କୋଝିକୋଡ,୨୫।୭: ମସ୍କାଟ ଅଭିମୁଖେ ଯାଉଥିବା ଓମାନ ଏୟାର ବିମାନରେ ବୈଷେୟିକ ତ୍ରୁଟି ଦେଖାଯିବା ପରେ କୋଝିକୋଡ ଫେରିଆସିଛି। ବିମାନବନ୍ଦର ଅଧିକାରୀ ନିଶ୍ଚିତ କରିଛନ୍ତି ଯେ, ମସ୍କାଟ ଅଭିମୁଖେ ଓମାନ ଏୟାର ବିମାନ ଏକ ବୈଷେୟିକ ତ୍ରୁଟି କାରଣରୁ ସୁରକ୍ଷିତ ଅବତରଣ କରାଯାଇଛି।
କୋଝିକୋଡ,୨୫।୭: ମସ୍କାଟ ଅଭିମୁଖେ ଯାଉଥିବା ଓମାନ ଏୟାର ବିମାନରେ ବୈଷେୟିକ ତ୍ରୁଟି ଦେଖାଯିବା ପରେ କୋଝିକୋଡ ଫେରିଆସିଛି। ବିମାନବନ୍ଦର ଅଧିକାରୀ ନିଶ୍ଚିତ କରିଛନ୍ତି ଯେ, ମସ୍କାଟ ଅଭିମୁଖେ ଓମାନ ଏୟାର ବିମାନ ଏକ ବୈଷେୟିକ ତ୍ରୁଟି କାରଣରୁ ସୁରକ୍ଷିତ ଅବତରଣ କରାଯାଇଛି।
କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...
ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...
ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...
ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...
ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...
ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...
ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...
ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...
