ଓମିକ୍ରନ ପାଇଁ ତିଆରି ହୋଇଥିବା ଫାଇଜର ଟିକା ବ୍ରେନ ଷ୍ଟ୍ରୋକର କାରଣ ହୋଇପାରେ

ୱାଶିଂଟନ,୧୪ ।୧: ଚାଇନା ସମେତ ସାରା ବିଶ୍ୱରେ କରୋନା ମହାମାରୀ ତାଣ୍ଡବ ରଚି ଚାଲିଛି । ଏହାଠାରୁ ଦୂରେଇ ରହିବାକୁ ଟିକାକରଣକୁ ସମସ୍ତେ ଆପଣେଇ ନେଇଛନ୍ତି । ହେଲେ ଏହାରି ଭିତରେ ୟୁଏସ ସେଣ୍ଟର ଫର ଡିଜିଜ କଣ୍ଟ୍ରୋଲ ଆଣ୍ଡ ପ୍ରିଭେନସନ(ସିଡିସି) ଓ ଫୁଡ ଆଣ୍ଡ ଡ୍ରଗ୍ ଆଡମିନିଷ୍ଟ୍ରେଶନ(ଏଫଡିଏ) ଶୁକ୍ରବାର ଏମିତି ଏକ ତଥ୍ୟ ଦେଇଛି ଯାହା ସମସ୍ତଙ୍କୁ ଚମକାଇ ଦେଇଛି ।
ଆମେରିକା ସ୍ୱାସ୍ଥ୍ୟ ଏଜେନ୍ସି କହିଛି ଆମେରିକାର ଔଷଧ ନିର୍ମାତା ଫାଇଜର ଇଙ୍କ ଓ ଜର୍ମାନ ପାର୍ଟନର ବାୟୋଏନଟେକର ଅପଡେଟେଡ ଭାଇବଲେଣ୍ଟ କୋଭିଡ-୧୯ ସଟ ଯୋଗୁ ବରିଷ୍ଠ ନାଗରିକଙ୍କୁ ବ୍ରେନ୍ ଷ୍ଟ୍ରୋକର ବିପଦ ରହିଛି । ଏହାପରେ ବି ସିଡିସି ଲୋକଙ୍କୁ ଭ୍ୟାକ୍ସିନ ନେବାକୁ ପରାମର୍ଶ ଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ୟେମେନ୍‌ ଗୃହଯୁଦ୍ଧ ୭ ହଜାର ୫ ଶହରୁ ଅଧିକ ଶିଶୁଙ୍କ ଜୀବନ ନେଇଛି: ଜାତିସଂଘ ମହାସଚିବ

ଜେନେଭା,୨୯।୬: ୟେମେନ୍‌ରେ ଲାଗି ରହିଥିବା ଗୃହଯୁଦ୍ଧରେ ଗତ ସାଢ଼େ ୫ ବର୍ଷ ମଧ୍ୟରେ ୭ ହଜାର ୫ ଶହରୁ ଅଧିକ ଶିଶୁଙ୍କ ମୃତ୍ୟୁ ଘଟିଛି। ଅନେକ...

କରୋନାକୁ ହରାଇବା ଯୋଜନା: ପ୍ରତିଦିନ ହେବ ୪୫ ଲକ୍ଷ ଟେଷ୍ଟ୍‌…

ନୂଆଦିଲ୍ଲୀ,୧୮।୫: ଦେଶରେ କରୋନା ମହାମାରୀକୁ ହରାଇବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ନମୁନା ଟେଷ୍ଟ୍‌ ଉପରେ ଗୁରୁତ୍ୱାରୋପ କରାଯାଇଛି। ଦ୍ୱିତୀୟ ଲହର ପରେ ତୃତୀୟ ଲହର...

ବିକିନି କିଲରଙ୍କୁ ମୁକ୍ତ କରିବାକୁ ମନାକଲା ଜେଲ

କାଠମାଣ୍ଡୁ,୨୨ା୧୨:ବିକିନି କିଲର ଭାବେ ପରିଚିତ ସିରିଏଲ୍‌ କିଲର ଚାର୍ଲସ ଶୋଭରାଜଙ୍କୁ ମୁକ୍ତ କରିଦେବା ଲାଗି ନେପାଳ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ ତାଙ୍କୁ ଛାଡ଼ିବା ଲାଗି ଜେଲ...

ଲିଂଗଲିଂଗ ଝଡ଼ର ପ୍ରଭାବରେ କୋରିଆରେ ବ୍ୟାପକ କ୍ଷତି

ସିଓଲ,୭।୯: ଆମେରିକାର ଫ୍ଲୋରିଡାରେ ସାମୁଦ୍ରିକ ଝଡ଼ ଡୋରିଅନ ପ୍ରଭାବରେ ବ୍ୟାପକ କ୍ଷତି ହୋଇଥିବା ବେଳେ ଏବେ ଲିଙ୍ଗଲିଙ୍ଗ ଝଡ଼ର ପ୍ରଭାବରେ କୋରିଆ ଉପକୂଳରେ ବି ବ୍ୟାପକ...

ଲୁହାନସ୍କରେ ରୁଷିଆର ବିସ୍ଫୋରଣ: ୪ ମୃତ, ୬ ଗୁରୁତର

କ୍ୱିଭ୍‌,୨୪ା୩: ରୁଷିଆ-ୟୁକ୍ରେନ ଯୁଦ୍ଧ ୨୯ ଦିନରେ ପହଞ୍ଚିଛି। ମାତ୍ର କୌଣସି ପରିସ୍ଥିତିରେ ଯୁଦ୍ଧ ବନ୍ଦ ହେବା ପରି ମନେ ହେଉନାହିଁ। ରୁଷିଆ ଏହାର ଆକ୍ରମଣକୁ ତୀବ୍ର...

ଟଙ୍କା ଦେବାକୁ ଯାଇ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଫସିଲେ ପୁଅ

ସରଣ୍ଡା,୧୮ା୫(ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଲରାସରା ପଞ୍ଚାୟତରେ ଖୋଲା ଯାଇଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ୧୮ ଜଣ ପ୍ରବାସୀ ଓଡ଼ିଆ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିଛନ୍ତି।...

୪ ରାଜ୍ୟ ଶେଷ ଭରସା

ଓ୍ବାଶିଂଟନ,୨ା୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନକୁ ଆଉ ଦୁଇଦିନ ବାକି ଥିବାବେଳେ ପ୍ରଚାର ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ବିଜୟ ସମ୍ଭାବନା ଥିବା ନେଇ...

କାବୁଲ ବିମାନ ବନ୍ଦର ଏଣ୍ଟ୍ରି ଗେଟରେ ଫୁଟିଲା ଗୁଳି

କାବୁଲ,୨୮ ।୮: ଆଫଗାନିସ୍ତାନକୁ ତାଲିବାନ କବଜା କରିବା ପରଠାରୁ ସେଠାରେ ବେଳକୁ ବେଳ ସ୍ଥିତି ବିଗିଡିବାରେ ଲାଗିଛି । ଏବେ ସେଠାରେ ଆଫଗାନସ୍ତାନବାସୀ ନିଜକୁ ସୁରକ୍ଷିତ...

Advertisement
Archives

Model This Week