ଓମାର ଅବଦ୍ଦୁଲା କରୋନା ପଜିଟିଭ୍‌

ଶ୍ରୀନଗର,୯।୪: ନ୍ୟାସନାଲ କନ୍‌ଫରେନ୍ସ ନେତା ତଥା ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦ୍ଦୁଲା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ଓମାର ଟୁଇଟ କରି ସୂଚନା ଦେଇଛନ୍ତି। ତାଙ୍କ ନିକଟରେ କରୋନାର କୌଣସି ଲକ୍ଷଣ ନ ଥିବା ବେଳେ ଶୁକ୍ରବାର ଆସିଥିବା ରିପୋର୍ଟରେ କରୋନା ପଜିଟିଭ୍‌ ବାହାରିଛି। ତେବେ ଡାକ୍ତରଙ୍କ ପରାମର୍ଶକ୍ରମେ ସେ ହୋମ୍‌ ଆଇସୋଲେଶନ୍‌ରେ ରହି ସମସ୍ତ ନିର୍ଦ୍ଦେଶକୁ ପାଳନ କରୁଛନ୍ତି। ଏଥିସହ ନିଜ ଅମ୍ଲଜାନ ଉପରେ ମଧ୍ୟ ନଜର ରଖିଛନ୍ତି ବୋଲି ସେ କହିଛନ୍ତି। ବର୍ଷେ ହେଲା ସେ କରୋନାରୁ ଦୂରେଇ ରହିଥିବା ବେଳେ ଶେଷରେ ତା’ କବଳରେ ପଡ଼ିଗଲେ ବୋଲି ଓମାର କହିଛନ୍ତି। ଅନ୍ୟପଟେ ତାଙ୍କ ପିତା ଫାରୁକ ଅବଦ୍ଦୁଲା କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ବୁଧବାର ତାଙ୍କୁ ଶ୍ରୀନଗରର ଏକ ହସ୍ପିଟାଲରୁ ଡିସ୍‌ଚାର୍ଜ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

୨୦୨୯ରେ ରାହୁଲ ଗାନ୍ଧୀ ହେବେ କି ବିରୋଧୀଙ୍କ ଚେହେରା? ମମତାଙ୍କ ଜବାବକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୩୦।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ବିରୋଧୀ INDIA ବ୍ଲକ୍‌ରେ ରାଜନୈତିକ ତତ୍ପରତା ବଢ଼ିଛି । ବୁଧବାର ନୂଆଦିଲ୍ଲୀରେ INDIA ବ୍ଲକ୍‌ର ନେତାମାନେ…

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

ଚାଞ୍ଚଲ୍ୟ! SCB ନାଁରେ ସାଂଘାତିକ ଅଭିଯୋଗ, ରୋଗୀଙ୍କୁ ପାଇପ୍‌ରେ ପିଟି ପିଟି ମାରିଦେଲେ

କଟକ,୩୦ା୯(ପ୍ରଭୁକଲ୍ୟାଣ ପାଲ୍): କଟକ ଏସସିବି ମାନସିକ ରୋଗ ବିଭାଗରୁ ଆସିଛି ସାଂଘାତିକ ଅଭିଯୋଗ । ଦୁଇଦିନ ତଳେ ଭର୍ତ୍ତି ହୋଇଥିବା ଯାଜପୁର ଅଂଚଳ ର ଜଣେ ରୋଗୀଙ୍କୁ…

ମଙ୍ଗଳ-ଗୁରୁଙ୍କ ମହାଯୁତି: ପୂରା ଅକ୍ଟୋବର ଏହି ୩ ରାଶିଙ୍କ ପାଇଁ ସୁବର୍ଣ୍ଣ ସମୟ, ଅଯାଚିତ ଟଙ୍କା ମିଳିବ…

ମଙ୍ଗଳ ଏବଂ ବୃହସ୍ପତି (ଗୁରୁ) ଜ୍ୟୋତିଷ ଶାସ୍ତ୍ରର ଦୁଇଟି ପ୍ରମୁଖ ଗ୍ରହ ଭାବରେ ବିବେଚନା କରାଯାଏ, ଯାହାଙ୍କର ପ୍ରଭାବ ଜାତକମାନଙ୍କ ଜୀବନ ଉପରେ ବେଶ ଗୁରୁତ୍ୱପୂର୍ଣ୍ଣ ରହିଥାଏ।…

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ମୋଦି କ୍ୟାବିନେଟରେ ବଡ଼ ନିଷ୍ପତ୍ତି, କୃଷକଙ୍କ ପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୦।୯: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଏବଂ ଅର୍ଥନୈତିକ ବ୍ୟାପାର ସମ୍ୱନ୍ଧୀୟ କ୍ୟାବିନେଟ କମିଟି (CCEA)ରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ ‘ପିଏମ…

ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?