Posted inଖେଳ

ଓଲି ରବିନସନଙ୍କ ଡାକରା

ସାଉଥାମ୍ପଟନ, ୯ା୮ (ପି.ଟି.)- ଅଗଷ୍ଟ ୧୩ରୁ ଏଜାସବାଓଲଠାରେ ହେବାକୁଥିବା ପାକିସ୍ତାନ ବିପକ୍ଷ ଦ୍ୱିତୀୟ କ୍ରିକେଟ ଟେଷ୍ଟ ମ୍ୟାଚ ପାଇଁ ଇଂଲଣ୍ଡର ରୁଦ୍ଧଦ୍ୱାର ଟ୍ରେନିଂ କ୍ୟାମ୍ପରେ ଯୋଗଦେବା ଲାଗି ଉଦୀୟମାନ ପେସ୍‌ ବୋଲର ଓଲି ରବିନସନଙ୍କୁ କୁହାଯାଇଛି। ଏହି ଖେଳାଳି ଆସନ୍ତା ବବ୍‌ ଓ୍ବିଲ୍ସ ଟ୍ରଫି ଲାଗି ସସେକ୍ସ ଦଳ ତରଫରୁ ଖେଳିବାକୁ ମନୋନୀତ ହୋଇଛନ୍ତି। ୨୬ ବର୍ଷୀୟ ଏହି କ୍ରିକେଟର ୫୭ ପ୍ରଥମଶ୍ରେଣୀ ମ୍ୟାଚ ଖେଳି ୨୪୪ ଉଇକେଟ ଅକ୍ତିଆର କରିଛନ୍ତି। ସେ ଅତୀତରେ ମଧ୍ୟ ଇଂଲଣ୍ଡ ଟେଷ୍ଟ ଦଳର ସଦସ୍ୟ ହୋଇଛନ୍ତି। କିନ୍ତୁ ଥରେ ହେଲେ ଜାତୀୟ ଦଳରୁ ଖେଳିବା ଲାଗି ସୁଯୋଗ ପାଇ ନାହାନ୍ତି। ସିମର ରବିନସନ ବର୍ତ୍ତମାନ କେଣ୍ଟ ବିପକ୍ଷ ବବ୍‌ ଓ୍ବିଲ୍ସ ଟ୍ରଫି ମ୍ୟାଚ ପାଇଁ ସସେକ୍ସ ଦଳରୁ ଓହରିଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହଠାତ୍‌ ଭାବପ୍ରବଣ ହେଲେ ସୂର୍ଯ୍ୟକୁମାର: ଲେଖୁ ଲେଖୁ ଲେଖିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୯।୬: ଭାରତୀୟ ଦଳ ନିକଟରେ ଆୟର୍ଲାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ହାରିଛି। ନୂତନ ଟି-୨୦ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଏହା କୌଣସି…

ଭାରତ ବିପକ୍ଷରେ ଐତିହାସିକ ବିଜୟ ପରେ ଆୟର୍ଲାଣ୍ଡକୁ ଲାଗିଲା ଶକ୍ତ ଝଟ୍‌କା

ନୂଆଦିଲ୍ଲୀ,୨୯।୬: ଭାରତ ବିପକ୍ଷରେ ଦ୍ୱିତୀୟ ଟି-୨୦ ଜିତି ଆୟର୍ଲାଣ୍ଡ ସିରିଜ କବ୍ଜା କରିଥିଲା। ପ୍ରଥମ ଥର ପାଇଁ ଆୟର୍ଲାଣ୍ଡ କୌଣସି ଫର୍ମାଟରେ ଟିମ ଇଣ୍ଡିଆ ବିପକ୍ଷରେ ସିରିଜ…

ଟିମ ଇଣ୍ଡିଆ ଆୟରଲ୍ୟାଣ୍ଡ ବିପକ୍ଷରେ ସିରିଜ ହାରିବାର ଅସଲ କାରଣ କହିଲେ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୯।୬: ଭାରତୀୟ ଦଳ ଆୟରଲ୍ୟାଣ୍ଡ ଗସ୍ତରେ ନିରାଶାର ସମ୍ମୁଖୀନ ହୋଇଥିଲା, ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ଏକ ବଡ଼ ପରାଜୟ ବରଣ କରିଥିଲା। ବେଲଫାଷ୍ଟରେ ପ୍ରଥମ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଡ଼ ବୟାନ ଦେଲେ ସୁନୀଲ ଗାଭାସ୍କର, ଗମ୍ଭୀରଙ୍କୁ କଲେ କଡ଼ା ସମାଲୋଚନା

ନୂଆଦିଲ୍ଲୀ,୨୯।୬: ଭାରତୀୟ କ୍ରିକେଟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ଏକ ବଡ଼ ପରାଜୟ ବରଣ କରିଛି। ଏହା ପ୍ରଥମ ଥର ପାଇଁ…

ସିରିଜ୍ ହାରିବା ପରେ ଗୌତମ ଗମ୍ଭୀରଙ୍କୁ ଟ୍ରୋଲ୍ କଲା ଆଇସଲାଣ୍ଡ କ୍ରିକେଟ୍,ଭାଇରାଲ ହେଉଛି ପୋଷ୍ଟ

ନୂଆଦିଲ୍ଲୀ,୨୯।୬: ଭାରତ ବିପକ୍ଷରେ ଆୟର୍ଲାଣ୍ଡ କ୍ଲିନ ସୁଇପ କରିଛି । ଅନ୍ତିମ ଅନ୍ତର୍ଜାତୀୟ ଟି ୨୦ କ୍ରିକେଟ ମ୍ୟାଚରେ ଆୟର୍ଲାଣ୍ଡ ଏକ ରନରେ ଭାରତକୁ ପରାଜୟ କରିଛି…

ବିଶ୍ବ ଚାମ୍ପିୟନ ଭାରତକୁ ଧରାଶାୟୀ କଲା ଆୟାର୍ଲାଣ୍ଡ

ବେଲ୍‌ଫାଷ୍ଟ, ୨୮ା୬: ଆୟର୍ଲାଣ୍ଡ ବିପକ୍ଷରେ ଭାରତର ଶକ୍ତିଶାଳୀ ବ୍ୟାଟିଂ ଲାଇନ୍‌ ଅପ୍‌ ପୁଣି ବିଫଳ ହୋଇଛି। ସ୍ଥାନୀୟ ସିଭିଲ ସର୍ଭିସ କ୍ରିକେଟ କ୍ଲବଠାରେ ରବିବାର ଖେଳାଯାଇଥିବା ଦ୍ୱିତୀୟ…

ଟି୨୦ ବିଶ୍ୱକପରେ ଭାରତର ଅଭିଯାନ ଶେଷ

ଲଣ୍ଡନ, ୨୮।୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପର ଗ୍ରୁପ୍‌ ପର୍ଯ୍ୟାୟରୁ ଭାରତ ଅଭିଯାନ ଶେଷ ହୋଇଛି। ରବିବାର ଅନୁଷ୍ଠିତ ଅନ୍ତିମ ଲିଗ୍‌ ମ୍ୟାଚରେ ଭାରତକୁ ଅଷ୍ଟ୍ରେଲିଆ…

ଅଚାନକ ଅବସର ନେଲେ ଇଂଲଣ୍ଡ ଅଧିନାୟକ ବେନ୍‌ ଷ୍ଟୋକ୍ସ

ୱେଲିଂଟନ,୨୮।୬: ନ୍ୟୁଜିଲାଣ୍ଡ ବିପକ୍ଷରେ ଚାଲିଥିବା ତୃତୀୟ ଟେଷ୍ଟରେ କ୍ରିକେଟକୁ ବିଦାୟ ଦେଇ ଅଲ୍‌ରାଉଣ୍ଡର ତଥା ଇଂଲଣ୍ଡ ଟେଷ୍ଟ ଅଧିନାୟକ ବେନ୍‌ ଷ୍ଟୋକ୍ସ ଆଶ୍ଚର୍ଯ୍ୟଜନକ ଭାବେ ଅବସର ନେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri