ଚର୍ଚ୍ଚାରେ ଦକ୍ଷିଣ ଆଫ୍ରିକାର ହିନ୍ଦୁ କ୍ରିକେଟର, ‘ଓଁ’ ଲେଖାଥିବା ବ୍ୟାଟ ନେଇ ଆସିଲେ ବ୍ୟାଟିଂ ଆଉ…

ଧର୍ମଶାଳା, ୧୮/୧୦: ଭାରତରେ ଚାଲିଥିବା ଆଇସିସି କ୍ରିକେଟ ବିଶ୍ୱକପରେ ମଙ୍ଗଳବାର ଦେଖିବାକୁ ମିଳିଛି ଆଉ ଏକ ବଡ଼ ବିପର୍ଯ୍ୟୟ। ଟୁର୍ଣ୍ଣାମେଣ୍ଟର ୧୫ ତମ ମ୍ୟାଚରେ ନେଦରଲ୍ୟାଣ୍ଡସ୍ ଶକ୍ତିଶାଳୀ ଦକ୍ଷିଣ ଆଫ୍ରିକାକୁ ୩୮ ରନରେ ପରାସ୍ତ କରିଛି। ତେବେ ଏହି ମ୍ୟାଚରେ ଦକ୍ଷିଣ ଆଫ୍ରିକାର ନୈରାଶ୍ୟଜନକ ପ୍ରଦର୍ଶନ ବ୍ୟତୀତ ୯ ନମ୍ବରରେ ବ୍ୟାଟିଂ କରିବାକୁ ଆସିଥିବା ହିନ୍ଦୁ କ୍ରିକେଟର କେଶବ ମହାରାଜଙ୍କ ଚର୍ଚ୍ଚା ମଧ୍ୟ ଜୋରଦାର ହେଉଛି।

କେଶବଙ୍କ ବ୍ୟାଟରେ ‘ଓଁ’ ଲେଖାଥିବା ଦେଖିବାକୁ ମିଳିଥିଲା, ଯାହାକୁ ନେଇ ଚର୍ଚ୍ଚା ବଢିଛି। ଦକ୍ଷିଣ ଆଫ୍ରିକାର ଏହି ଖେଳାଳି ପୂର୍ବରୁ ମଧ୍ୟ ଏପରି ଅନେକ ଥର ଏହି କାରନାମା କରି ସାରିଛନ୍ତି। ବର୍ତ୍ତମାନ ତାଙ୍କ ବ୍ୟାଟର ଫଟୋ ସୋସିଆଲ ମିଡିଆରେ ଖୁବ ଭାଇରାଲ ହେଉଛି।

ତେବେ ଏହି ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକା ଟିମ୍ ଖୁବ ଦୁର୍ଦଶ ଅନୁଭବ ହେଉଥିଲା। କିନ୍ତୁ ଧର୍ମଶାଳାର ଶୀତୁଆ ପାଗରେ ବର୍ଷା ବାଧାପ୍ରାପ୍ତ ମ୍ୟାଚକୁ ୪୩ ଓଭରକୁ ହ୍ରାସ କରାଯାଇଥିଲା। ନେଦରଲ୍ୟାଣ୍ଡସ୍ ପ୍ରଥମେ ବ୍ୟାଟିଂ କରି ଦକ୍ଷିଣ ଆଫ୍ରିକା ଆଗରେ ୨୪୬ ରନର ଟାର୍ଗେଟ ସ୍ଥିର କରିଥିଲା। ତେବେ ୨୦୭ ରନର ଟାର୍ଗେଟକୁ ପିଛା କରି ୨୦୭ ରନରେ ଅଲଆଉଟ ହୋଇଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…

ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…

IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…

ଡବଲ ପର୍ସନାଲିଟିର ଶିକାର ହୋଇଛନ୍ତି ବୈଭବ ସୂର୍ଯ୍ୟବଂଶୀ! ଶ୍ରେୟସ ଆୟର ଖୋଲିଲେ ବିସ୍ଫୋରକ ବ୍ୟାଟରଙ୍କ ରାଜ

ନୂଆଦିଲ୍ଲୀ,୪।୧୦: ଯୁବ ଭାରତୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଧୂଆଁଧାର ବ୍ୟାଟିଂ ପାଇଁ ଜଣାଶୁଣା; ଯେତେବେଳେ ସେ ଲୟକୁ ଆସନ୍ତି, ସେତେବେଳେ ତାଙ୍କ ପ୍ରଭାବ ସାରା ବିଶ୍ୱରେ…

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?