Posted inଫୁରସତ

୪୦ ଅଣ୍ଡାରେ ଓମଲେଟ୍‌, ଭିଡିଓ ଦେଖିଲେ…

ଯଦି ଖାଦ୍ୟକୁ ଏକ ପ୍ଲେଟ୍‌ରେ ସଜାଇ ରଖାଯାଏ ତେବେ ପାଟିରୁ ଲାଳ ନିଶ୍ଚିତ ବାହାରିବ। ଆପଣମାନେ ଓମଲେଟ୍‌ ନିଶ୍ଚିତ ଖାଇଥିବେ। ମାତ୍ର ୪୦ ଅଣ୍ଡାରେ ଓମଲେଟ୍‌ ତିଆରି ହେଉଥିବା ଭାବିଲେ ଆଶ୍ଚର୍ଯ୍ୟ ଲାଗେ। ମାତ୍ର ଏହା ସତ। ଜଣେ ବିକ୍ରେତା କୁକୁଡ଼ା ଅଣ୍ଡାକୁ ଏତେ ପରିମାଣରେ ରଖି ଏକ ଓମଲେଟ ତିଆରି କରିଛନ୍ତି। ଯାହା ଦେଖିବା ପରେ ଲୋକଙ୍କ ହୃଦ୍‌ସ୍ପନ୍ଦନ ବଢ଼ିଯାଇଛି।

ଭିଡିଓରେ ଦେଖିବାକୁ ମିଳିଛି, ଏକ ପ୍ୟାନ୍‌ରେ ୪୦ଟି ଅଣ୍ଡା ଭାଙ୍ଗୁଛନ୍ତି ବ୍ୟବସାୟୀ। ପ୍ୟାନ୍‌ରେ ୧୦୦ ଗ୍ରାମ ଲହୁଣୀର ୨ଟି ବ୍ଲାକ୍‌ସ୍‌ ରଖିଥିଲେ। ସେଥିରେ ଟିକେ ଟମାଟୋ ସସ୍‌ ଦେଉଛନ୍ତି। ଅଳ୍ପ ଭାଜିବା ପରେ ସେ ପ୍ୟାନରେ ଓମ୍‌ଲେଟ୍‌ର ଆରପଟକୁ ଓଲଟାଉଛନ୍ତି। ପରେ ଓମଲେଟ୍‌ ଉପରେ ବଟର ସସ୍‌ ରଖି ତା’ପରେ କବାବ୍‌କୁ ଭାଜିଥିଲେ। ଶେଷରେ ଏହା ଉପରେ ପନିର ପକାଇଥିଲେ। ଯାହା ଆଖିକୁ ବହୁତ ସୁନ୍ଦର ଦେଖାଯାଉଛି।

୪୦ ଅଣ୍ଡା ଓମ୍‌ଲେଟର ଦୃଶ୍ୟ ୟୁଟ୍ୟୁବରେ ଏକ ଖାଦ୍ୟ ଭ୍‌ଲଗ ARE YOU HUNGRY ଚ୍ୟାନେଲରେ ଦେଖାଯାଇଛି। ଭିଡିଓ ଖୁବ୍‌ ଭାଇରାଲ ହୋଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଏହାକୁ ୧ କୋଟିରୁ ଅଧିକ ଥର ଦେଖାସରିଲାଣି। ଲୋକମାନେ ଏହା ଉପରେ ନିଜର ପ୍ରତିକ୍ରିୟା ଦେଇଛନ୍ତି। ଜଣେ ୟୁଜର କହିଛନ୍ତି, ଏତେ ପରିମାଣର ଅଣ୍ଡା ଦେଖିଲେ କୋଲେଷ୍ଟରଲ ବଢ଼ିଯିବା ସହ ହାର୍ଟଆଟାକ୍‌ ମଧ୍ୟ ହେବ। ଆଉ ଜଣେ ୟୁଜର ଲେଖିଛନ୍ତି, ଏମିତି କାହିଁକି ତିଆରି କରାଗଲା। ଭିନ୍ନ ଭିନ୍ନ ୟୁଜରମାନେ ନାନା ପ୍ରତିକ୍ରିୟା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଅଘଟଣ: ସ୍ବାଧୀନତା ଦିବସ ପାଳନ କରିବାକୁ ଆସୁଥିବାବେଳେ ଛାତ୍ରୀଛାତ୍ରଙ୍କୁ ପିଟିଲା କାର୍

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼-ବରପାଲି ରାସ୍ତାର ସରସରା ନିକଟରେ ଶନିବାର ସକାଳୁ ଏକ ସଡ଼କ ଦୁର୍ଘଟଣା ଘଟିଛି। ବିଦ୍ୟାଳୟକୁ ସ୍ବାଧୀନତା ଦିବସ ପାଳନ ପାଇଁ ସାଇକେଲ ଯୋଗେ ଆସୁଥିବା…

ପାଟଣା ବ୍ଲକ୍‌ସ୍ତରୀୟ ସ୍ୱାଧୀନତା ଦିବସ: ଦେଶ ସେବା ପାଇଁ ଆହ୍ୱାନ ଦେଲେ ବିଧାୟକ

ପାଟଣା, ୧୫/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ଶନିବାର ପାଟଣା ମୁଖ୍ୟାଳୟ ଷ୍ଟାଡିୟମ୍‌ରେ ହର୍ଷୋଲ୍ଲାସର ସହ ପାଳିତ ହୋଇଯାଇଛି।…

ଦିଗପହଣ୍ଡିରେ ୮୦ ତମ ସ୍ବାଧିନତା ଦିବସ: ଜାଣନ୍ତୁ କିଏ କେଉଁଠି କଲେ ପତାକା ଉତ୍ତୋଳନ

ଦିଗପହଣ୍ଡି,୧୫|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଥିବା ସମସ୍ତ ସ୍କୁଲ,କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମାନଙ୍କରେ ଶନିବାର…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍‌ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ସିଂହ ରାଶିରେ ଏକାଠି ହେବେ ସୂର୍ଯ୍ୟ-ବୁଧ; ଧନ ଓ ସଫଳତାରେ ମିଳିବ ବଡ଼ ଲାଭ, ଏହି ୩ ରାଶିର ଗୋଲ୍ଡେନ୍ ଟାଇମ୍ ଆରମ୍ଭ…

ବୈଦିକ ଜ୍ୟୋତିଷ ଅନୁସାରେ, ଗ୍ରହମାନଙ୍କର ଗତି ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହମାନଙ୍କର ରାଜକୁମାର ବୁଧ, ଆସନ୍ତା ଅଗଷ୍ଟ ୨୨ ତାରିଖରେ ସନ୍ଧ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri