Advertisement

ବନ୍ଦ କଠୋରିରେ ୮ଦିନ

ଜୟପୁର, ୨୯ା୧୦ (ନି.ପ୍ର.): ଜୟପୁର ଢେପଗୁଡାସ୍ଥିତ ଏକ ପରିବାରର ଲୋକେ ଜଣେ ୮୦ ବର୍ଷର ବୃଦ୍ଧାଙ୍କୁ ୮ଦିନ ଧରି ଏକ କଠୋରିରେ ବନ୍ଦ କରି ରଖିଥିଲେ। ବୃ୍‌ଦ୍ଧା ଜଣକ ହେଉଛନ୍ତି ପାର୍ବତୀ ନାୟକ ା ସେ କଠୋରିରେ ଖାଇବାକୁ ନ ପାଇ ପଡି ରହିଥିଲେ। ଝାଡା ପରିଶ୍ରା ଲାଗିଲେ କଠୋରି ଭିତରେ କରି ପଡି ରହିଥିଲେ। ତେବେ ତାଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକେ ପୌର କାର୍ଯ୍ୟନିର୍ବାହୀ ଅଧିକାରୀ ସିଦ୍ଧାର୍ଥ ପଟ୍ଟନାୟକଙ୍କୁ ଖବର ଦେଇଥିଲେ। ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ପୌର କର୍ମଚାରୀ ଓ ଟାଉନଥାନା ପୋଲିସ ଢେପଗୁଡା ଯାଇ ବନ୍ଦ କୋଠରିରୁ ବୃଦ୍ଧା ପାର୍ବତୀଙ୍କୁ ଉଦ୍ଧାର କରିଥିଲେ ା ବୃ୍‌ଦ୍ଧାଙ୍କ କ’ଣ ଅସୁବିଧା ରହିଛି ବୁଝି ଆବଶ୍ୟକ ହେଲେ ତାଙ୍କୁ ଆଶ୍ରୟ ସ୍ଥଳରେ ରଖାଯିବ ବୋଲି ନିର୍ବାହୀ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୩ ବର୍ଷର ବାଳକଙ୍କ ଉପରେ ପଡିଗଲା ରାବଣ ପ୍ରତିକୃତି

ନୂଆପଡା ଅଫିସ୍‌,୯।୧୦: ନୂଆପଡା ଜିଲା କୋମନା ଥାନା କାଣ୍ତେତରା ଗାଁରେ ରାବଣ ପ୍ରତିକୃତି ପଡି ଜଣେ ୧୩ ବର୍ଷର ବାଳକ ଗୁରୁତର ଆହତ ହୋଇଛି। ତାଙ୍କୁ...

ମହିଳାଙ୍କୁ ଅଟୋରେ ଅପହରଣ ପରେ ଅସଦାଚରଣ ଘଟଣା: କନ୍‌ଷ୍ଟେବଳ ସମେତ ୩ ଗିରଫ

ଭୁବନେଶ୍ୱର,୩ା୬(ବ୍ୟୁରୋ): ଖାକିରେ ପୁଣି ଲାଗିଲା ଦାଗ। ମହିଳାଙ୍କୁ ଥାନାରେ ଛାଡ଼ି ଦେବାକୁ କହି ଖଣ୍ଡଗିରି ପିସିଆର କନ୍‌ଷ୍ଟେବଳ ଓ ତାଙ୍କର ଦୁଇ ସହଯୋଗୀ ଅଟୋରେ ଅପହରଣ...

ଆସିବେ ମା’ : ଏବେଠୁ ଚଳଚଞ୍ଚଳ କଟକ

କଟକ ଅଫିସ, ୬।୯: ଆଶ୍ୱିନରେ ମା’ଙ୍କ ଆଗମନକୁ ନେଇ କଟକ ସହର ପୁଣି ଚଳଚଞ୍ଚଳ ହୋଇ ଉଠିଛି। ରୂପା ତାରକସି କାରଖାନାରେ ଭିଡ଼ ଜମୁଥିବା ଦେଖିବାକୁ...

ବାଘ ଆକ୍ରମଣରେ ଆହତ ସମ୍ବର ଆଖି ବୁଜିଲା

ଠାକୁରମୁଣ୍ଡା,୪।୧(ଡି.ଏନ୍‌.ଏ.): କରଞ୍ଜିଆ ବନଖଣ୍ଡ ଠାକୁରମୁଣ୍ଡା ରେଞ୍ଜ ଚମ୍ପାଝର ଫରେଷ୍ଟ ବିଟ୍‌ ଅନ୍ତର୍ଗତ ଭେଜଡିହା ଗ୍ରାମ ନିକଟରେ ସୋମବାର ସକାଳେ ଆହତ ଅବସ୍ଥାରେ ମିଳିଥିବା ଏକ ସମ୍ବରର...

ସିଂଲା ଦୋଳବାଡ଼ ଗ୍ରାମରେ ୧୪୪ ଧାରା ଜାରି

ବସ୍ତା,୨୬।୯(ସ୍ବ.ପ୍ର)- ବାଲେଶ୍ୱର ଜିଲା ସିଂଲା ଥାନା ଅନ୍ତର୍ଗତ ଦୋଳବାଡ଼ ଗାଁରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଥିବା ଜଣାପଡ଼ିଛ। ଜନୈକ ପରିବାର ଗ୍ରାମରେ ଥିବା...

ସୁରଟରେ ଆଖି ବୁଜିଲେ କରୋନା ଆକ୍ରାନ୍ତ ଓଡିଆ ଶ୍ରମିକ

ଧରାକୋଟ,୧୯ା୫(ଡି.ଏନ.ଏ.)-ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଝରପାରି ପଞ୍ଚାୟତ ବାଡୁଲା ଗ୍ରାମର କୃଷ୍ଣଚନ୍ଦ୍ର ବିଶୋଇ(୨୭)ଙ୍କ ସୁରଟରେ ମୃତ୍ୟୁ ହୋଇଛି। ସେ କରୋନାରେ ଆକ୍ରାନ୍ତ ହୋଇ ଗତ ୮ଦିନ...

ଆହାର କେନ୍ଦ୍ରରେ ନିମ୍ନମାନର ଖାଦ୍ୟ ଦିଆଯାଉଥିବା ଅଭିଯୋଗ: ଜିଲାପାଳଙ୍କ ଅଚାନକ ପରିଦର୍ଶନ

କୋରୁକୋଣ୍ଡା,୬।୯(ଡି.ଏନ୍‌.ଏ): ମାଲକାନଗିରି ଜିଲା ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦରେ ଥିବା ଆହାର ଯୋଜନାରେ ସ୍ବାଦିଷ୍ଟ ଖାଦ୍ୟ ଦିଆଯାଉ ନ ଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି।...

ଦଧିବାମନଙ୍କ ରଥ ନିର୍ମାଣ କାମର ଅନୁକୂଳ

ଭଟଲି,୨୬ା୪(ଡି.ଏନ.ଏ.) ପଶ୍ଚିମୋତ୍କଳ ଶ୍ରୀକ୍ଷେତ୍ର ଭାବେ ଅଭିହିତ ବରଗଡ଼ ଜିଲା ଭଟଲି ଦଧିବାମନ ପୀଠରେ ଅକ୍ଷୟ ତୃତୀୟା ନୀତି ନିୟମ ସହ ରଥକାଠ ଅନୁକୂଳ କରାଯାଇଛି। ବର୍ତ୍ତମାନ...

Advertisement
Archives

Model This Week