Posted inଜାତୀୟ

ଏହି ଦୁଇ ଆସନରୁ ଲଢ଼ୁଛନ୍ତି ଓମାର ଅବ୍‌ଦୁଲ୍ଲା

ଜମ୍ମୁ,୭ା୯: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବ୍‌ଦୁଲ୍ଲା ଆଗାମୀ ବିଧାନସଭା ନିର୍ବାଚନରେ ୨ଟି ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଓମାର ବୁଧବାର ଗନ୍ଦେରବଲ ଆସନରୁ ନାମାଙ୍କନପତ୍ର ଦାଖଲ କରିବା ପରେ ଗୁରୁବାର ବଡ଼ଗାମ୍‌ ନିର୍ବାଚନମଣ୍ଡଳୀରୁ ଦଳୀୟ ପ୍ରାର୍ଥୀ ହୋଇଛନ୍ତି।

ଏନ୍‌ସି ଉପାଧ୍ୟକ୍ଷ ଓମାର ଅବ୍‌ଦୁଲ୍ଲା କହିଛନ୍ତି, ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାର ତାଙ୍କ ବିରୋଧରେ ସ୍ବାଧୀନ ପ୍ରାର୍ଥୀ ଛିଡ଼ା କରାଇ ତାଙ୍କୁ ଚୁପ୍‌ କରାଇବାକୁ ଉଦ୍ୟମ ଚଳାଇଛି। କେନ୍ଦ୍ରର ଏଭଳି ଉଦ୍ୟମ ନୂଆ ନୁହେଁ, କିନ୍ତୁ ସେମାନେ ଏତେ ତଳକୁ ଖସିଯିବେ ବୋଲି ସେ କେବେ ଭାବି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଃସନ୍ତାନ କର ଭଗବାନ

ମୋଟେ ସହଜ ନୁହେଁ ଭଗବାନଙ୍କୁ ଏମିତି ବର ମାଗିବା! ଶିଶୁ ସନ୍ତାନର ଓଠରୁ ଝରି ପଡୁଥିବା ‘ବାପା’ ଡାକ ଶୁଣିବାରେ ପିତୃତ୍ୱ ଯେମିତି ଅନିର୍ବଚନୀୟ ଉଲ୍ଲାସରେ ଜଡ଼ସଡ଼…

ଭାରତ ମହାସାଗରରେ ବଡ଼ ବିସ୍ଫୋରଣ ଘଟାଇବ ଇରାନ; ଟ୍ରମ୍ପଙ୍କୁ ଦେଲା ଖୋଲା ଚେତାବନୀ!

ତେହରାନ,୨୧।୯: ଅନେକ ମାସ ବିତିଯାଇଥିଲେ ମଧ୍ୟ ଆମେରିକା ଏବଂ ଇରାନ ମଧ୍ୟରେ ଥିବା ବିବାଦ ସମ୍ପୂର୍ଣ୍ଣ ଭାବେ ଶେଷ ହୋଇନାହିଁ। ଏହି ପରିପ୍ରେକ୍ଷୀରେ, ଇରାନ ଏକ ଚେତାବନୀ…

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି…

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

ଟି୨୦ କ୍ରିକେଟରେ ଇତିହାସ ରଚିଲେ ମନ୍ଧାନା

ନିଶିନ,୨୦ା୯: ଭାରତୀୟ ଓପନର ସ୍ମୃତି ମନ୍ଧାନା ରବିବାର ନିଜ କ୍ୟାରିୟରରେ ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ଏସିଆନ ଗେମ୍ସ ସେମିଫାଇନାଲ ମ୍ୟାଚ୍‌ରେ ୩୭…

‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍‌’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?