Posted inଜାତୀୟ

ଜେଲ୍‌ରୁ ମୁକୁଳିଲେ ଓମ ପ୍ରକାଶ

ନୂଆଦିଲ୍ଲୀ,୨ ।୭: ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଇଣ୍ଡିଆନ ନ୍ୟାଶନାଲ ଲୋକଦଳର ଅଧ୍ୟକ୍ଷ ଓମ ପ୍ରକାଶ ଚୌତାଲା ଏକ ଘୋଟାଲା ମାମଲାରେ ସଜା କାଟୁଥିବା ବେଳେ ଏହା ପୂରଣ ହେବା ପରେ ଶୁକ୍ରବାର ସେ ତିହାର ଜେଲରୁ ମୁକୁଳିଛନ୍ତି । ଦିଲ୍ଲୀ-ହରିୟାଣା ସୀମାରେ ଦଳର କର୍ମୀମାନେ ତାଙ୍କୁ ସ୍ୱାଗତ କରିଛନ୍ତି । ସୂଚନାଯୋଗ୍ୟ, ଶୁକ୍ରବାର ସକାଳ ପ୍ରାୟ ୯ଟା ୩୦ ମିନିଟରେ ସେ ତିହାର ଜେଲ ପହଞ୍ଚିଥିଲେ । ସମସ୍ତ କାଗଜ ପତ୍ର କାମ ସରିବା ପରେ ସେ ମୁକୁଳିବା ଫର୍ମରେ ଦସ୍ତଖତ କରିଥିଲେ । ଏହି ସମୟରେ ତାଙ୍କ ନାତି କର୍ଣ୍ଣ ଚୌତାଲା ତାଙ୍କ ସହ ଉପସ୍ଥିତ ଥିଲେ । ଜେଲରୁ ମୁକୁଳିବା ପରେ ଓମ ପ୍ରକାଶ ତାଙ୍କ ଗୁରୁଗ୍ରାମ ସ୍ଥିତ ବାସଭବନ ଅଭିମୁଖେ ଯାତ୍ରା କରିଥିଲେ । ଏହି ସମୟରେ ଦିଲ୍ଲୀ-ଗୁରୁଗ୍ରାମ ସୀମାରେ ବି ତାଙ୍କୁ ହଜାର ହଜାର କର୍ମୀ ସ୍ୱାଗତ ଜଣାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସମାଜବାଦୀ ପାର୍ଟି ଭାଙ୍ଗିବା ଅଭିଯୋଗକୁ ଖଣ୍ଡନ କଲେ ଅଖିଳେଶ, କହିଲେ ଦଳ ଆମର…

ଲକ୍ଷ୍ନୌ,୧୮।୬(ପି.ଟି.): ଆସନ୍ତାବର୍ଷ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଥିବାବେଳେ ଏବେ ମୁଖ୍ୟ ବିରୋଧୀ ଦଳ ସମାଜବାଦୀ ପାର୍ଟି (ଏସ୍‌ପି)ରେ ବଡ଼ ବିଭାଜନ ହେବାକୁ ଯାଉଥିବା ମନ୍ତ୍ରୀ ତଥା ସୁହେଲଦେବ…

୫୯ ମଣ୍ଡିରେ ପଡ଼ିରହିଛି ୪ ଲକ୍ଷ ବସ୍ତା ଧାନ, ବର୍ଷା ନେଇ ଚିନ୍ତାରେ ଚାଷୀ

ପଦ୍ମପୁର,୧୮।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଧାନ କିଣାବିକା ସମସ୍ୟା ସୁଧୁରୁ ନ ଥିବା ବେଳେ ଆଗାମୀ ମୌସୁମୀ ବର୍ଷାକୁ ନେଇ ଚାଷୀ ଚିନ୍ତାରେ ପଡ଼ିଛନ୍ତି।…

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

ବୁଧଙ୍କ କୃପାରୁ ଚମକିବ ଭାଗ୍ୟ: ଏହି ୫ଟି ରାଶିର ଲୋକେ ହେବେ ମାଲାମାଲ୍‌, ଧନବର୍ଷା ସାଙ୍ଗକୁ ବଢ଼ିବ ସୁଖ-ସମୃଦ୍ଧି

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ବୁଧଙ୍କୁ ବୁଦ୍ଧି, ବାଣୀ, ବ୍ୟାପାର, ଗଣିତ, ଶିକ୍ଷା, ତର୍କ ଶକ୍ତି ଏବଂ ଯୋଗାଯୋଗର କାରକ ଗ୍ରହ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ବୁଧ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା

ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri