ପୁରୁଣା ପେନସନ ଯୋଜନାର ଲାଭ ପାଇବେ ୧୩ ହଜାର କର୍ମଚାରୀ, ସରକାର ନେଲେ ନିଷ୍ପତ୍ତି

ବେଙ୍ଗାଲୁରୁ,୨୫।୧: ଦେଶରେ ପୁରୁଣା ପେନସନ ସ୍କିମ ଏବଂ ନୂତନ ପେନସନ ସ୍କିମ କାର୍ଯ୍ୟକାରୀ କରିବା ନେଇ ବିବାଦର ଖବର ସାମ୍ନାକୁ ଆସୁଛି। ଦେଶର ଅନେକ ରାଜ୍ୟ ପୁରୁଣା ପେନସନ ଯୋଜନା କାର୍ଯ୍ୟକାରୀ କରିବା ବିଷୟରେ କହୁଛନ୍ତି ଏବଂ ଏହା ସହ ଜଡିତ ନିଷ୍ପତ୍ତି ମଧ୍ୟ ନେଇଛନ୍ତି। ଏହି କ୍ରମରେ କର୍ନାଟକ ସହ ଜଡିତ ବଡ ଖବର ଆସିଛି।

କର୍ନାଟକର ୧୩ ହଜାର କର୍ମଚାରୀଙ୍କୁ ପୁରୁଣା ପେନସନ ଯୋଜନାର ସୁବିଧା ପ୍ରଦାନ କରିବାକୁ ନିଷ୍ପତ୍ତି ନିଆଯାଇଛି। ବୁଧବାର କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରାମାୟା ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ ଏହି ସୂଚନା ଦେଇଛନ୍ତି। ସୂଚନାନୁସାରେ, କର୍ନାଟକ ସରକାର ଏହାର ୧୩ ହଜାର କର୍ମଚାରୀଙ୍କୁ ପୁରୁଣା ପେନସନ ସ୍କିମ (ଓପିଏସ) ଅଧୀନରେ ଆଣିବା ପାଇଁ ବିଜ୍ଞପ୍ତି ଜାରି କରିଛନ୍ତି।

ଏହା ସେହି ୧୩ ହଜାର ସରକାରୀ କର୍ମଚାରୀଙ୍କ ପାଇଁ, ଯେଉଁମାନେ ଏପ୍ରିଲ ୧, ୨୦୦୬ ପୂର୍ବରୁ ସୂଚିତ ହୋଇଥିଲେ କିନ୍ତୁ ପରେ ନିଯୁକ୍ତ ହୋଇଥିଲେ। ମୁଖ୍ୟମନ୍ତ୍ରୀ ସିଦ୍ଦରାମାୟା ବୁଧବାର ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ପୋଷ୍ଟ କରିଛନ୍ତି , ସେ ନୂତନ ପେନସନ ଯୋଜନା ବିରୋଧରେ ବିକ୍ଷୋପ ପ୍ରଦର୍ଶନରେ ବସିଥିବା ସରକାରୀ କର୍ମଚାରୀଙ୍କୁ ଏହି ପ୍ରତିଶ୍ରୁତି ଦେଇଥିଲେ। ବର୍ତ୍ତମାନ ଏହାକୁ ପୂରା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

‘ମୋର ବିଜୟ କି ଲାଭ ଯଦି ଲଦାଖ ହାରିଯାଏ?’ ଜେଲରୁ ମୁକୁଳିବା ପରେ ମୁହଁ ଖୋଲିଲେ ସୋନମ ୱାଙ୍ଗଚୁକ

ୱାଶିଂଟନ,୧୭।୩: ପ୍ରାୟ ୧୭୦ ଦିନ କାରାଗାରରେ ବିତାଇବା ପରେ ଶନିବାର ଜେଲରୁ ମୁକୁଳିଛନ୍ତି ଲଦାଖର ବିଶିଷ୍ଟ ଶିକ୍ଷାବିତ୍ ତଥା ପରିବେଶ କର୍ମୀ ସୋନମ ୱାଙ୍ଗଚୁକ। କେନ୍ଦ୍ର ସରକାର…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri