ଆର୍ଯ୍ୟପଲୀ ବେଳାଭୂମିରେ ପଡ଼ିଛି ଅଲିଭ୍‌ରିଡ୍‌ଲେଙ୍କ ମୃତଦେହ

ଛତ୍ରପୁର,୨୮ା୨(ଦିଲ୍ଲୀପ ସାମଲ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ସାମୁଦ୍ରିକ ଥାନା ନିକଟ ବେଳାଭୂମିରେ କେତେକ ମୃତ ଅଲିଭ୍‌ରିଡ୍‌ଲେ କଇଁଛ ପଡ଼ିଥିବାର ଦେଖିବାକୁ ମିଳିଛି। ଏନେଇ କିଛି ଅଞ୍ଚଳବାସୀ ସେଠାକୁ ଯାଇ ଦେଖିଥିବା ସୂଚନା ମିଳିଛି। ଅଲିଭ୍‌ରିଡ୍‌ଲେ କଇଁଛର ସୁରକ୍ଷା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏଣୁ ବିଭାଗ ପକ୍ଷରୁ ଏଥିପ୍ରତି ଯତ୍ନ ନେବା ନିମନ୍ତେ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଓସିଏସ୍‌ଙ୍କୁ ସମ୍ମାନିତ କଲେ ଜିଲାପାଳ, କହିଲେ ସମସ୍ତ ପ୍ରକାରର ଲୋକଙ୍କୁ କିପରି…

କେସିଙ୍ଗା,୧୫ା୬(ତୁମେଶ୍ୱର ସାହୁ): ଓଡ଼ିଶା ପ୍ରଶାସନିକ ସେବାର ଫଳାଫଳ ପ୍ରକାଶିତ ପରେ ଉତ୍ତୀର୍ଣ୍ଣ ହୋଇଥିବା କଳାହାଣ୍ଡି ଜିଲାର କେସିଙ୍ଗା ସହରର ଚତୁର୍ଥ ସ୍ଥାନରେ ଥିବା କନକ ଜୈନ ଏବଂ…

ମୋଦିଙ୍କ ସହ ସେଲ୍‌ଫି ନେଲେ ଫ୍ରାନ୍ସ ରାଷ୍ଟ୍ରପତି: ଫଟୋ ଶେୟାର କରି ଲେଖିଲେ…

ନାଇସ୍‌,୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଇସ୍‌ ଗସ୍ତ ସମୟରେ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକରଁଙ୍କୁ ଭେଟି ଆନନ୍ଦ ପ୍ରକାଶ କରିଥିଲେ। ଦୁଇ ନେତା ‘ଇଣ୍ଡିଆ ଇନୋଭେଟ୍ସ ୨୦୨୬’…

ଘରକୁ ଧକ୍କାଦେଲା ସ୍କର୍ପିଓ, ଦୁର୍ଘଟଣାରେ ଚାଲିଗଲା ଚାଳକଙ୍କ ଜୀବନ

ପାଟଣା,୧୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡ଼ା ୨୨୦ ନମ୍ବର ଜାତୀୟ ରାଜପଥର ବଡ଼ବିଲ ନିକଟର ସୋମବାର ଭୋର୍‌ରୁ ଏକ ସ୍କର୍ପିଓ ଭାରସାମ୍ୟ ହରାଇ ଏକ ଘରକୁ…

ମଣ୍ଡିରୁ ଉଠୁନି ଧାନ, ରାସ୍ତା ଅବରୋଧ କଲେ ଚାଷୀ

ଭବାନୀପାଟଣା,୧୫ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ରବି ଧାନକିଣା ଅଚଳାବସ୍ଥା ଜାରି ରହିଛି। ଯାହାକୁ ନେଇ ଜିଲାର ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖିବାକୁ ମିଳିଛି। ଜୁନାଗଡ଼…

ଥାନା ଭିତରେ ଝିଅଙ୍କୁ ଛୁରିଭୁସି ହତ୍ୟାକଲେ ବାପା: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଲକ୍ଷ୍ନୌ,୧୫ା୬:ଉତ୍ତରପ୍ରଦେଶର ବାନ୍ଦା ଜିଲା ଅନ୍ତର୍ଗତ ବଦୌସା ଥାନା ଭିତରେ ଶୁକ୍ରବାର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ତାଙ୍କ ବାପା ଛୁରିଭୁସି ହତ୍ୟା କରିଛନ୍ତି। ବାନ୍ଦା ଏସ୍‌ପି ପଳାଶ…

ଏଇ ଭାରତରେ

ସବୁଜ ଶକ୍ତି ଜୀବନର ଆଧାର ବୋଲି ଉପଲବ୍ଧି କରିଛନ୍ତି ବ୍ୟାଙ୍କର ରାଜଶ୍ରୀ ନାମ୍ବିୟାର। ସେ ଇକୋଫାଇ ଷ୍ଟାର୍ଟଅପ୍‌ର ସହପ୍ରତିଷ୍ଠାତା ଭାବେ ଦୁଇ କିମ୍ବା ତିନି ଚକିଆ ବିଦ୍ୟୁତ୍‌ଚାଳିତ…

ତଥ୍ୟର କୋଳାହଳରେ କାହାଣୀ

ଜିର ସମୟକୁ ଯଦି ‘ଡାଟା’ ବା ‘ତଥ୍ୟ’ର ଯୁଗ ବୋଲି କୁହାଯାଏ, ତାହା ଭୁଲ ହେବ ନାହିଁ। ପ୍ରତି ମୁହୂର୍ତ୍ତରେ ଯେତେ ତଥ୍ୟ ସୃଷ୍ଟି ହେଉଛି, ସବୁକୁ…

ଉତ୍ତରଦାୟିତ୍ୱକୁ ଉପେକ୍ଷା

ସବୁଠି ଆଲୋଚନା ହେଉଛି ମଣିଷ ନିକଟରେ ନୈତିକ ମୂଲ୍ୟବୋଧ ଆଉ ଦେଖିବାକୁ ମିଳୁନାହିଁ। କିନ୍ତୁ ବିଚିତ୍ର କଥା ହେଉଛି ନୈତିକତା ସପକ୍ଷରେ ସଭିଏଁ କହୁଛନ୍ତିି, କେହି ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri