Posted inଖେଳ

ମୁଖ୍ୟମନ୍ତ୍ରୀଙ୍କ ସହ ଜନ୍ମଦିନ ପାଳିଲେ ଚାନୁ

ନୂଆଦିଲ୍ଲୀ,୮।୮: ଅଲିମ୍ପିଆନ ମୀରାବାଇ ଚାନୁ ରବିବାର ୨୭ତମ ଜନ୍ମଦିନ ପାଳିଛନ୍ତି। ଟୋକିଓ ଅଲିମ୍ପିକ୍ସରେ ରୌପ୍ୟ ପଦକ ଜିତିଥିବା ଓ୍ବେଟଲିଫ୍ଟର ଏହି ସ୍ବତନ୍ତ୍ର ଦିନକୁ ପାଳିଛନ୍ତି ମଣିପୁର ମୁଖ୍ୟମନ୍ତ୍ରୀ ଏନ୍‌ ବିରେନ ସିଂଙ୍କ ବାସଭବନରେ। ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଚାନୁ କେକ୍‌ କାଟିଥିଲେ। ମୁଖ୍ୟମନ୍ତ୍ରୀ ନିଜ ଅଫିସିଆଲ ଟୁଇଟର ହ୍ୟାଣ୍ଡେଲରେ ଏହାର ଭିଡିଓ ଶେୟାର କରି ଚାନୁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ୍‌ ଦେବାକୁ ଯାଉ ଚାନୁ ଲେଖିଛନ୍ତି, ମୋ ଜନ୍ମଦିନକୁ ସ୍ପେଶାଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ବିରେନ ସିଂଙ୍କୁ ଧନ୍ୟବାଦ୍‌। ଏହାପରେ ତାଙ୍କ ନିକଟକୁ ଛୁଟିଛି ଶୁଭେଚ୍ଛା ଶୁଅ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଜୋକୋଭିଚ୍‌ଙ୍କ ପାଇଁ କ୍ଷମା ମାଗିଲା ସ୍ପାନିଶ କ୍ଲବ

ମାଡ୍ରିଡ୍‌, ୭ା୫ (ଏପି)- କରୋନା ଭାଇରସ୍‌ ପାଇଁ ଚାଲିଥିବା ଲକ୍‌ଡାଉନ୍‌ ନିୟମର ଉଲ୍ଲଂଘନ କରି ବିଶ୍ୱର ନମ୍ବର ଓ୍ବାନ ଟେନିସ ଖେଳାଳି ନୋଭାକ୍‌ ଜୋକୋଭିଚ୍‌ ଚର୍ଚ୍ଚାରେ...

ବିନା ଦର୍ଶକରେ ଚାମ୍ପିୟନ୍ସ ଲିଗ୍‌ ମ୍ୟାଚ୍‌ ଖେଳିବ ବାର୍ସିଲୋନା

ମାଡ୍ରିଡ୍‌,୧୦।୩- ଆସନ୍ତା ୧୮ ତାରିଖରେ ବାର୍ସିଲୋନା କ୍ଲବ ତା’ର ଚାମ୍ପିୟନ୍ସ ଲିଗ୍‌ର ପ୍ରିକ୍ୱାର୍ଟର ଫାଇନାଲରେ ନାପୋଲିକୁ ଭେଟିବ। ଏହି ମ୍ୟାଚ୍‌ ବନ୍ଦ ଇନ୍‌ଡୋର ଷ୍ଟାଡିୟମରେ ଖେଳାଯିବ।...

ସମଲିଙ୍ଗୀ ବିବାହ କଲେ ଅଷ୍ଟ୍ରେଲିଆ ମହିଳା କ୍ରିକେଟର୍‌ ଡେଲିସା-ଲୌରା

ମେଲବୋର୍ନ, ୧୬।୮: ଅଷ୍ଟ୍ରେଲିଆ ମହିଳା କ୍ରିକେଟର୍‌ ଡେଲିସା କିମିନ୍ସ ଓ ଲୌରା ହାରିସ ରବିବାର ପରସ୍ପର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଏହି ସମଲିଙ୍ଗୀ ବିବାହର...

ରିଜର୍ଭ ଡେରେ ଖେଳାଯିବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୦ା୯: କଲମ୍ବୋ ସ୍ଥିତ ଆର୍‌.ପ୍ରେମାଦାସ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ରବିବାର ଖେଳାଯାଉଥିବା ଏସିଆ କପ୍‌ ସୁପର-୪ ଭାରତ-ପାକିସ୍ତାନ ମ୍ୟାଚ୍‌ ବର୍ଷା କାରଣରୁ ବାଧାପ୍ରାପ୍ତ ହୋଇଛି। ଫଳରେ ରିଜର୍ଭ...

ମାତ୍ର ୪୦ ଟଙ୍କାରେ ଆଣ୍ଠୁଗଣ୍ଠି ଚିକିତ୍ସା କରୁଛନ୍ତି ଧୋନୀ

ରାଞ୍ଚି,୧।୭:ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିଲେ। ସେବେଠାରୁ ସେ କେବଳ ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ...

କ୍ୱାର୍ଟର ଫାଇନାଲରେ ପହଞ୍ଚିଲେ ସିନ୍ଧୁ, ସେନ୍‌

କାଲଗାରି,୭ା୭: ଦୁଇ ଷ୍ଟାର ବ୍ୟାଡ୍‌ମିଣ୍ଟନ ଖେଳାଳି ପି.ଭି. ସିନ୍ଧୁ ଓ ଲକ୍ଷ୍ୟ ସେନ୍‌ କାନାଡା ଓପନ ସୁପର  ଟୁର୍ନାମେଣ୍ଟର ଯଥାକ୍ରମେ ମହିଳା ଓ ପୁରୁଷ କ୍ୱାର୍ଟରଫାଇନାଲରେ...

ଟସ୍‌ ଜିତିଲା କେକେଆର, ବୋଲିଂ ନିଷ୍ପତ୍ତି…

ମୁମ୍ବାଇ, ୭।୫: ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୫୩ ତମ ମ୍ୟାଚ୍‌ରେ ଶନିବାର କୋଲକାତା ନାଇଟ୍‌ ରାଇଡର୍ସ୍‌(କେକେଆର) ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍‌(ଏଲ୍‌ଏସ୍‌ଜି) ବିପକ୍ଷରେ ଟସ ଜିତି...

ଟାଇଟଲରୁ ସାନିଆଙ୍କ ଅଲିମ୍ପିକ୍ସ ବର୍ଷ ଆରମ୍ଭ

ହୋବାର୍ଟ,୧୮।୧- ଦୀର୍ଘ ଦୁଇ ବର୍ଷ ପରେ କୋର୍ଟକୁ ଫେରିଥିବା ଭାରତୀୟ ମହିଳା ଟେନିସ ଷ୍ଟାର ସାନିଆ ମିର୍ଜା ତାଙ୍କ ପାର୍ଟନର ନାଡିଆ କିଚେନୋକଙ୍କ ସହ ମିଶି...

Advertisement
Archives

Model This Week