ଖୋର୍ଦ୍ଧା,୧୨ା୭: ଖୋର୍ଦ୍ଧା ଜିଲାର ତାପଙ୍ଗ ଖଣି ପାଣିରୁ ୫ ଦିନ ଧରି ନିଖୋଜ ଥିବା ଓମ୍ ପ୍ରକାଶ ରଥଙ୍କ ମୃତଦେହ ସୋମବାର ମିଳିଛି। ଆଜି ସକାଳେ ପାଣିରେ ମୃତଦେହ ଭାସିଥିଲା। ଅଗ୍ନିଶମ ବାହିନୀ ମୃତଦେହ ଉଦ୍ଧାର କରିଛନ୍ତି।
ସୂଚନାଯୋଗ୍ୟ, ସୋମବାର ରିଲ୍ସ କରିବା ବେଳେ ପାଣିରେ ଖସିପଡ଼ିଥିଲେ ଓମ୍ ପ୍ରକାଶ।
ଖୋର୍ଦ୍ଧା,୧୨ା୭: ଖୋର୍ଦ୍ଧା ଜିଲାର ତାପଙ୍ଗ ଖଣି ପାଣିରୁ ୫ ଦିନ ଧରି ନିଖୋଜ ଥିବା ଓମ୍ ପ୍ରକାଶ ରଥଙ୍କ ମୃତଦେହ ସୋମବାର ମିଳିଛି। ଆଜି ସକାଳେ ପାଣିରେ ମୃତଦେହ ଭାସିଥିଲା। ଅଗ୍ନିଶମ ବାହିନୀ ମୃତଦେହ ଉଦ୍ଧାର କରିଛନ୍ତି।
ସୂଚନାଯୋଗ୍ୟ, ସୋମବାର ରିଲ୍ସ କରିବା ବେଳେ ପାଣିରେ ଖସିପଡ଼ିଥିଲେ ଓମ୍ ପ୍ରକାଶ।
ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…
ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…
ଦୁବାଇ,୫ା୯: ମହିଳା ଏସିଆ କପ୍ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…
ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…
କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…
ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…
ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…
ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…