Posted inଖେଳ

ଶ୍ରାବଣୀ ଜିତିଲେ ସ୍ବର୍ଣ୍ଣ

ଭୁବନେଶ୍ୱର,୨୨।୫(ସ୍ପୋଟ୍ସ ବ୍ୟୁରୋ): ଇଣ୍ଡିଆନ ଗ୍ରାଁ ପ୍ରି ଆଥଲେଟିକ୍ସ ଇଭେଣ୍ଟରେ ଚମକଛନ୍ତି ଓଡ଼ିଆ ଆଥଲେଟ ଶ୍ରାବଣୀ ନନ୍ଦ । ୪ ବର୍ଷ ପରେ ଶ୍ରାବଣୀ ୨୦୦ ମିଟର ରେସରେ ସ୍ବର୍ଣ୍ଣ ପଦକ ଜିତିିଛନ୍ତି। ୨୪.୦୪ ସେକଣ୍ଡରେ ସେ ଏହି ରେସ ପୂରଣ କରି ପ୍ରଥମ ସ୍ଥାନ ହାସଲ କରିଛନ୍ତି।ସେହିଭଳି ୨୦୦ ମିଟର ପୁରୁଷ ବିଭାଗରେ ଓଡ଼ିଶାର ଆର୍ଯ୍ୟନ ଏକ୍କା ରୌପ୍ୟ ପଦକ ଜିତିଥିବା ବେଳେ ଅମୀୟ ମଲ୍ଲିକ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି।

ପ୍ରକାଶ ଯେ, ଶନିବାରଠାରୁ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଇଣ୍ଡିଆନ ଗ୍ରାଁ ପ୍ରି ଆଥଲେଟିକ୍ସ ଇଭେଣ୍ଟ ଆରମ୍ଭ ହୋଇଛି। ଏଥିରେ ୧୭ଟି ବିଭାଗରେ ପ୍ରତିଯୋଗିତା ହେଉଥିବା ବେଳେ ଓଡ଼ିଶାର ୧୦ଜଣଙ୍କ ସହ ଭାରତର ୧୧୬ ଆଥଲେଟ ଭାଗ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେତେ ପଢ଼ିଛନ୍ତି ଫେମସ ୟୁଟ୍ୟୁବର ଧ୍ରୁବ ରାଠୀ? ନେଟ୍ ୱର୍ଥ ଶୁଣିଲେ ଉଡ଼ିଯିବ ହୋସ୍

ଗତ କିଛି ବର୍ଷ ମଧ୍ୟରେ ଧ୍ରୁବ ରାଠିଙ୍କ ନାମ ଭାରତୀୟ ସୋସିଆଲ ମିଡିଆ ଜଗତରେ ଅଧିକ ଲୋକପ୍ରିୟ ହୋଇଛି। ପ୍ରାରମ୍ଭିକ ଦିନରେ ଟ୍ରାଭେଲ ଭିଡିଓ ଯୋଗୁଁ ଫେମସ…

ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍‌, ଏମିତି କରିପାରିବେ ବୁକିଂ…

ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି…

ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ

କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?