କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ଜଣେ ବୃଦ୍ଧାଙ୍କର ମୃତ୍ୟୁଘଟିଛି। ଏନେଇ ଜିଲା ଅଗ୍ନିଶମ ବିଭାଗ ପକ୍ଷରୁ ଜଣାଯାଇଛି। ମିଳିଥିବା ଜଣାଯାଇଛି ଯେ ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳର ବାସିନ୍ଦା ସାବିତ୍ରୀ ରାଓ (୭୫) ନିଜ ଘର ନିକଟରେ ଥିବା ଏକ କୂଅରୁ ଦଉଡି ବାଲଟିରେ ପାଣି କଢ଼ୁଥିବାବେଳେ ହଠାତ ଅସାବଧାନତରେ କୂଅରେ ପଡ଼ିଯାଇଥିଲେ।

ଏହାକୁ ଦେଖି ସ୍ଥାନୀୟ କିଛି ବ୍ୟକ୍ତି ତୁରନ୍ତ କୋରାପୁଟ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ. କୋରାପୁଟ ଅଗ୍ନିଶମ ବିଭାଗର ହାବିଲଦାର ସନ୍ଦୀପ ସାମନ୍ତରାୟ ଙ୍କ ନେତୃତ୍ୱରେ ବିଭାଗର ବିଜୟ କିଷାନ ତୁରନ୍ତ ଘଟଣା ସ୍ଥଳରେ ପହଂଚି ଏକ ଲୁହା ସିଡ଼ି ଜରିଆରେ କୂଅରେ ଓଲ୍ହାଇ ବୃଦ୍ଧାକୁ ଉଦ୍ଧାର କରିଥିଲେ।

ସେତେବେଳେ ବୃଦ୍ଧା ଜଣଙ୍କର ମୃତ୍ୟୁ ହୋଯାଇଥିଲା। ଏନେଇ କୋରାପୁଟ ଟାଉନ ପୋଲିସକୁ ଖବର ଦେଇ ପୋଲିସ ସହାୟତାରେ ଶବକୁ ବ୍ୟବଛେଦ ପାଇଁ କୋରାପୁଟ ମେଡିକାଲ କଲେଜକୁ ପଠାଇ ଘଟଣା ନେଇ ଏକ ମାମଲା ରୁଜୁ କରି ଘଟଣା ର ତଦନ୍ତ ଚଳାଇ ଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri