‘ପିଏମ୍‌ ସୂର୍ଯ୍ୟଘର: ମୁଫ୍ତ ବିଜ୍‌ଲି ଯୋଜନା’କୁ ଅଲିମ୍ପିଆନ ଅମିତ ରୋହିଦାସଙ୍କ ପ୍ରୋତ୍ସାହନ

ଭୁବନେଶ୍ୱର, ୨୨ା୫: ଭାରତୀୟ ହକି ଖେଳାଳି ତଥା ଅଲିମ୍ପିଆନ ଅମିତ ରୋହିଦାସ ‘ପିଏମ୍‌ ସୂର୍ଯ୍ୟଘର: ମୁଫ୍ତ ବିଜ୍‌ଲି ଯୋଜନା’ ଅଧୀନରେ ନିଜ ଘରେ ରୁଫ୍‌ଟପ୍‌ ସୋଲାର ସିଷ୍ଟମ ସ୍ଥାପନକରି ସୌରଶକ୍ତିକୁ ଆପଣାଇଛନ୍ତି। ଏହି ପଦକ୍ଷେପ ଯୋଗୁ ସୋଲାର ସିଷ୍ଟମ ଲଗାଇବା ଖର୍ଚ୍ଚ ଯଥେଷ୍ଟ କମିଛି ଏବଂ ଏହାସହ ଦୀର୍ଘ ସମୟ ପାଇଁ ବିଦ୍ୟୁତ୍‌ ବିଲ୍‌ରେ ମଧ୍ୟ ସଞ୍ଚୟ ସୁନିଶ୍ଚିତ ହୋଇଛି। ତାଙ୍କର ଏହି ନିଷ୍ପତ୍ତି ସ୍ବଚ୍ଛ ଓ ଦୀର୍ଘସ୍ଥାୟୀ ଶକ୍ତି ବିକଳ୍ପକୁ ଆପଣାଇବା ଦିଗରେ ଉପଭୋକ୍ତାମାନଙ୍କ ମଧ୍ୟରେ ବଢୁଥିବା ବିଶ୍ୱାସକୁ ଦର୍ଶାଉଛି।
ନିଜର ଅନୁଭୂତି ବାଣ୍ଟି ଅମିତ କହିଛନ୍ତି, ଆମେ ଯେତେବେଳେ ପଡ଼ିଆରେ ଖେଳୁ ଆମ ପାଇଁ ପ୍ରତିଟି ସେକେଣ୍ଡ ଗୁରୁତ୍ୱପୂର୍ଣ୍ଣ ହୋଇଥାଏ। ଠିକ୍‌ ସେହିପରି ଆମ ଘର ପାଇଁ ପ୍ରତି ୟୁନିଟ୍‌ ବିଦ୍ୟୁତ୍‌ ମଧ୍ୟ ଗୁରୁତ୍ୱପୂର୍ଣ୍ଣ। ପିଏମ ସୂର୍ଯ୍ୟଘର: ମୁଫ୍ତ ବିଜ୍‌ଲି ଯୋଜନା ମାଧ୍ୟମରେ ମୁଁ ସୌର ଶକ୍ତି ଆପଣେଇଛି ଏବଂ ୧,୩୮,୦୦୦ ଟଙ୍କାର ଅନୁଦାନ ଲାଭ କରିଛି। ଏଭଳି ଏକ ଯୋଜନା ପାଇଁ ମୁଁ ସରକାରଙ୍କୁ ଧନ୍ୟବାଦ ଜଣାଇବା ସହ
ଏହି ବ୍ୟବସ୍ଥା ସ୍ଥାପନ କରିବାରେ ସାହାଯ୍ୟ କରିଥିବାରୁ ମୁଁ ଟିପିସିଓଡିଏଲ୍‌କୁ ମଧ୍ୟ ଧନ୍ୟବାଦ ଦେଉଛି’ ବୋଲି ସେ କହିଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଧୋନୀ ସବୁ ବିଗାଡ଼ି ଦେଇଛନ୍ତି….CSK ବିଦା ପରେ କାହିଁକି ଏମିତି କହିଲେ ଅଶ୍ୱିନ

ନୂଆଦିଲ୍ଲୀ,୨୨।୫: ଚେନ୍ନାଇ ସୁପର କିଙ୍ଗ୍ସ ପୁଣିଥରେ IPLରୁ ଖାଲି ହାତରେ ଫେରିଛି। IPL ଇତିହାସର ସବୁଠାରୁ ସଫଳ ଦଳ ମଧ୍ୟରୁ ଗୋଟିଏ ତଥା ପାଞ୍ଚ ଥର ଚାମ୍ପିଅନ…

ନବ ନିର୍ମିିତ ବର୍ହିଚିକିତ୍ସା, ଅର୍ନ୍ତଚିକିତ୍ସା ବିଭାଗ ଗୃହର ଶୁଭ ଉଦ୍‌ଘାଟନ କଲେ ସାଂସଦ-ବିଧାୟକ

ଗଞ୍ଜାମ,୨୨।୫ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଠାରେ ନବନିର୍ମିିତ ବର୍ହିଚିକିତ୍ସା ଓ ଅର୍ନ୍ତଚିକିତ୍ସା ବିଭାଗ ଗୃହକୁ ବ୍ରହ୍ମପୁର ସାଂସଦ ପ୍ରଦୀପ କୁମାର ପାଣିଗ୍ରାହୀ…

ପ୍ରେମିକା ପାଇଁ ଝୁଲିପଡିଲେ ପ୍ରେମିକ, ଏହି କଥାକୁ ନେଇ ଝଗଡ଼ା ହେବାରୁ…

ପାଟଣା,୨୨।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମିରିଖୋଜି ପଞ୍ଚାୟତ ଅନ୍ତର୍ଗତ ଭାଲିଆଡାଳ ଗ୍ରାମର ଚକ୍ରଧର ସାହୁଙ୍କ ପୁଅ ଜିତେନ୍ଦ୍ର ସାହୁ (୧୮) ଶୁକ୍ରବର ଘର…

ପନିର ଖାଇ ICUରେ ୭ ଛାତ୍ର! NCC ଶିବିରରେ ଆତଙ୍କ

ଜବଲପୁର,୨୨।୫: ମଧ୍ୟ ପ୍ରଦେଶର ଜବଲପୁରର ଡୁମନାରେ IIITDM କ୍ୟାମ୍ପସ ମଧ୍ୟରେ ଚାଲିଥିବା NCC ଶିବିରରେ ଆତଙ୍କ ସୃଷ୍ଟି ହୋଇଛି। ରାତ୍ରୀଭୋଜନ ପରେ ହଠାତ୍‌ ୫୦ରୁ ଅଧିକ କ୍ୟାଡେଟଙ୍କ…

ଖଣ୍ଡଦେଉଳି ଗ୍ରାମର ମୃତ ପରିବାରକୁ ଭେଟି ସମବେଦନା ଜଣାଇଲେ ବିଧାୟକ, ନିଜସ୍ବ ପାଣ୍ଠିରୁ ଦେଲେ ଆର୍ଥିକ ସହାୟତା

ଗଞ୍ଜାମ,୨୨। ୫(ଅନାଥ ତରାଇ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଖଣ୍ଡଦେଉଳି ଗ୍ରାମରେ ଏକ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସୂଚନା ଅନୁଯାୟୀ, ଏହି ଗ୍ରାମର ବାସିନ୍ଦା ପୂର୍ଣ୍ଣ…

୧୯ ବର୍ଷୀୟା ବଧୂ, ୪୦ ବର୍ଷୀୟ ବର: ବରମାଳା ପୂର୍ବରୁ ଧରାପଡିଲେ ନକଲି ବର, ଗାଁ ଲୋକେ କାବୁ କରି ….

ପାଟନା,୨୨ା୫: ବିହାରର ମୁଜାଫରପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଦମ୍ପତି ପବିତ୍ର ବନ୍ଧନରେ ବାନ୍ଧିହେବା ପୂର୍ବରୁ ଯୁଦ୍ଧକ୍ଷେତ୍ରରେ ପରିଣତ ହୋଇଥିଲା । ରାଜସ୍ଥାନର…

ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା ଅନୁଷ୍ଠିତ: ଏକର ପିଛା ଏତେ କୋଟି ଦାବି କଲେ…

ପାଟଣା,୨୨।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଯମୁନାପଶୀ ଓ ଚେମେଣା ପଞ୍ଚାୟତରେ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ଶୁକ୍ରବାର ଯମୁନାପଶି ପଞ୍ଚାୟତ ଗୋଡି…

ଆଉ ୧୦ଦିନ ପରେ ଓଡ଼ିଶାରେ ପ୍ରଳୟ! ଏବେଠୁ ପ୍ରଭାବ ପଡିବା ଆରମ୍ଭ?

ଭୁବନେଶ୍ବର,୨୨ା୫: ଦେଶର ଅଧିକାଂଶ ଭାଗରେ ପାରଦ ଏବେ ୪୫ ରୁ ୪୮ ଡିଗ୍ରୀ ସେଲସିୟସ ପାର୍‌ କରିସାରିଲାଣି। ଦିଲ୍ଲୀ-ଏନସିଆର, ଉତ୍ତର ଭାରତ ଏବଂ ଓ ସମେତ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri