ଅଲିଭ ରିଡ୍‌ଲେ କଇଁଛଙ୍କ ୫ ଲକ୍ଷ ୫୫ ହଜାର ୬୩୮ ଅଣ୍ଡା ଠାବ

ପାରାଦୀପ,୨୨।୨(ଶରତ ରାଉତ):ଓଡ଼ିଶା ଉପକୂଳ ଋ଼ଷିକୁଲ୍ୟା, ଦେବୀ ନଦୀ ମୁହାଣଠାରୁ ଅସ୍ତରଙ୍ଗ ପର୍ଯ୍ୟନ୍ତ ଅଞ୍ଚଳରେ ଅଲିଭ ରିଡ୍‌ଲେ କଇଁଛ ସମୁଦାୟ ୫ଲକ୍ଷ ୫୫ହଜାର ୬୩୮ଟି ଅଣ୍ଡା ଦେଇଛନ୍ତି। କୋଷ୍ଟଗାର୍ଡ, ବନ ବିଭାଗ ଓ ମତ୍ସ୍ୟ ବିଭାଗର ଯୁଗ୍ମ ସର୍ଭେ ରିପୋର୍ଟ ଅନୁସାରେ ଶୁକ୍ରବାର ଏହି ସୂଚନା ଦିଆଯାଇଛି। ଋ଼ଷିକୁଲ୍ୟା ମୁହାଣର ୬୧୨୬ କଇଁଛଙ୍କ ଅଣ୍ଡାଦାନ ବସାରେ ୫,୫୧ ହଜାର ୨୩୮ ଅଣ୍ଡା ଥିଲାବେଳେ ଦେବୀନଦୀ ମୁହାଣର ୬୦ ବସାରେ ୫୪୦୦ ଅଣ୍ଡା ରହିଛି। କଇଁଛଙ୍କ ସୁରକ୍ଷା ନିରାପତ୍ତା ପାଇଁ କୋଷ୍ଟଗାର୍ଡ ପକ୍ଷରୁ ୨୯ଟି ପାଟ୍ରୋଲିଂ ଜାହାଜ ଜରିଆରେ ୧୩୮ଦିନ ଯାଞ୍ଚ କରାଯାଇଛି। ଏହି ସମୟ ମଧ୍ୟରେ ୧୫୦ ମାଛଧରା ବୋଟ୍‌ ସର୍ବେକ୍ଷଣ କରାଯାଇଥିଲା। ୧୯୯୧ରୁ ଏପରି କଟକଣା ଲାଗୁ ହୋଇଛି। ତଟରକ୍ଷକ ବନ୍ୟପ୍ରାଣୀ ସୁରକ୍ଷା ଅଧିନିୟମ ୧୯୭୨ ଅନୁସାରେ ଏହି ବିରଳ କଇଁଛଙ୍କ ସୁରକ୍ଷା ପାଇଁ କୋଷ୍ଟଗାର୍ଡ ପକ୍ଷରୁ ପଦକ୍ଷେପ ନିଆଯାଇଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିମ ଇଣ୍ଡିଆକୁ ଫେରିବା ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଦେବାକୁ ପଡ଼ିବ ‘ଅଗ୍ନୀ ପରୀକ୍ଷା’, ଅଧିନାୟକ ଶୁବମନ ଗିଲ କହିଲେ…

ନୂଆଦିଲ୍ଲୀ,୩।୧୧: ୨୦୨୭ ଦିନିକିଆ ବିଶ୍ୱକପ ପାଖେଇ ଆସୁଥିବା ବେଳେ, ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫିଟନେସ ଭାରତୀୟ ଦଳ ପାଇଁ ଚିନ୍ତାର ବିଷୟ ପାଲଟିଛି। ଭାରତୀୟ ଅଧିନାୟକ ଶୁବମନ ଗିଲ…

କିଏ ଖେଳିବେ, କିଏ ପଡ଼ିବେ ବାଦ୍‌? ନ୍ୟୁଜିଲାଣ୍ଡ ବିପକ୍ଷରେ ଏମିତି ହେବ ଭାରତର ପ୍ଲେଇଂ ୧୧! ଗିଲ୍‌ ଦେଲେ ବଡ଼ ସଙ୍କେତ

ନୂଆଦିଲ୍ଲୀ, ୩।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ଅକଲାଣ୍ଡର ଇଡେନ ପାର୍କରେ ଖେଳାଯିବ। ଏହି ମ୍ୟାଚ ପୂର୍ବରୁ ଭାରତୀୟ ଦଳର ଅଧିନାୟକ ଶୁଭମନ…

ଭାରତୀୟ ପତାକା ଥିବା ଜାହାଜ ଉପରେ ଆକ୍ରମଣ; ଜଣେ ବ୍ୟକ୍ତି ନିହତ; ଜାହାଜରେ ଥିଲେ ୧୪ କର୍ମଚାରୀ

ମସକଟ,୩।୧୧: ସୋମବାର ଓମାନ ଉପକୂଳ ନିକଟରେ ଭାରତୀୟ ପତାକା ବହନ କରୁଥିବା ଏକ ମାଲବାହୀ ଜାହାଜ ଉପରେ ଏକ ଅଜ୍ଞାତ ଆକାଶୀୟ ବସ୍ତୁ ଦ୍ୱାରା ଆକ୍ରମଣ କରାଯାଇଥିଲା।…

ଶ୍ରେୟସଙ୍କ ଗୋଟିଏ ପୋଷ୍ଟରେ ସୋସିଆଲ ମିଡିଆରେ ହଇଚଇ: ଦିନିକିଆ ସିରିଜ ପୂର୍ବରୁ ଭାଇରାଲ ହେଲା…ପ୍ରଶଂସକ ଚକିତ!

ନୂଆଦିଲ୍ଲୀ, ୩।୧୧: ନିକଟରେ ନ୍ୟୁଜିଲାଣ୍ଡ ବିପକ୍ଷରେ ୩-୨ରେ ସିରିଜ ବିଜୟ ହାସଲ କରିବା ପରେ ଭାରତୀୟ ଅଧିନାୟକ ଶ୍ରେୟସ ଆୟର ସୋସିଆଲ ମିଡିଆରେ ପ୍ରଶଂସକଙ୍କ ପାଇଁ ଏକ…

ପ୍ରଶାସନର ବିଚିତ୍ର ନୀତି! ଅଟୋ ଚାଳକଙ୍କୁ ହେଲମେଟ ଫାଇନ୍‌

ଗଞ୍ଜାମ, ୩।୧୧ (ବିଦ୍ୟାଧର ସାହୁ) ପ୍ରଶାସନର ବିଚିତ୍ର ନୀତିକୁ ନେଇ ଏବେ ଚର୍ଚ୍ଚା। ବାଇକ ଚାଳକଙ୍କ ବଦଳରେ ଜଣେ ଅଟୋ ଚାଳକଙ୍କ ମୋବାଇଲକୁ ଆସିଛି ହେଲମେଟ ନ…

ଦୀପାବଳି ପୂର୍ବରୁ ବଜାରରେ ମିଳିବନି ୧୦, ୨୦, ୫୦ ଟଙ୍କିଆ ନୋଟ୍‌? ଆରବିଆଇ କ’ଣ ସୂଚନା ଦେଲା ପଢନ୍ତୁ…

ନୂଆଦିଲ୍ଲୀ, ୩।୧୧: ଦୀପାବଳିକୁ ଆଉ ଅଳ୍ପ ଦିନ ବାକି ଥିବା ବେଳେ ଏକ ଖବର ଲୋକଙ୍କ ଚିନ୍ତା ବଢ଼ାଇ ଦେଇଛି। ବିଶେଷକରି ବ୍ୟବସାୟୀମାନେ ଏହି ଖବରକୁ ନେଇ…

ତିନୋଟି ଇନିଂସର ନିରାଶାର ରାଗକୁ ନେଇ ଏମିତି କଲେ ଏହି କ୍ରିକେଟର, ଶତକ ହାସଲ କରି ଫର୍ମକୁ ଫେରିଲେ…

ନୂଆଦିଲ୍ଲୀ,୩।୧୧: ଭାରତୀୟ ଓପନିଂ ବ୍ୟାଟର ଯଶସ୍ବୀ ଜୈସୱାଲ ‘ନ୍ୟୁଜିଲ୍ୟାଣ୍ଡ ଏ’ (New Zealand A) ବିପକ୍ଷରେ ବ୍ୟାଟିଂ କରିବା ସମୟରେ ଭଲ ପ୍ରଦର୍ଶନ କରିବା ପାଇଁ ସଂଘର୍ଷ…

ନବୀନଙ୍କ ନିଖୋଜ ପୋଷ୍ଟରକୁ ନେଇ ଚର୍ଚ୍ଚା: ଥାନାରେ ଅଭିଯୋଗ କଲା ବିଜେଡି

ହିଞ୍ଜିଳିକାଟୁ,୩।୧୧(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ବସ ଟର୍ମିନାଲ ପରିସରରେ ହିଞ୍ଜିଳି ବିଧାୟକ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ନିଖୋଜ ସମ୍ପର୍କିତ ପୋଷ୍ଟର ଲାଗିବାକୁ ନେଇ ରାଜନୈତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?