Posted inଖେଳ

ଅଲିମ୍ପିକ କିମ୍ବଦନ୍ତୀ ଉସେନ ବୋଲ୍ଟ ହେଲେ ଟି-୨୦ ବିଶ୍ୱକପ୍‌ର ଆମ୍ବାସାଡାର

ନୂଆଦିଲ୍ଲୀ,୨୫।୪: ବିଶ୍ୱର କିମ୍ବଦନ୍ତୀ ଦ୍ରୁତ ଧାବକ ଉସେନ ବୋଲ୍ଟ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ର ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ ହୋଇଛନ୍ତି। ଜୁନ ୧ରୁ ଆମେରିକା ଏବଂ ୱେଷ୍ଟଇଣ୍ଡିଜରେ ଖେଳାଯିବାକୁ ଥିବା ଟି-୨୦ ବିଶ୍ୱକପର ପ୍ରଚାର-ପ୍ରସାର ବୋଲ୍ଟ କରିବେ। ତେବେ ଏହାକୁ ନେଇ ବୋଲ୍ଟ ଆଇସିସିକୁ ବିବୃତ୍ତି ଦେଇ କହିଛନ୍ତି ଯେ, ଜାମାଇକାରେ କ୍ରିକେଟ ପ୍ରତ୍ୟେକଙ୍କ ଜୀବନର ଅଂଶ, ଏହି ଖେଳ ସର୍ବଦା ମୋ’ ହୃଦୟରେ ସ୍ବତନ୍ତ୍ର ସ୍ଥାନ ରଖିଛି। ଏଭଳି ସମ୍ମାନଜନକ ଟୁର୍ନାମେଣ୍ଟର ଅଂଶ ହୋଇ ଗୌରବାନ୍ବିତ ମନେ କରୁଥିବା ସେ କହିଛନ୍ତି।

ବୋଲ୍ଟ ୧୦୦ ମିଟର ଏବଂ ୨୦୦ ମିଟର ଦୌଡରେ ଏକାଧିକ ଥର ଅଲିମ୍ପିକ ଚାମ୍ପିୟନ ହେବା ସହ ବିଶ୍ୱ ରେକର୍ଡ କରିଛନ୍ତି। ଏକଦା ଏକ ସାକ୍ଷାତକାରରେ ବୋଲ୍ଟ କହିଥିଲେ, କ୍ରିକେଟର ହେବା ତାଙ୍କର ପ୍ରଥମ ପସନ୍ଦ ଥିଲା। ସୌଭାଗ୍ୟବଶତଃ ଆଇସିସି ବିଶ୍ୱକପ୍‌ରେ ତାଙ୍କୁ ବ୍ରାଣ୍ଡ ଆମ୍ବାସାଡାର କରିଛି। ତେବେ ବିଶ୍ୱକପର ପ୍ରଚାର-ପ୍ରସାର ସହ ଆସନ୍ତା ସପ୍ତାହରେ ଉନ୍ମୋଚିତ ହେବାକୁ ଥିବା ବିଶ୍ୱକପ ସଂଗୀତ ଭିଡିଓରେ ସେ ନଜର ଆସିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri