ବୋରୱେଲ ଗାତରୁ ଉଦ୍ଧାର ହେଲେ ବୃଦ୍ଧା

ସୋନପୁର,୧୪l୧୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ସୋନପୁର ବ୍ଲକ କଇଁଫୁଲ ଛକ ନିକଟରେ ମୁକୁଳା ପଡିଥିବା ଏକ ବୋରୱେଲ ଗାତରେ ଦୁଃଖୀ ନେଗୀ ନାମ୍ନୀ ଜଣେ ବୃଦ୍ଧା ଖସି ପଡିଥିଲେ। ହେଲେ ଅଗ୍ନିଶମ କର୍ମଚାରୀ ଏବଂ ଓଡ୍ରାଫ୍‌ ଟିମ୍‌ଙ୍କ ସହଯୋଗରେ ଗାତ ଖୋଳାଯାଇ ବୃଦ୍ଧାଙ୍କୁ ଉଦ୍ଧାର କରାଯାଇଛି। ଉଦ୍ଧାର ପରେ ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ହସ୍ପିଟାଲ ପଠାଯାଇଛି।ହେଲେ ବୃଦ୍ଧାଙ୍କ ସ୍ବାସ୍ଥ୍ୟବସ୍ଥା କିଭଳି ଅଛି ତାହା ସ୍ବଷ୍ଟ ଜଣାପଡି ନାହିଁ। ପ୍ରାୟ ୫ଘଣ୍ଟାର ଅପରେସନ ପରେ ବୃଦ୍ଧାଙ୍କୁ ଉଦ୍ଧାର କରାଯାଇଥିଲା।

ସୂଚନା ଯୋଗ୍ୟ, ଝାଡୁ ତିଆରି ପାଇଁ ବେଣା ଘାସ ସଂଗ୍ରହ କରୁଥିବା ବେଳେ ମଙ୍ଗଳବାର ସକାଳେ ଏହି ଅଘଟଣ ଘଟିଥିଲା। ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ସୁବର୍ଣ୍ଣପୁର ଜିଲାପାଳ ବିମଳେନ୍ଦୁ ରାୟ ଘଟଣା ସ୍ଥଳରେ ଉପସ୍ଥିତ ରହି ଉଦ୍ଧାର କାର୍ଯ୍ୟ ତଦାରଖ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାଧିନତା ଦିବସରେ ପୁରୁଷୋତ୍ତମପୁର NAC ଆଗରେ କାଉନସିଲର-ଜନସାଧାରଣଙ୍କ ଧାରଣା, ଆତ୍ମାହୁତି ଚେତାବନୀ

ପୁରୁଷୋତ୍ତମପୁର,୧୫।୮(ସବିତା ମିଶ୍ର): ସାରାଦେଶ ସ୍ବାଧିନତା ଦିବସକୁ ମହାଆଡ଼ମ୍ବରରେ ପାଳନ କରୁଥିବାବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିର ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପରାଧୀନ ଅବସ୍ଥାରେ ରହିଥିବା…

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri