ବିଜେଡିରେ ସାମିଲ ହେଲେ ବର୍ଷା ପ୍ରିୟଦର୍ଶିନୀ

ଭୁବନେଶ୍ୱର,୧୮।୪: ଓଲିଉଡ୍‌ ଅଭିନେତ୍ରୀ ବର୍ଷା ପ୍ର୍ରିୟଦର୍ଶିନୀ ଗୁରୁବାର ବିଜେଡିରେ ସାମିଲ ହୋଇଛନ୍ତି। ଶଙ୍ଖ ଭବନରେ ଅନୁଷ୍ଠିତ ବିଜେଡିର ଏକ ମିଶ୍ରଣ ପର୍ବରେ ସେ ଦଳରେ ଯୋଗ ଦେଇଛନ୍ତି। ଏହି ସମୟରେ ବିଜେଡି ଏମ୍‌ପି ସସ୍ମିତ ପାତ୍ର ଏବଂ ମୁଖପାତ୍ର ପ୍ରିୟବ୍ରତ ମାଝି ଉପସ୍ଥିତ ଥିଲେ। ବିଜେଡିରେ ଯୋଗ ଦେବା ପରେ ବର୍ଷା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଛନ୍ତି। ଏହାସହ ମୁଖ୍ୟମନ୍ତ୍ରୀ ଜଣେ ଅପ୍ରତିଦ୍ୱନ୍ଦ୍ୱୀ ନେତା ବୋଲି ସେ କହିଛନ୍ତି। ସେ ବିଜେଡିର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ମଧ୍ୟ ଧନ୍ୟବାଦ ଜଣାଇନ୍ତି।
ଗତ ନିର୍ବାଚନରେ ବର୍ଷା ବିଜେଡିର ଷ୍ଟାର କ୍ୟାମ୍ପନର୍‌ ଥିଲେ। ଯଦିଓ ସେ ଦଳରେ ଯୋଗ ଦେଇ ନ ଥିଲେ କିନ୍ତୁ ସେ ମୁଖମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜଣେ ବଡ ସମର୍ଥକ ଭାବେ ଜଣାଶୁଣା। ନିକଟରେ ବର୍ଷାଙ୍କ ପୂର୍ବତନ ସ୍ବାମୀ ଅନୁଭବ ମହାନ୍ତି ବିଜେଡି ଛାଡି ଭାଜପାରେ ଯୋଗ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁଲଦୀପଙ୍କ ଦ୍ୱିତୀୟ ଇନିଂସ: ପିଲାଦିନର ବନ୍ଧୁ ବଂଶିକାଙ୍କ ସହ ବିବାହ ସମ୍ପନ୍ନ, ଧୁମ୍‌ ନାଚିଲେ…

ମସୁରୀ, ୧୪।୩: ଟିମ୍‌ ଇଣ୍ଡିଆର ଷ୍ଟାର୍‌ ସ୍ପିନର୍‌ କୁଲଦୀପ ଯାଦବଙ୍କ ପାଇଁ ମାର୍ଚ୍ଚ ୨୦୨୬ ସାରା ଜୀବନ ପାଇଁ ସ୍ମରଣୀୟ ହୋଇ ରହିବ। ଗତ ରବିବାର (୯…

ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟ୍‌କା! ଲିଗ୍‌ ଆରମ୍ଭର ୧୪ ଦିନ ପୂର୍ବରୁ ଦଳ ଛାଡ଼ିଲେ…

ନୂଆଦିଲ୍ଲୀ, ୧୪।୩: ଆଇପିଏଲ ୨୦୨୬ ପାଇଁ ସମସ୍ତ ଦଳ ନିଜର ପ୍ରସ୍ତୁତି ଜୋରଦାର କରିଛନ୍ତି। କେଉଁଠି ନୂଆ ଜର୍ସି ଲଞ୍ଚ ହେଉଛି ତ କେଉଁଠି ଖେଳାଳିମାନେ ଅଭ୍ୟାସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏବେ ଏମାନଙ୍କୁ ମିଳିବ ନାହିଁ LPG ସିଲିଣ୍ଡର, ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ, ୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ଦେଶରେ ଗ୍ୟାସ ଯୋଗାଣକୁ ନେଇ ସାଧାରଣ ଜନତାଙ୍କ ମଧ୍ୟରେ ଚିନ୍ତା ବଢ଼ିବାରେ…

ଭେଟିବାକୁ ଆସିଲେନି ପ୍ରେମିକ, ବୈତରଣୀ ପୋଲ ଉପରୁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ପୋଲିସ ପହଞ୍ଚି…

ପାଟଣା, ୧୪।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ନିକଟସ୍ଥ ବୈତରଣୀ ନଦୀ ପୋଲ ଉପରେ ଶନିବାର ଏକ ଚକିତ କଲାଭଳି ଘଟଣା…

ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଲେ ମାଓବାଦୀ ନେତ୍ରୀ ରାଣୀତା

ମାଲକାନଗିରି,୧୪ା୩(ସୁଚିତ୍ରା ଦାସ): ମାର୍ଚ୍ଚ ୩୧ ସୁଦ୍ଧା ମାଓବାଦୀ କାର୍ଯ୍ୟକଳାପରୁ ନିବୃତ୍ତ ହୋଇ ମୁଖ୍ୟସ୍ରୋତରେ ସାମିଲହେବାକୁ ସରକାର ମାଓବାଦୀମାନଙ୍କୁ ଆହ୍ବାନ ଦେଇଥିଲେ। ଏହି ସମୟସୀମା ମଧ୍ୟରେ ଆତ୍ମସମର୍ପଣ କରୁଥିବା…

IPL ଆରମ୍ଭ ପୂର୍ବରୁ ମହାଲଢ଼େଇ! RCBର କଟା ଘା’ରେ ଚୂନ ମାରିଲା KKR, କାବା ହେଲେ… 

ନୂଆଦିଲ୍ଲୀ,୧୪।୩: ଆଇପିଏଲ ୨୦୨୬ ସିଜନ ଆରମ୍ଭ ହେବାକୁ ମାତ୍ର ଦିନ କେଇଟା ବାକି। ନିକଟରେ ଟି-୨୦ ବିଶ୍ୱକପ ଶେଷ ହେବା ପରେ ଏବେ ପ୍ରଶଂସକ ଏହି ଟୁର୍ନାମେଣ୍ଟକୁ…

ମେଡିକାଲ ସିସିଟିଭି ଫୁଟେଜ୍‌ରେ ପୂରା ଘଟଣା : ଦିବ୍ୟାଙ୍ଗଙ୍କୁ ମାଡ ମାରିଥିବା ଡାକ୍ତରଙ୍କ ବିରୋଧରେ ମାମଲା: ରୁଜୁ 

ଭଞ୍ଜନଗର,୧୪।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ମେଡିକାଲକୁ ସାସ୍ଥ୍ୟ ପରୀକ୍ଷା କରିବାକୁ ଶୁକ୍ରବାର ଯାଇଥିବା ଜଣେ ଦିବ୍ୟାଙ୍ଗ ମହିଳାଙ୍କୁ ଜଣେ ମହିଳା ଡାକ୍ତର ଆକ୍ରମଣ କରିଥିଲେ। ଏନେଇ…

ବରିଷ୍ଠ IPS ସୌମେନ୍ଦ୍ର ପ୍ରିୟଦର୍ଶୀ ରଥଯାତ୍ରା ଦାୟିତ୍ୱ

ଭୁବନେଶ୍ୱର,୧୪।୩: ବରିଷ୍ଠ IPS ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଆସନ୍ତା ରଥଯାତ୍ରା ଦାୟିତ୍ୱ ଦିଆଯାଇଛି। ଶୃଙ୍ଖଳିତ ରଥଯାତ୍ରା ପାଇଁ ପୋଲିସ ମୁଖ୍ୟାଳୟ ସୂତ୍ରରୁ ଦାୟିତ୍ୱ ପ୍ରଦାନ କରାଯାଇଛି। ଆଇନଶୃଙ୍ଖଳା, ଟ୍ରାଫିକ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri