ୟୁକ୍ରେନ୍‌ବାସୀଙ୍କୁ ନୂଆ ଶିଖାଳି ବୋଲି ଭାବନ୍ତୁ ନାହିଁ: ଜେଲେନ୍‌ସ୍କି

କ୍ୱିଭ,୩୧ ।୩: ରୁଷିଆ- ୟୁକ୍ରେନ୍ ଯୁଦ୍ଧ ୩୫ ଦିନରେ ବି ଜାରି ରହିଛି । କେହି ପଛକୁ ହଟିବାକୁ ରାଜି ନୁହେଁ । ଏପଟେ ଯୁଦ୍ଧର ବିଭିଷିକା ମଧ୍ୟରେ ପ୍ରାୟ ୪୦.୧ ଲକ୍ଷ ୟୁକ୍ରେନବାସୀ ଦେଶ ଛାଡି ପଳାୟନ କରିଛନ୍ତି । ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ୟୁରୋପରେ ଏହାସବୁଠାରୁ ବଡ ଶରଣାର୍ଥୀ ସଙ୍କଟ ବୋଲି କୁହାଯାଉଛି ।
ତୁର୍କି ବାର୍ତ୍ତା ପରେ ଦୁଇ ଦେଶ ଯୁଦ୍ଧ ବିରାମ ଘୋଷଣା କରିପାରନ୍ତି ବୋଲି କୁହାଯାଉଥିଲା । ଆହୁରି ମଧ୍ୟ ରୁଷିଆ ସେନା ସଂଖ୍ୟା କମ୍ କରିଦେଇପାରେ ବୋଲି କୁହାଯାଉଛି । ହେଲେ ଏହା ଉପରେ ଆମେରିକା ଓ ୟୁକ୍ରେନ୍ ରାଷ୍ଟ୍ରପତି ସନ୍ଦେହ ପ୍ରକଟ କରିଛନ୍ତି । ୟୁକ୍ରେନ୍ ରାଷ୍ଟ୍ରପତି ଭେଲୋଡେମିର ଜେଲେନ୍‌ସ୍କି କହିଛନ୍ତି ରୁଷିଆ ଘୋଷଣା ଉପରେ ଭରସା କରାଯାଇ ନ ପାରେ । କାରଣ ଏବେବି କ୍ୱିଭ-ଚେର୍ନିହିବରେ ରୁଷିଆ ସେନାଙ୍କ ସହ ଲଢୁଛନ୍ତି ୟୁକ୍ରେନ ସେନା ।
ଏହାରି ଭିତରେ ଜେେଏନସ୍କି କହିଛନ୍ତି ୟୁକ୍ରେନ୍‌ବାସୀଙ୍କୁ ନୂଆ ଶିଖାଳିବୋଲି ଭାବନ୍ତୁ ନାହିଁ । ଯୁଦ୍ଧର ୩୪ ଦିନ ଓ ଦୋନବାସରେ ଗତ ୮ ବର୍ଷ ତଳେ ହୋଇଥିବା ଯୁଦ୍ଧରୁ ୟୁକ୍ରେନବାସୀ ଖୁବ୍ ଶିଖିଛନ୍ତି । କେବଳ ଗୋଟିଏ କଥା ଉପରେ ଭରସା କରାଯାଇପାରେ ତାହା ହେଉଛି ଭରସାଯୋଗ୍ୟ ଫଳଫଳ ।


Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚ-ସମିତିସଭ୍ୟଙ୍କ ତୁ ତୁ ମେ ମେ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ

ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): ରାସ୍ତା କାମ କରିବା ପାଇଁ ଜନପ୍ରତିନିଧି ସରପଞ୍ଚ ଓ ସମିତିସଭ୍ୟଙ୍କ ଭିତରେ ତୁ ତୁ ମେ ମେ ଯୋଗୁ ଦେଢ଼ମାସ ହେଲା ରାସ୍ତା କାମ…

CJP Protest Update: ପିଏମ୍‌ ମୋଦିଙ୍କୁ କଂଗ୍ରେସ ଲେଖିଲା ଏଭଳି ଚିଠି, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୩।୭: ଲୋକ ସଭା ଏବଂ ରାଜ୍ୟ ସଭାରେ ଗୁରୁବାର ବିରୋଧୀ ଦଳଗୁଡ଼ିକ ନିଟ୍‌ (NEET) ପ୍ରଶ୍ନପତ୍ର ଲିକ୍‌ ମାମଲାରେ ଆଲୋଚନା ଆରମ୍ଭ କରିବା ପୂର୍ବରୁ କେନ୍ଦ୍ର ଶିକ୍ଷା…

ସ୍ବାମୀଙ୍କୁ ଛାଡ଼ି ଦ୍ୱିତୀୟ ବିବାହ କରିଥିଲେ ଅର୍ଚ୍ଚନା: ୪୫ ଦିନ ପରେ ସ୍ବାମୀଙ୍କୁ କଲେ ହତ୍ୟା, କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଭୋପାଳ,୨୩।୭: ମଧ୍ୟପ୍ରଦେଶର ପାନ୍ନା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ୪୫ ଦିନ ପରେ ଜଣେ ମହିଳା ତାଙ୍କ ପୂର୍ବତନ ସ୍ବାମୀଙ୍କ ସହିତ…

ଅଧିନାୟକ ଆୟରଙ୍କ ବଡ଼ ବୟାନ: ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୩।୭: ଭାରତୀୟ ଦଳ ବର୍ତ୍ତମାନ ଟି-୨୦ ଫର୍ମାଟରେ ଏକ ପରିବର୍ତ୍ତନଶୀଳ ପର୍ଯ୍ୟାୟ ଦେଇ ଗତି କରୁଛି ଏବଂ ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଆରମ୍ଭ ଆଶା…

ଜୀବନକାଳ ଭିତରେ ସୁନ୍ଦରୀ ଗ୍ରହଣ କରି ନ ଥିଲେ ସରକାରଙ୍କ ଭତ୍ତା ଟଙ୍କା, ଦେହାନ୍ତ ପରେ ଅଞ୍ଚଳବାସୀ…

ମହାକାଳପଡ଼ା,୨୩ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଧରିତ୍ରୀ ଖବରଦାତା ପ୍ରତାପ ଚନ୍ଦ୍ର ସ୍ବାଇଁଙ୍କ ମା’ ସୁନ୍ଦରୀ ସ୍ବାଇଁ(୯୬) ଙ୍କର ମଙ୍ଗଳବାର ବାରଡ଼ାଙ୍ଗସ୍ଥିତ ବାସଭବନରେ ରାତି…

ଆଜି ବରଗଡ଼ରେ ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ: ତା’ ପୂର୍ବରୁ ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗସ୍ତରେ ଗୁରୁବାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସୁଛନ୍ତି । ଜିଲାର ଅତାବିରା ବ୍ଲକ ଅନ୍ତର୍ଗତ…

ମୋଦିଙ୍କ ଘୋଷଣା ପରେ ଟାର୍ଗେଟ କଲେ ରାହୁଲ, ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୨୩।୭: NEET ପେପର୍ ଲିକ୍ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୟାନ ପରେ, ଲୋକସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଏବେ…

ଆଜି ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଗୁଣ୍ଡିଚା ମନ୍ଦିରରେ ଦର୍ଶନ, ବାହୁଡ଼ା-ସୁନାବେଶ ପାଇଁ ଜାଣି ରଖନ୍ତୁ ଟ୍ରାଫିକ୍‌ କଟକଣା…

ପୁରୀ,୨୩ା୭(ଅଜିତ୍‌ କୁମାର ମହାନ୍ତି): ଗୁରୁବାର ଗୁଣ୍ଡିଚା ମନ୍ଦିରରେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ଦର୍ଶନ। ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼ ଲାଗିରହିଛି।। ସନ୍ଧ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri