Posted inଖେଳ

ମାନସିକ ନିର୍ଯାତନା ଅଭିଯୋଗ ଆଣିଲେ ଅଲମ୍ପିକ୍‌ ପଦକ ବିଜେତା

ବର୍ମିଂହାମ୍‌, ୨୫ା୭:ଅଲିମ୍ପିକ ବ୍ରୋଞ୍ଜ ପଦକ ବିଜେତା ଲଭ୍‌ଲିନା ବର୍ଗୋହେନ୍‌ ଅଭିଯୋଗ ମାନସିକ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ତାଙ୍କ କୋଚ୍‌ମାନଙ୍କୁ ହଇରାଣ କରାଯାଉଛି। ଫଳରେ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ତାଙ୍କ ପ୍ରସ୍ତୁତିରେ ବାଧା ସୃଷ୍ଟି ହେଉଥିବା ସେ କହିଛନ୍ତି। ଆୟର୍ଲାଣ୍ଡରେ ଟ୍ରେନିଂ ଶେଷ କରି ଭାରତୀୟ ବକ୍ସିଂ ଦଳ ରବିବାର ଗେମ୍ସ ଭିଲେଜ୍‌ରେ ପହଞ୍ଚତ୍ଥିଲା। କିନ୍ତୁ ଲଭ୍‌ଲିନାଙ୍କ ଜଣେ ବ୍ୟକ୍ତିଗତ କୋଚ୍‌ ସନ୍ଧ୍ୟା ଗୁରୁଙ୍ଗ୍‌ ଭିଲେଜ ଭିତରକୁ ପ୍ରବେଶ କରିପାରି ନ ଥିଲେ। କାରଣ ତାଙ୍କ ପାଖରେ ଆକ୍ରିଡିଟେଶନ ନ ଥିଲା। ରାଜ୍ୟଗୋଷ୍ଠୀ କ୍ରୀଡ଼ା ସମୟରେ ତାଙ୍କ ବ୍ୟକ୍ତିଗତ ସପୋର୍ଟ ଷ୍ଟାଫ୍‌ ଆମି କୋଲେକରଙ୍କ ଉପସ୍ଥିତି ସେ ଚାହୁଁଥିଲେ, ମାତ୍ର ଲମ୍ବା ତାଲିକାରେ ତାଙ୍କ ନାମ ନ ଥିଲା। ବକ୍ସରଙ୍କ ଅଭିଯୋଗ ଉପରେ ପ୍ରତିକ୍ରିୟା ପ୍ରକାଶ କରି ସେ କହିଛି, ଏହି ପ୍ରସଙ୍ଗର ଯଥାଶୀଘ୍ର ସମାଧାନ ଲାଗି ଭାରତୀୟ ଅଲିମ୍ପିକ ଆସୋସିଏଶନକୁ ନିର୍ଦ୍ଦେଶ ଦିଆଯାଇଛି। ଲଭ୍‌ଲିନା କହିଛନ୍ତି, ଇସ୍ତାନ୍‌ବୁଲ୍‌ରେ ବିଶ୍ୱ ଚାମ୍ପିୟନଶିପ୍‌ ବେଳେ ତାଙ୍କୁ ସମାନ ପରିସ୍ଥିତିର ସାମ୍ନା କରିବାକୁ ପଡ଼ିଥିଲା। ବର୍ମିଂହାମ୍‌ରେ ମଧ୍ୟ ତାହା ଦେଖିବାକୁ ମିଳିବ ବୋଲି ସେ ଆଶଙ୍କା କରୁଥିଲେ।

ଲଭ୍‌ଲିନାଙ୍କ ଅଭିଯୋଗ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି କ୍ରୀଡା ମନ୍ତ୍ରଣାଳୟ ତାଙ୍କ କୋଚଙ୍କ ପ୍ରମାଣପତ୍ର ପାଇଁ ତୁରନ୍ତ ବ୍ୟବସ୍ଥା କରିବାକୁ ଆମେ ଭାରତୀୟ ଅଲିମ୍ପିକ ଫେଡେରେଶନକୁ ଅନୁରୋଧ କରିଛୁ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri