନିଟ୍‌ରେ ସରିଗଲା ଭାରତ ବନାମ ନ୍ୟୁଜିଲାଣ୍ଡ ଟିକେଟ

ନୂଆଦିଲ୍ଲୀ,୨।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦିନିକିଆ ସିରିଜ୍‌ ଜାନୁଆରୀ ୧୧, ୨୦୨୬ରେ ଆରମ୍ଭ ହେବାକୁ ଯାଉଛି। ଏହି ହାଇ-ଭୋଲଟେଜ ମ୍ୟାଚ ପାଇଁ ପ୍ରଶଂସକମାନେ ଉତ୍ସାହିତ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri