Posted inଜାତୀୟ

ଆଗାମୀ ନିର୍ବାଚନ ଲଢିବେ ନାହିଁ ଓମାର ଅବଦୁଲ୍ଲା, ସରକାର ଗଢିବାକୁ ନେଇପାରନ୍ତି ପିଡିପିର ସମର୍ଥନ

ଶ୍ରୀନଗର,୧୬ ।୯: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାଶନାଲ କନଫରେନ୍ସର ଉପାଧ୍ୟକ୍ଷ ଓମାର ଅବଦୁଲ୍ଲା ଏକ ବଡ ବୟାନ ଦେଇଛନ୍ତି । ସେ କହିଛନ୍ତି ଜମ୍ମୁ-କଶ୍ମୀରରେ ଆଗକୁ ହେବାକୁ ଥିବା ନିର୍ବାଚନ ସେ ଲଢିବେ ନାହିଁ । ପିଡିପି ସହ ମିଶି କିମ୍ବା ଅଲଗା ନିର୍ବାଚନ ଲଢିବା ନିଷ୍ପତ୍ତିକୁ ନେଇ ସେ କହିଛନ୍ତି ଯେତେବେଳେ ନିର୍ବାଚନ ବିଗୁଲ ବାଜିବ ତେବେ ଯାଇ ନିର୍ବାଚନ ଲଢିବାକୁ ନେଇ କୌଣସି ନିଷ୍ପତ୍ତି ନିଆଯିବ ।
ଅବଦୁଲା ଆହୁରି ମଧ୍ୟ କହିଛନ୍ତି ଯଦି ସରକାର ଗଠନ କରିବାକୁ ତାଙ୍କୁ ସାହାଯ୍ୟ ଆବଶ୍ୟକ ପଡେ ତେବେ ସେ ପିଡିପି ସହ ହାତ ମିଳାଇବାକୁ ଚାହିଁବେ ।  ଆଗାମୀ ନିର୍ବାଚନକୁ ନେଇ ତାଙ୍କ ଦଳ କେବଳ ଅଲଗା ନିର୍ବାଚନ ଲଢିବ ବୋଲି ରାୟ ଦେଇଛି । ଲୋକତନ୍ତ୍ରରେ ସମସ୍ତଙ୍କୁ ନିଜର ରାୟ ଦେବାର ଅଧିକାର ରହିଛି ।
ଓମାର ଅବଦୁଲା ଆହୁରି ମଧ୍ୟ କହିଛନ୍ତି, ନିର୍ବାଚନ ସମ୍ପର୍କିତ ଶେଷ ନିଷ୍ପତ୍ତି ଦଳର ଅଧ୍ୟକ୍ଷ ଡା. ଫାରୁକ ଅବଦୁଲ୍ଲା ନେବେ । ତେବେ ଏହା ଉପରେ ବିଚାର କହିବାର ସମୟ ଏବେ ନୁହେଁ, ଯେତେବେଳେ ନିର୍ବାଚନ ବିଗୁଲ ବାଜିବ ସେତେବେଳେ କୌଣସି ନିଷ୍ପତ୍ତି ନିଆଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ସହ ଡିଲ୍‌ରେ ପାକିସ୍ତାନର ଲଟେରୀ! ଟ୍ରମ୍ପ ଦେବେ ବଡ଼ ପ୍ୟାକେଜ୍‌, ଜାଣନ୍ତୁ କଣ

ଇସଲାମବାଦ,୧୫।୬: ଆମେରିକା ଏବଂ ଇରାନ ମଧ୍ୟରେ ଦୀର୍ଘ ଦିନ ଧରି ଚାଲିଥିବା ଉତ୍ତେଜନା ଏବେ କମିବା ପରି ମନେ ହେଉଛି । ଦୁଇ ରାଷ୍ଟ୍ର ମଧ୍ୟରେ ଏକ…

ରଜ ସଂକ୍ରାନ୍ତିରେ ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଭକ୍ତଙ୍କ ସମାଗମ: ଅବ୍ୟବସ୍ଥାକୁ ନେଇ ଅସନ୍ତୋଷ

ତିହିଡି, ୧୫।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲାର ଆରଡିସ୍ଥିତ ପ୍ରସିଦ୍ଧ ଶୈବପୀଠ ଆଖଣ୍ଡଳମଣି ମନ୍ଦିରରେ ରଜ ସଂକ୍ରାନ୍ତି ଅବସରରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ଘଟିଛି। ବାବା ଆଖଣ୍ଡଳମଣିଙ୍କ…

ପୋଡାମରାଇ-ଆଳକଣା ପୋଷ୍ଟ ଅଫିସରେ ମହାଘୋଟାଲା ଆଶଙ୍କା! ପୋଷ୍ଟମାଷ୍ଟର ନିଖୋଜ, ଡାକଘର ଆଗରେ ଜମାକାରୀ….

ଆଳି,୧୫।୬(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ପୋଷ୍ଟଅଫିସ ଅଧୀନରେ ଥିବା ପୋଡାମରାଇ -ଆଳକଣା ଶାଖା ଡାକଘରେ ତାଲା ଝୁଲାଇ ଦେଇ ଫେରାର ହୋଇ ଯାଇଛନ୍ତି ପୋଷ୍ଟମାଷ୍ଟର…

କଳପଡ଼ା ରଜ ମହୋତ୍ସବ ବନ୍ଦ ଘଟଣା:ଅନୁମତି ପତ୍ର ଦେଇ ଫେରାଇନେଲା ପୋଲିସ ପ୍ରଶାସନ

କଟକ ସଦର,୧୫।୬(ସୁଶାନ୍ତ କୁମାର ଜେନା) ୪୨ ମୌଜା ଅନ୍ତର୍ଗତ କଳପଡ଼ା ରଜ ମହୋତ୍ସବ ବନ୍ଦ ଘଟଣା ଉପରେ ୟୁନିୟନ ଫର କଟକ ସଦର ଡେଭଲପମେଣ୍ଟର ସଭାପତି ଘଟଣାର…

୨୦ ଜୁନରେ ଓଡ଼ିଶା ଗସ୍ତରେ ଆସିବେ ମୋଦି: ଜାଣନ୍ତୁ କାର୍ଯ୍ୟସୂଚୀ..

ଭୁବନେଶ୍ୱର, ୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆସନ୍ତା ୨୦ ଜୁନ ଓଡ଼ିଶା ଗସ୍ତର ବିସ୍ତୃତ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏକ ଦିନିକିଆ ଗସ୍ତରେ ସେ ଓଡ଼ିଶା ଆସି…

ଆମେରିକା-ଇରାନ ମଧ୍ୟରେ ଶାନ୍ତି ଚୁକ୍ତିକୁ ଭାରତର ସ୍ବାଗତ: ପ୍ରଧାନମନ୍ତ୍ରୀ ମୋଦି କହିଲେ, ମୁଁ ଏହି ଚୁକ୍ତିକୁ…

ନୂଆଦିଲ୍ଲୀ,୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଶାନ୍ତି ଚୁକ୍ତିକୁ ସ୍ବାଗତ କରିଛନ୍ତି। ଏହି ଚୁକ୍ତି ଏହି ଅଞ୍ଚଳରେ ଶାନ୍ତି ଏବଂ ସ୍ଥିରତା…

ବହୁ ଖୋଜାଖୋଜିି ପରେ ବି ମିଳିଲେନି: ଏବେ ଜଙ୍ଗଲରେ…

ଭଞ୍ଜନଗର, ୧୫।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ତାରସିଂ ଥାନା ପୋଲିସ ସୋମବାର ବ୍ରାହ୍ମଣପଦର ନିକଟସ୍ଥ ଜଙ୍ଗଲରୁ ଜଣେ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ…

ବଡ଼ ଭାଇର ପ୍ରେମ ପାଇଁ ସାନ ଭାଇକୁ ଗୁଳି: ପାଣ୍ଡରାସିଙ୍ଗାରେ ରାସ୍ତାରୋକ, ହତ୍ୟାକାଣ୍ଡକୁ ନେଇ ତୀବ୍ର ଉତ୍ତେଜନା

ଗଣିଆ,୧୫।୬: ନୟାଗଡ଼ ଜିଲାର ଗଣିଆ ଅଞ୍ଚଳରେ ଗ୍ୟାରେଜ ମାଲିକ ରବୀନ୍ଦ୍ରଙ୍କ ହତ୍ୟା ଘଟଣାକୁ ନେଇ ସୋମବାର ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। କଣ୍ଟିଲୋ–ଗଣିଆ ମୁଖ୍ୟ ରାସ୍ତାର ପାଣ୍ଡରାସିଙ୍ଗା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri