ପୋଲିସ ଗୁଳିରେ ୩ ମାଓବାଦୀ ନିହତ

ମାଲକାନଗିରି,୧୨।୧୦(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ତୁଳସୀ ପାହାଡ଼ରେ ପୋଲିସ ଓ ମାଓବାଦୀ ମଧ୍ୟରେ ମଙ୍ଗଳବାର ଗୁଳି ବିନିମୟ ହୋଇଛି। ଏଥିରେ ୩ ଜଣ ମାଓବାଦୀଙ୍କ ମୃତ୍ୟୁ ଘଟିଛି । ତୁଳସୀ ପାହାଡ଼ ଜଙ୍ଗଲରେ ଏକ ମାଓବାଦୀ ଶିବିର ଥିବା ଖବର ପାଇ ଏସ୍‌ଓଜି ଓ ଡିବିଏଫ୍‌ ସୁରକ୍ଷାକର୍ମୀଙ୍କ ପକ୍ଷରୁ ମାଲକାନଗିରି ଏସ୍‌ପି ପ୍ରହ୍ଲାଦ ମିନାଙ୍କ ନେତୃତ୍ୱରେ ସୋମବାର ରାତିରୁ କମ୍ବିଂ ଅପରେଶନ ଚାଲିଥିଲା॥ ମଙ୍ଗଳବାର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏଥିରେ ମାଓବାଦୀ ନେତା ସୁନୀଲ ସହିତ ଅନ୍ୟ କିଛି ମାଓବାଦୀ ଛତ୍ରଭଙ୍ଗ ଦେଇଥିଲେ । ତେବେ ଘଟଣାସ୍ଥଳରୁ ପୋଲିସ ଜଣେ ମହିଳା ମାଓବାଦୀଙ୍କ ମୃତଦେହ ସମେତ ଏକ ବନ୍ଧୁକ, ବିଭିନ୍ନ ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଜୁଆ ଆଡ୍ଡାରେ ଚଢ଼ାଉ: ୫୦ ଜୁଆଡ଼ି ଗିରଫ,୨ ଲକ୍ଷରୁ ଊର୍ଦ୍ଧ୍ୱ ଜବତ

ବ୍ରହ୍ମପୁର ଅଫିସ,୧୪।୧୦: ବ୍ରହ୍ମପୁର ପୋଲିସ ରବିବାର ରାତିରେ ଜିଲାର ବିଭିନ୍ନ ଜୁଆ ଆଡ୍ଡା ଉପରେ ଚଢ଼ାଉକରି ୫୦ ଜୁଆଡ଼ିଙ୍କୁ ଗିରଫ କରିଛି। ଘଟଣାସ୍ଥଳରୁ ୨ଲକ୍ଷ ୧୦ହଜାର...

ଖାକିରେ ଲାଗିଲା ଦାଗ: ମହିଳା ହୋମ୍‌ଗାର୍ଡଙ୍କ ନାମରେ ଯୌନ ଶୋଷଣ ଅଭିଯୋଗ

ନବରଙ୍ଗପୁର,୨୯ା୬(ବି.ପ୍ର.)- ଜଣେ ମହିଳା ହୋମଗାର୍ଡଙ୍କ ନାମରେ ଜଣେ ଯୁବତୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏପରି ଘଟିଛି ନବରଙ୍ଗପୁର ଜିଲା ଉମରକୋଟ ଅଞ୍ଚଳରେ। ଉମରକୋଟ ଥାନା...

ଚପିଯାଉଛି ସିଏମ୍‌ସିର ଦୁର୍ନୀତି

କଟକ ଅଫିସ, ୨୪।୯: କଟକ ମହାନଗର ନିଗମ(ସିଏମ୍‌ସି)ରେ ବହୁ ଦୁର୍ନୀତି ଲୋକଲୋଚନକୁ ଆସିଛି। ସେନେଇ ତଦନ୍ତ ହେବା ସହ ମାମଲା ବି ରୁଜୁ ହୋଇଛି। ହେଲେ...

୩୫ ଦିନ ମଧ୍ୟରେ ଦାବି ପୂରଣ ନ ହେଲେ ଆତ୍ମାହୁତି: ସୁର ରାଉତରାୟ

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ଖୋର୍ଦ୍ଧା ଜିଲା ଜଟଣୀ ନିର୍ବାଚନମଣ୍ଡଳୀ ଅଧୀନରେ ଥିବା ୨୭ଟି ଗାଁର ସ୍ଥିତିବାନ ସମ୍ପତ୍ତିକୁ ପୂର୍ବ ସ୍ଥିତିକୁ ଫେରାଇବା ସହ ଦାରେୁଠଙ୍ଗ ଡମ୍ପିଂୟାର୍ଡକୁ ସ୍ଥାନାନ୍ତର କରିବା...

ଏସ୍‌ଟିଏଫ୍‌ ପଞ୍ଝାରେ ଦୁଇ ଗଞ୍ଜେଇ ବେପାରୀ

ବୁଗୁଡ଼ା,୨୯ା୪(ଡି.ଏନ୍‌.ଏ.): ବୁଗୁଡ଼ାର ଦୁଇ ପୋଖତ ଗଞ୍ଜେଇ ବେପାରୀ ଭାଇ ବନମାଳୀ ପ୍ରଧାନ ଓ ଅରୁଣ ଗୁରୁବାର ମଧ୍ୟରାତିରେ ଏସ୍‌ଟିଏଫ୍‌ ପଞ୍ଝାରେ ପଡ଼ିଛନ୍ତି। ସେମାନଙ୍କଠାରୁ ୧୧୦୦ କି.ଗ୍ରା...

ଦାଣ୍ଡରେ ରୋଷେଇ କଲେ ତପସ୍ବିନୀ

ବ୍ରହ୍ମପୁର ଅଫିସ,୧୯ା୧୨: ନ୍ୟାୟ ଓ ନିଜ ହକ୍‌ ପାଇଁ ବ୍ରହ୍ମପୁର ବ୍ରହ୍ମାନଗରସ୍ଥିତ ଶାଶୁ ଘର ଆଗରେ ବୋହୂ ତପସ୍ବିନୀ ଦାଶଙ୍କ ଧାରଣା ଜାରି ରହିଛି। ତପସ୍ବିନୀ...

୧୫ ଅଙ୍ଗନଓ୍ବାଡି କେନ୍ଦ୍ରକୁ ରୂପାନ୍ତରଣ କଲା ଜେଏସ୍‌ଡବ୍ଲ୍ୟୁ

କୁଜଙ୍ଗ,୨୦ା୫(ଡି.ଏନ୍‌.ଏ.): ଜେଏସ୍‌ଡବ୍ଲ୍ୟୁ ପକ୍ଷରୁ ପ୍ରସ୍ତାବିତ ପ୍ରକଳ୍ପ ଅଞ୍ଚଳ ଢିଙ୍କିଆ, ନୂଆଗାଁ, ଗଡକୁଜଙ୍ଗ ପଞ୍ଚାୟତ ସମେତ ସନ୍ନିକଟ ବାଲିତୁଠ ପଞ୍ଚାୟତର ୧୫ ଅଙ୍ଗନଓ୍ବାଡି କେନ୍ଦ୍ରକୁ ରୂପାନ୍ତରଣ କରାଯାଇଛି।...

କୁଇଣ୍ଟାଲ ପିଛା ୮ କେ.ଜି. କଟ୍‌ନୀ

ବଇଣ୍ଡା, ୩୦ା୧(ଡି.ଏନ୍‌.ଏ.)  କିଶୋରନଗର ବ୍ଲକ ବଇଣ୍ଡାସ୍ଥିତ ଲୁହାମୁଣ୍ଡା ସେବା ସମବାୟ ସମିତିରେ ଶନିବାର କୁଇଣ୍ଟାଲ ପିଛା ୮କେ.ଜି. ଧାନ କଟ୍‌ନୀକୁ ନେଇ ଚାଷୀ ଅସେନ୍ତାଷ ଦେଖାଦେଇଛି।...

Advertisement
Archives

Model This Week