ବୟସ୍କ ବ୍ୟକ୍ତି ଓ ଏକଲାପଣ

ସାଧାରଣତଃ ବୟସ୍କ ବ୍ୟକ୍ତିମାନେ ପରିବାର ସହ ହସ, ଖୁସି ଓ ଆନନ୍ଦରେ ରହିବାକୁ ଚାହିଁଥା’ନ୍ତି। ହେଲେ କେତେକ ପରିସ୍ଥିତିରେ ଏପରି ବ୍ୟକ୍ତିମାନେ ଏକୁଟିଆ ରହିଥାଆନ୍ତି। ଦୀର୍ଘ ମାସ କିମ୍ବା ବର୍ଷ ଧରି ଏକୁଟିଆ ରହିବା ଦ୍ୱାରା ସେମାନେ ମାନସିକ ରୋଗର ଶିକାର ହେବା ଯଥେଷ୍ଟ ଆଶଙ୍କା ରହିଛି ବୋଲି କିଙ୍ଗ୍‌ସ ଜର୍ଜସ ମେଡିକାଲ ୟୁନିଭର୍ସିଟିର ମାନସିକ ରୋଗ ବିଶେଷଜ୍ଞମାନେ ଏକ ସର୍ଭେରୁ ଜାଣିପାରିଛନ୍ତି। ଏହାଦ୍ୱାରା ସେମାନଙ୍କ ସ୍ମରଣ ଶକ୍ତି ମଧ୍ୟ ହ୍ରାସ ପାଇବାର ଆଶଙ୍କା ରହିଛି। ନିଜ ପରିବାରଠାରୁ ଦୀର୍ଘ ସମୟ ଧରି ଏକୁଟିଆ ରହୁଥିବା କିଛି ବୟସ୍କ ବ୍ୟକ୍ତିଙ୍କ ଜୀବନଶୈଳୀ ଏବଂ ସ୍ବାସ୍ଥ୍ୟାବସ୍ଥା ଉପରେ ଉକ୍ତ ୟୁନିଭର୍ସିଟିର ବିଶେଷଜ୍ଞମାନେ ତନ୍ନ ତନ୍ନ କରି ନିରୀକ୍ଷଣ କରିଥିଲେ। ଏପରି ପରିସ୍ଥିତିର ସାମ୍ନା କରିବା ପରେ ସର୍ଭେ ପରିସରଭୁକ୍ତ ବ୍ୟକ୍ତିମାନଙ୍କ ମଧ୍ୟରୁ କେତେକ ମାନସିକ ଯନ୍ତ୍ରଣା ସହ କେତେକ ରୋଗର ଶିକାର ହେଉଥିବାର ସେମାନେ ଜାଣିବାକୁ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସିମେଣ୍ଟ କାରଖାନା ବନ୍ଦ: ତେଜିଲା ଅସନ୍ତୋଷ, ଲୋକେ ଆନ୍ଦୋଳନମୁହାଁ

ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡ଼ୋଲସ୍ଥିତ ଏସିସି ଲିମିଟେଡ୍‌ ପରିଚାଳିତ ବରଗଡ଼ ସିମେଣ୍ଟ କାରଖାନା ଆସନ୍ତା ଅଗଷ୍ଟ ମାସ ୧୯ତାରିଖର ସମ୍ପୂର୍ଣ୍ଣଭାବେ ବନ୍ଦ ହୋଇଯିବ। କାରଖାନା…

ପ୍ରକୃତି ପାଠଶାଳାରେ ଗଛ ଚିହ୍ନିଲେ ପିଲା, ପରିବେଶ ସୁରକ୍ଷା ସହ…

ଦାରିଙ୍ଗବାଡ଼ି,୨୨ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ତିଲୋରୀ ପଞ୍ଚାୟତ ଦୁର୍ଗମ ଗଣ୍ଡିଗୁଡ଼ା ଗ୍ରାମରେ ଶିଶୁମାନଙ୍କର ଏକ ଦିବସୀୟ ପ୍ରକୃତି ପାଠଶାଳା ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରରିପ୍ରେକ୍ଷୀରେ…

ପ୍ରସବ ଯନ୍ତ୍ରଣାରେ ଛଟପଟ ମା’: ଆମ୍ବୁଲାନ୍ସ ରେ ଜନ୍ମ ହେଲା ଛୁଆ, ସୁରକ୍ଷିତ ପ୍ରସବ କରାଇ ପ୍ରଶଂସା ସାଉଁଟିଲେ…

ଦିଗପହଣ୍ଡି,୨୨|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଜନଜାତି ବହୁଳ ଟି. ଗୋବିନ୍ଦପୁର ପଞ୍ଚାୟତ ଗୁହାରିଖୋଲ ଗାଁ ର ଲକ୍ଷ୍ମଣ ଗମାଙ୍ଗଙ୍କ ଗର୍ଭବତୀ ସ୍ତ୍ରୀ  ସସ୍ମିତା…

Iran US Talk in Switzerland:ଆମେରିକା ସହ ନା ହାତ ମିଳାଇଲା ନା ଫଟୋ ଉଠାଇଲା, ଆଲୋଚନା ଟେବୁଲରେ ବି ମତ ପରିବର୍ତ୍ତନ କଲା ନାହିଁ ଇରାନ

ତେହରାନ,୨୨।୬: ସ୍ବିଜରଲ୍ୟାଣ୍ଡରେ ଇରାନ ଏବଂ ଆମେରିକା ମଧ୍ୟରେ ରବିବାର (ଜୁନ ୨୧, ୨୦୨୬)ରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା ଏବଂ ଏଥିରେ ଗୁରୁତ୍ୱପୂର୍ଣ୍ଣ ଉତ୍ତେଜନା ଦେଖାଯାଇଥିଲା।…

ସରିଲା ଛୁଟି, କେଭିରେ ଆରମ୍ଭ ହେଲା +୨ ପାଠପଢ଼ା

ଭଞ୍ଜନଗର,୨୨ା୬(ବାବୁଲା ପ୍ରଧାନ): ଗ୍ରୀଷ୍ମ ଛୁଟି ସରିବା ପରେ ସୋମବାରଠାରୁ ଗଞ୍ଜାମ ଜିଲାର ସମସ୍ତ ବିଦ୍ୟାଳୟ ଖୋଲିଛି। ଛାତ୍ରୀଛାତ୍ର ନିର୍ଦ୍ଧାରିତ ସମୟରେ ବିଦ୍ୟାଳୟକୁ ଆସିଛନ୍ତି। ଅନ୍ୟପଟେ ଚଳିତ ବର୍ଷ…

ପିତୃ ଦିବସରେ ବାପାଙ୍କୁ ବିଳାସପୂର୍ଣ୍ଣ କାର ଉପହାର ଦେଲେ ଏହି କ୍ରିକେଟର, ଦାମ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୨୨।୬: ଭାରତୀୟ ଟିମର ଇଂଲଣ୍ଡ ଗସ୍ତ ୧ ଜୁଲାଇରୁ ଆରମ୍ଭ ହେବାକୁ ଯାଉଛି। ଏହି ଗସ୍ତ ସମୟରେ, ଇଂଲଣ୍ଡ ଏବଂ ଭାରତ ମଧ୍ୟରେ ପାଞ୍ଚଟି ଟି-୨୦ ମ୍ୟାଚ…

ପ୍ଲେୟାର ଅଫ ଦ ମ୍ୟାଚ ବିବେଚିତ ହେବା ପରେ ସମାଲୋଚକମାନଙ୍କୁ କଡ଼ା ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୨।୬: ଶ୍ରୀଲଙ୍କା ଏ’କୁ ପରାସ୍ତ କରିବା ପରେ ‘ପ୍ଲେୟାର ଅଫ ଦି ମ୍ୟାଚ’ ବିବେଚିତ ବୈଭବ ସୂର୍ଯ୍ୟବଂଶୀ କହିଛନ୍ତି ଯେ ସେ ପ୍ରଥମ ୧୦ ଓଭରର ଫାଇଦା…

ଆମେରିକା-ଇରାନ ଶାନ୍ତି ଆଲୋଚନା ମଧ୍ୟରେ କତାର ଗ୍ୟାସ ଟର୍ମିନାଲରେ ବଡ଼ ବିସ୍ଫୋରଣ; ୫୪ ଜଣ ଆହତ, ୧୮ ନିଖୋଜ

ଦୋହା,୨୨।୬: ରବିବାର ରାତିରେ (ଜୁନ ୨୧) କତାରର ରାସ ଲାଫାନରେ ଏକ ପ୍ରମୁଖ ପ୍ରାକୃତିକ ଗ୍ୟାସ ରପ୍ତାନି ଟର୍ମିନାଲରେ ଏକ ବଡ଼ ବିସ୍ଫୋରଣ ଘଟିଥିଲା। ଇରାନ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri