Advertisement

ଗାଧୋଇବା ବେଳେ ବୁଡ଼ିଗଲେ ବୃଦ୍ଧା

ବୁଗୁଡ଼ା,୧୪ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଧୀନ ଡେଙ୍ଗାପଦର ଗାଁ ପୋଖରୀରେ ବୁଡ଼ି ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଡେଙ୍ଗାପଦର ଗ୍ରାମର ସରସ୍ବତୀ ପ୍ରଧାନ (୬୨)।

ସୋମବାର ସରସ୍ବତୀ ଗାଁ ପୋଖରୀରେ ସ୍ନାନ କରୁଥିବା ବେଳେ ଅସାବଧାନତାବଶତଃ ପାଣିରେ ବୁଡ଼ିଯାଇଥିଲେ। ଲୋକେ ତାଙ୍କୁ ଉଦ୍ଧାର କରି ବୁଗୁଡ଼ା ମେଡିକାଲକୁ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ମେଡିକାଲରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ଏ ନେଇ ବୁଗୁଡ଼ା ଥାନା ପୋଲିସ ଏକ ଅପମୃତ୍ୟୁ ମାମଲା(ନଂ.୨୮/୨୨) ରୁଜୁ କରି ଘଟଣାର ତଦନ୍ତ ଚାଲିଥିବା ଥାନା ଆଇଆଇସି ଚିତ୍ତରଞ୍ଜନ ବେହେରା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାବା ମୁକ୍ତେଶର ମନ୍ଦିରରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼

କେନ୍ଦୁଝର,୨୧।୨(ସ୍ବ.ପ୍ର.): କେନ୍ଦୁଝର ଜିଲାର ବିଭିନ୍ନ ସ୍ଥାନରେ ଥିବା ଶୈବପୀଠରେ ଜାଗରଯାତ୍ରା ଧୁମଧାମରେ ପାଳନ ହେଉଛି। ବିଭିନ୍ନ ଶୈବପୀଠରେ ସକାଳୁ ଭକ୍ତଙ୍କ ଭିଡ଼ ଜମିଥିଲା। ଝୁମ୍ପୁରା ବ୍ଲକ...

ଓଭର ଲୋଡିଙ୍ଗରୁ ଟ୍ରାନ୍ସଫର୍ମରରେ ଅଗ୍ନିକାଣ୍ଡ

ବ୍ରହ୍ମପୁର ଅଫିସ,୮ା୮: ଟାଉନ ଥାନା ଅନ୍ତର୍ଗତ କଂଗ୍ରେସ ଅଫିସ ନିକଟରେ ଥିବା ଏକ ଟ୍ରାନ୍ସଫର୍ମରରେ ବୁଧୁବାର ଅଗ୍ନିକାଣ୍ଡ ଘଟିଛି। ବିଦ୍ୟୁତ୍‌ ବିଭାଗ କନିଷ୍ଠ ଯନ୍ତ୍ରୀ ବନୋଦ...

ଜଳେଶ୍ୱରରେ ଥମୁନି ଧଳା ଜହର କାରବାର: ୫୦ ଗ୍ରାମ ବ୍ରାଉନସୁଗାର ଜବତ, ୩ ଗିରଫ

ଜଳେଶ୍ବର,୫।୨(ଡି.ଏନ୍‌.ଏ.): ପୁଣି ଜଳେଶ୍ବରରେ ଜବତ ହେଲା ଧଳା ଜହର। ବୁଧବାର ଜଳେଶ୍ୱର ପୋଲିସ ୫୦ ଗ୍ରାମର ବ୍ରାଉନ ସୁଗାର ସହ ଦୁଇଟି ମୋବାଇଲ,ଗୋଟିଏ ବାଇକ ଜବତ...

ଗୋପାଳପୁରକୁ ବୟନ ଗ୍ରାମ ଭାବେ ଘୋଷଣା କରାଯିବ

ରସୁଲପୁର,୧୬।୧୧(ଡି.ଏନ.ଏ.): ରସୁଲପୁର ବ୍ଲକ ଅନ୍ତର୍ଗତ ପ୍ରଥମାଖଣ୍ଡି ପଞ୍ଚାୟତର ଟସର ବସ୍ତ୍ରର ହବ୍‌ ଭାବେ ପରିଚିତ ଗୋପାଳପୁର ଗାଁକୁ ବୟନ ଗ୍ରାମ ଭାବେ ଘୋଷଣା କରାଯିବ ବୋଲି...

କରୋନା କଟକଣା ବୁଡ଼ାଇଛି ବ୍ୟବସାୟ

ଦେଓଗାଁ,୧୯ା୮(ଡି.ଏନ.ଏ.)  – ବଲାଙ୍ଗୀର ଜିଲା ସଦର ଓ ଦେଓଗାଁ ବ୍ଲକ ଅଞ୍ଚଳରେ ବସବାସ କରୁଥିବା ବାଉଁଶ କାରିଗରମାନେ କରୋନା କଟକଣା ଯୋଗୁ ସଙ୍କଟରେ ପଡିଛନ୍ତି। ଏଥିପାଇଁ...

ଚାଷ, ପାନୀୟ ଜଳ ପ୍ରଭାବିତ ହେବ

କେନ୍ଦ୍ରାପଡ଼ା ଅଫିସ,୩୧ା୧୨: ଖରାଦିନ ଆରମ୍ଭ ହୋଇନାହିଁ। ହେଲେ କେନ୍ଦ୍ରାପଡ଼ା ସହର ପାଇଁ ପାନୀୟ ଜଳସ୍ତର ଶୁଖିବାକୁ ଆରମ୍ଭ ହେଲାଣି। ପିଏଚ୍‌ଡି ଓ ଜଳସମ୍ପଦ ବିଭାଗ ପକ୍ଷରୁ...

୧୪ ଜିଲାରେ ୩୫ ନକଲି ଶିକ୍ଷକ

ଯାଜପୁର ଅଫିସ,୧୮ା୧୧:  ରାଜ୍ୟର କୋଣ ଅନୁକୋଣରେ ନକଲି ବିଏଡ୍‌/ସି.ଟି. ଡିଗ୍ରୀଧାରୀ ଶିକ୍ଷୟତ୍ରୀଶିକ୍ଷକ ନିଯୁକ୍ତି ପାଇ ସମସ୍ତ ସରକାରୀ ସୁବିଧାସୁଯୋଗ ହାସଲ କରୁଛନ୍ତି। ଏହାଦ୍ୱାରା ପ୍ରକୃତ ବିଏଡ୍‌/ସି.ଟି....

ଆଜିଠୁ କାର୍ଯ୍ୟକ୍ଷମ ହେବ ସଦ୍‌ଗୁରୁ କୋଭିଡ୍‌ ହସ୍ପିଟାଲ

କଟକ ଅଫିସ୍‌,୨୪ା୮: କଟକ ସହରରେ କରୋନା ଆକ୍ରାନ୍ତଙ୍କ ପାଇଁ ଅଧିକ ସଂଖ୍ୟାରେ ଶଯ୍ୟା ଆବଶ୍ୟକ ଥିଲା। ଏହି ଅଭାବକୁ ପୂରଣ କରିବା ପାଇଁ ସୋମବାର କାର୍ଯ୍ୟକ୍ଷମ...

Advertisement
Archives

Model This Week