Posted inଜାତୀୟ

ପୁଣି ସିଟ୍‌କୁ ଫେରିଲେ ଓମ୍‌ ବିର୍ଲା

ନୂଆଦିଲ୍ଲୀ,୧୨।୩: ଅନାସ୍ଥା ପ୍ରସ୍ତାବ ଖାରଜ ପରେ ଲୋକସଭା ବାଚସ୍ପତି ଆସନରେ ବସିଛନ୍ତି ଓମ୍‌ ବିର୍ଲା। ଏହି ଅବସରରେ ବାଚସ୍ପତି ବିରୋଧୀଙ୍କ ପ୍ରତିଟି ଅଭିଯୋଗର ଉତ୍ତର ରଖିଛନ୍ତି।

ଗୃହର କୌଣସି ସଦସ୍ୟ ନିୟମ ଊଦ୍ଧର୍‌ବରେ ନୁହଁନ୍ତି ବୋଲି କହିବା ସହ ଗୃହ କାର୍ଯ୍ୟକୁ ସୂଚାରୁ ରୂପେ ପରିଚାଳନା କରିବା ବାଚସ୍ପତିଙ୍କ ଦାୟିତ୍ୱ ବୋଲି ସେ କହିଛନ୍ତି। ଏପରିକି ଗୃହର ଗରିମା ବୃଦ୍ଧି ପାଇଁ ସବୁବେଳେ ସେ ଉଦ୍ୟମରତ ଥିବା କହିଛନ୍ତି। ନିରପେକ୍ଷ ଭାବେ ଗୃହ କାର୍ଯ୍ୟ ପରିଚାଳନା ପାଇଁ ସବୁବେଳେ ଚେଷ୍ଟା କରୁଥିବା ବାଚସ୍ପତି କହିଛନ୍ତି।

ଲୋକସଭାରେ ମାଇକ ସୁଇଚ୍‌ ଅଫ କରାଯାଇଥିବା ରାହୁଲଙ୍କ ଅଭିଯୋଗକୁ ବାଚସ୍ପତି ଖଣ୍ଡନ କରିଛନ୍ତି। ସେ କହିଛନ୍ତି ବାଚସ୍ପତିଙ୍କ ଆସନ ନିକଟରେ କୌଣସି ମାଇକ୍‌ ସୁଇଚ୍‌ ନ ଥାଏ। ଗୃହରେ କୌଣସି ସଦସ୍ୟଙ୍କ ପ୍ରତି ପକ୍ଷପାତିତା କରି ନ ଥିବା ବାଚସ୍ପତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ମାସ ପ୍ରେମ ୬୦ ବର୍ଷ ପରି… ମୋନାଲିସାଙ୍କୁ ବିବାହ ପରେ ମୁହଁ ଖୋଲିଲେ ଫରମାନ

ମହାକୁମ୍ଭ ମେଳା ୨୦୨୫ରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ମୋନାଲିସା ଏବେ ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଚର୍ଚ୍ଚାରେ ଅଛନ୍ତି। ସେ ତାଙ୍କ ପ୍ରେମିକ ଫରମାନ ଖାନଙ୍କୁ…

‘ମୁଁ କ୍ଷମା ମାଗିଥିଲି କାରଣ…’ପ୍ଲେଇଂ ୧୧ ବିବାଦ ଉପରେ ସୂର୍ଯ୍ୟକୁମାର ଯାଦବଙ୍କ ବଡ଼ ଖୁଲାସା

ନୂଆାଦିଲ୍ଲୀ,୧୨।୩: ସୂର୍ଯ୍ୟକୁମାର ଯାଦବ ୨୦୨୬ ଟି୨୦ ବିଶ୍ୱକପ ସମୟରେ ନେଇଥିବା ଏକ ବଡ଼ ନିଷ୍ପତ୍ତି ବିଷୟରେ ମୁହଁ ଖୋଲିଛନ୍ତି। ଭାରତୀୟ ଅଧିନାୟକ ସ୍ବୀକାର କରିଛନ୍ତି ଯେ ସୁପର…

ରାଜ୍ୟରେ ବଢୁଛି ଶିଶୁ ଯୌନ ନିର୍ଯାତନା, ଛାତ୍ରୀଛାତ୍ରଙ୍କୁ ତାଲିମ୍ ଦେଲା ଗଜପତି ପୋଲିସ

ମୋହନା,୧୨।୩( ମନ୍ମଥ ମିଶ୍ର ): ଦୀନକୁ ଦିନ ରାଜ୍ୟରେ ଶିଶୁ ନିର୍ଯାତନା ସହ ଦୁଷ୍କର୍ମ ବଢ଼ିବାରେ ଲାଗିଛି । ଯାହା ଫଳରେ ଗଜପତି ପୋଲିସ୍ ପକ୍ଷରୁ ବିଦ୍ୟାଳୟକୁ…

ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ପଦକ୍ଷେପ, ଖରାଦିନେ କଟିବନି ଲାଇନ୍

ଭୁବନେଶ୍ବର,୧୨।୩: ମାର୍ଚ୍ଚ ମାସରୁ ଆରମ୍ଭ ହେଲାଣି ମୁଣ୍ଡଫଟା ଖରା । ତେବେ ରାଜ୍ୟ ସରକାରଙ୍କୁ ଘାରିଛି ଅଂଶୁଘାତ ମୁକାବିଲା ଚିନ୍ତା । ଅଂଶୁଘାତ ମୁକାବିଲା ପାଇଁ ରାଜ୍ୟ…

ଭାରତ ପଠାଇବ ଯୁଦ୍ଧ ଜାହାଜ? PMO ରେ ବଡ଼ ହଲଚଲ, ମୋଦି ଦେବେ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୧୨।୩: ଇରାନ-ଆମେରିକା ଯୁଦ୍ଧର ପ୍ରଭାବ ଏବେ ସାରା ବିଶ୍ୱରେ ସାମୁଦ୍ରିକ ବାଣିଜ୍ୟ ଉପରେ ପଡ଼ିଛି। ହରମୁଜ ପ୍ରଣାଳୀ ଦେଇ ଯାଉଥିବା ଜାହାଜଗୁଡ଼ିକ ଉପରେ ଲଗାତାର ଆକ୍ରମଣ ହେଉଛି,…

ଗିରଫ ହେଲେ ତହସିଲଦାର, ୭ ପ୍ଲଟ୍‌ ସହ ଠୁଳ କରିଥିଲେ…

କଣ୍ଟାପଡ଼ା,୧୨ା୩(ସୁର ନାରାୟଣ ସାହୁ): ଆୟ ବହିଃର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଥିବା କଣ୍ଟାପଡ଼ା ତହସିଲଦାର ପ୍ରସନ୍ନ ସାମନ୍ତରାୟଙ୍କୁ ଭିଜିଲାନ୍ସ ବିଭାଗ ଗୁରୁବାର ଗିରଫ…

ଯୁଦ୍ଧ ଭିତରେ ଚାଇନା କଲା ବଡ଼ ଘୋଷଣା, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୧୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ତୈଳ ଯୋଗାଣ ସମ୍ପର୍କରେ ଅନିଶ୍ଚିତତା ମଧ୍ୟରେ, ବିଶ୍ୱ ଶକ୍ତି ବଜାର କ୍ରମଶଃ ଅସ୍ଥିର ହେବାରେ ଲାଗିଛି। ଅନେକ ଦେଶରେ ତୈଳ…

ହେବ କି ପରମାଣୁ ଆକ୍ରମଣ? ରିପୋର୍ଟରୁ ଜଣାପଡ଼ିଲା ଏମିତି…

ତେହରାନ,୧୨ା୩: ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ ପରେ ପାରସ୍ୟ ଉପସାଗରର ପରିସ୍ଥିତି କ୍ରମାଗତ ଭାବରେ ଖରାପ ହେଉଛି। ଏହି ସମୟରେ ଅନୁମାନ ଆରମ୍ଭ ହୋଇଛି ଯେ, ଯଦି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri