Posted inଜାତୀୟ

ଭାରତ ଯୋଡୋ ଯାତ୍ରାରେ ସାମିଲ ହେଲେ ଓମାର ଅବଦୁଲ୍ଲା

ଶ୍ରୀନଗର,୨୭।୧: ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରାରେ ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାଶନାଲ କନଫରେନ୍ସିଂ (ଏନ୍‌ସି ) ନେତା ଓମାର ଅବଦୁଲ୍ଲା ସାମିଲ ହୋଇଛନ୍ତି।  ଏହି ପରିପ୍ରେକ୍ଷୀରେ ଓମାର ଅବଦୁଲ୍ଲା କହିଛନ୍ତି, ଭାରତ ଯୋଡୋ ଯାତ୍ରା ରାହୁଲ ଗାନ୍ଧୀଙ୍କ ଭାବମୂର୍ତ୍ତିକୁ ଉନ୍ନତ କରିବା ପାଇଁ ନୁହେଁ ବରଂ ଦେଶର ସ୍ଥିତିକୁ ସୁଦୃଢ କରିବା ପାଇଁ ଉଦ୍ଦିଷ୍ଟ। ଦେଶର ଭାବମୂର୍ତ୍ତିକୁ ନେଇ ରାହୁଲ ଗାନ୍ଧୀ ଅଧିକ ଚିନ୍ତିତ ଅଛନ୍ତି ବୋଲି ଓମାର ଅବଦୁଲ୍ଲା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରଲୋକରେ ଅଭିନେତା କୁଶଲ ପଞ୍ଜାବୀ

ମୁମ୍ବାଇ,୨୭।୧୨: ଟେଲି କଳାକାର କୁଶଲ ପଞ୍ଜାବୀଙ୍କର ୩୭ବର୍ଷ ବୟସରେ ମୃତ୍ୟୁ ହୋଇଛି। ମୁମ୍ବାଇସ୍ଥିତ ତାଙ୍କ ବାସଭବନରେ ସେ ଆତ୍ମହତ୍ୟା କରିଥିବା କୁହାଯାଉଛି। ଶୁକ୍ରବାର ଦ୍ୱିପ୍ରହରେ ତାଙ୍କର...

ତଲାକ୍‌କୁ ରୋକା ଯାଇ ପାରିବ ନାହିଁ, କହିଲେ ହାଇକୋର୍ଟ…

ଥିରୁଭାନନ୍ତପୁରମ୍‌, ୨୫।୮ : କେରଳ ହାଇକୋର୍ଟଙ୍କ ଅନୁଯାୟୀ ଜଣେ ମୁସଲମାନ ପୁରୁଷଙ୍କୁ ତାଙ୍କ ସ୍ତ୍ରୀଙ୍କୁ ଛାଡପତ୍ର ଦେବାରେ ରୋକି ପାରିବେ ନାହିଁ। ଏଥିସହିତ କୋର୍ଟ ଏହା...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ପିଏଫ୍‌ଆଇ ସମେତ ୯ ସଂଗଠନ ଉପରେ ୫ ବର୍ଷ ପାଇଁ ନିଷିଦ୍ଧ ଘୋଷଣା…

ନୂଆଦିଲ୍ଲୀ, ୨୮।୯ : ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ତଥା ଅନ୍ୟାନ୍ୟ କାର୍ଯ୍ୟକଳାପ ଲାଗି ମୌଳବାଦୀ ଇସଲାମିକ ସଂଗଠନ ପପୁଲାର୍‌ ଫ୍ରଣ୍ଟ ଅଫ ଇଣ୍ଡିଆ (ପିଏଫଆଇ)କୁ ପାଞ୍ଚ...

ଗୁଜରାଟ ବିଧାନସଭା ନିର୍ବାଚନ: ୪୩ ଆସନ ପାଇଁ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ନୂଆଦିଲ୍ଲୀ,୫ ।୧୧: ଗୁଜରାଟ ବିଧାନସଭା ନିର୍ବାଚନକୁ ନେଇ ଏକ ବଡ ଖବର ସାମ୍ନାକୁ ଆସିଛି । ଗୁଜରାଟ ନିର୍ବାଚନ ପାଇଁ କଂଗ୍ରେସ ୪୩ଟି ଆସନ ଲାଗି...

ସୁପ୍ରିମ୍‌କୋର୍ଟରେ ଯୋଗଦେବେ ୪ ନୂଆ ବିଚାରପତି: ସରକାରଙ୍କୁ ସୁପାରିଶ କଲେ କଲେଜିୟମ୍‌

ନୂଆଦିଲ୍ଲୀ,୨୯।୮: ସୁପ୍ରିମ୍‌କୋର୍ଟରେ ଖୁବ୍‌ ଶୀଘ୍ର ୪ ନୂଆ ବିଚାରପତି ଯୋଗଦେବେ। ଏନେଇ କଲେଜିୟମ୍‌ ପକ୍ଷରୁ ସରକାରଙ୍କୁ ସୁପାରିଶ କରାଯାଇଛି। ଅଗଷ୍ଟ ୨୭ରେ ବିଚାରପତି ଅଭୟ ମନୋହର...

ମୋଦି-ପୁଟିନ୍‌ ଆଲୋଚନା

ନୂଆଦିଲ୍ଲୀ,୨।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଶୁକ୍ରବାର ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି। ଫୋନ୍‌ ଯୋଗେ ଦୁଇ ରାଷ୍ଟ୍ରମୁଖ୍ୟଙ୍କ ମଧ୍ୟରେ ଏହି...

ମଣିପୁର ହିଂସା: ସୁପ୍ରିମକୋର୍ଟରେ ଷ୍ଟାଟସ୍‌ ରିପୋର୍ଟ ରଖିଲେ ରାଜ୍ୟ ସରକାର, କହିଲେ ସ୍ଥିତି ସୁଧୁରୁଛି

ଇମ୍ଫାଲ,୧୦।୭: ମଣିପୁରର ହିଂସା ପ୍ରଭାବିତ ଅଞ୍ଚଳରେ ଇଣ୍ଟରନେଟ ସୁବିଧା ଫେରାଇ ଆଣିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ବିରୋଧରେ ରାଜ୍ୟ ସରକାର ସୁପ୍ରିମକୋର୍ଟରେ ପହଞ୍ଚିଛନ୍ତି। ବାରମ୍ବାର ପରିସ୍ଥିତି ବଦଳୁଛି...

ପାର୍ବଣରେ ପାକିସ୍ତାନର ବଡ଼ ଷଡ଼ଯନ୍ତ୍ର: ସାମ୍ପ୍ରଦାୟିକ ଦଙ୍ଗା-ବାଟ୍‌ ଆକ୍ରମଣ ପାଇଁ ବ୍ଲୁପ୍ରିଣ୍ଟ୍‌ ପ୍ରସ୍ତୁତ

ନୂଆଦିଲ୍ଲୀ/ଇସଲାମାବାଦ୍‌, ୨୧।୧୦: ପାର୍ବଣ ଅବସରରେ ଭାରତରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ଷଡ଼ଯନ୍ତ୍ର ରଚିଛି। ଦେଶରେ ସାମ୍ପ୍ରଦାୟିକ ଦଙ୍ଗା ଏବଂ ଏଲ୍‌ଓସିରେ ବାଟ୍‌...

Advertisement
Archives

Model This Week