Posted inଖେଳ

ଅଲିମ୍ପିକ ଟେନିସ୍‌: କେବଳ ମହିଳା ଡବଲ୍ସ ଯୋଡ଼ି ଖେଳିବେ

ନୂଆଦିଲ୍ଲୀ: ଟୋକିଓ ଅଲିମ୍ପିକ୍ସରେ ଏଥର କେବଳ ଭାରତୀୟ ମହିଳା ଡବଲ୍ସ ଯୋଡି ଅଂଶଗ୍ରହଣ କରିବା ସ୍ପଷ୍ଟ ହୋଇଛି। ୧୯୮୮ରେ ଟେନିସ ଅଲିମ୍ପିକ୍ସରେ ସାମିଲ ହେବା ପରଠାରୁ ପ୍ରଥମଥର ପାଇଁ କୌଣସି ଭାରତୀୟ ପୁରୁଷ ଡବଲ୍ସ ଯୋଡି ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବେ ନାହିଁ। ମହିଳା ଡବଲ୍ସରେ ଅଭିଜ୍ଞ ସାନିଆ ମିର୍ଜା ଓ ନବାଗତ ଅଙ୍କିତା ରାଇନା ଭାରତ ପାଇଁ ଅଲିମ୍ପିକ୍ସରେ ପ୍ରତିନିଧିତ୍ୱ କରିବେ। ସାନିଆ ଚତୁର୍ଥଥର ପାଇଁ ଅଲିମ୍ପିକ୍ସରେ ଭାଗ ନେବେ। ସର୍ବାଧିକ ଅଲିମ୍ପିକ୍ସ ଖେଳିଥିବା ଭାରତୀୟ ମହିଳା ଭାବେ ସେ ରେକର୍ଡ କରିବେ। ଅନ୍ୟପଟେ ଅଙ୍କିତା ପ୍ରଥମଥର ପାଇଁ ଏହି ମେଗା ଇଭେଣ୍ଟରେ ଅଂଶଗ୍ରହଣ କରିବେ। ଭାରତର ଦୁଇ ପୁରୁଷ ଡବଲ୍ସ ସ୍ପେଶାଲିଷ୍ଟ ରୋହନ ବୋପାନ୍ନା ଓ ଦିଭିଜ ଶରଣ ମିଳିତ ଭାବେ ୧୧୩ତମ ର଼୍ୟାଙ୍କରେ ରହୁଥିବାରୁ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିପାରି ନାହାନ୍ତି। ସେହିପରି ମିକ୍ସଡ ଡବଲ୍ସ ଇଭେଣ୍ଟରେ ମଧ୍ୟ ଭାରତୀୟ ଖେଳାଳିମାନେ ଅଂଶଗ୍ରହଣ କରିବାର ସୁଯୋଗ ପାଇବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମିଚେଲ୍‌ ଚ୍ୟାଲେଞ୍ଜର ସାମ୍ନା କରିବ ଭାରତ

ଚେନ୍ନାଇ,୨୨ା୩(ପି.ଟି.): ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜର ନିର୍ଣ୍ଣାୟକ ମ୍ୟାଚ୍‌ ବୁଧବାର ଚେନ୍ନାଇର ଚେପକ୍‌ ଷ୍ଟାଡିୟମରେ ଖେଳାଯିବ। ଘରୋଇ ପରିବେଶରେ ଖେଳୁଥିବା ଭାରତ ଏହି ମ୍ୟାଚ୍‌ ଜିତିବା...

ଇଣ୍ଡିଆନ ସୁପରଲିଗ୍‌: ନର୍ଥଇଷ୍ଟର ପ୍ରଥମ ପରାଜୟ

ଭାସ୍କୋ, ୧୯।୧୨- ଚଳିତ ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ୍‌)ରେ ନର୍ଥଇଷ୍ଟ ୟୁନାଇଟେଡ ଶୁକ୍ରବାର ପ୍ରଥମ ପରାଜୟ ବରଣ କରିଛି। ଅନିକେତ ଯାଦବଙ୍କ ଗୋଲ ବଳରେ ଜାମସେଦପୁର ଏଫ୍‌ସି...

ନିର୍ଭୀକ ଓ ବେପରୁଆ କ୍ରିକେଟ ମଧ୍ୟରେ ପାର୍ଥକ୍ୟ ରହିଛି: ରାଠୋର

ମୋହାଲି,୧୮।୯(ପି.ଟି.)- ନିର୍ଭୀକ ଓ ବେପରୁଆ କ୍ରିକେଟ ମଧ୍ୟରେ ବହୁତ ତଫାତ୍‌ ରହିଛି ଓ ଏକଥା ଦଳର ଯୁବ ଖେଳାଳିମାନଙ୍କୁ ଅବଗତ କରାଯାଇଛି ବୋଲି ନବନିଯୁକ୍ତ ବ୍ୟାଟିଂ...

ମୁମ୍ବାଇ ସିଟିରେ ଜାପାନିଜ୍‌ ମିଡ୍‌ଫିଲ୍ଡର ଗୋଡାର୍ଡ

ମୁମ୍ବାଇ: ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ଦଳ ମୁମ୍ବାଇ ସିଟି ଏଫ୍‌ସି ସିଜନ ୨୦୨୦-୨୧ ପାଇଁ ଇଂଲଣ୍ଡ ଜନ୍ମିତ ଜାପାନିଜ ମିଡ୍‌ ଫିଲ୍ଡର ସାଏ ଗୋଡାର୍ଡଙ୍କ...

ପୋଲାଣ୍ଡରେ ଆର୍ମି ଫିଲ୍ଡ ହକିକୁ ବଞ୍ଚାଇ ରଖିଛି: କୋଚ୍‌ କାରୋଲ ସ୍ନିଜେକ୍‌

ଭୁବନେଶ୍ୱର, ୧୧ା୬-ୟୁରୋପୀୟ ଦେଶ ପୋଲାଣ୍ଡରେ ଆର୍ମି ଫିଲ୍ଡ ହକି ଖେଳକୁ ବଞ୍ଚାଇ ରଖିଛି। ଏହି ଦେଶରେ ପ୍ରାୟ ୨୦୦୦ ଖେଳାଳି ରହିଛନ୍ତି। ଭାରତ ଭଳି ପୋଲାଣ୍ଡରେ...

ଧୋନୀଙ୍କୁ କିମ୍ବଦନ୍ତୀ କହିଲେ ଅଖତର

ମାଞ୍ଚେଷ୍ଟର,୧୧ା୭- ଚଳିତ ବିଶ୍ୱକପ୍‌ ସେମିଫାଇନାଲରେ ଭାରତୀୟ ଦଳ ୬ ରନ୍‌ରେ ୩ ଉଇକେଟ ହରାଇ ନିଶ୍ଚିତ ପରାଜୟ ମୁହଁା ହୋଇଥିଲା। ରବୀନ୍ଦ୍ର ଜାଡେଜା ଓ ମହେନ୍ଦ୍ର...

ଭାରତୀୟ ଦଳ ଘୋଷଣା,କୋହଲିଙ୍କୁ ବିଶ୍ରାମ

ନୂଆଦିଲ୍ଲୀ,୬।୭: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଅଧିନାୟକ ଭାବରେ ଶିଖର ଧାୱନ ଏବଂ ଉପଅଧିନାୟକ ଭାବରେ ରବିନ୍ଦ୍ର ଜାଡେଜା...

ଆମେରିକା ଦଳରେ ଭାରତୀୟ ବଂଶୋଦ୍ଭବ ମିଆ

ଭୁବନେଶ୍ୱର, ୧୧।୧୦ (କ୍ରୀଡ଼ା ପ୍ରତିନିଧି): ଯୁକ୍ତରାଷ୍ଟ୍ର ଆମେରିକା (ୟୁଏସ୍‌ଏ) ଜାତୀୟ ମହିଳା ଦଳ ତରଫରୁ ଏକ ଫୁଟ୍‌ବଲ ବିଶ୍ୱକପ୍‌ ଖେଳିବାରେ ମିଆ ଭୁତା ହେଉଛନ୍ତି ପ୍ରଥମ...

Advertisement
Archives

Model This Week