ବଢ଼ିଲା ଓମ୍‌ଫେଡ୍‌ କ୍ଷୀର ଦାମ୍‌, ଏବେ ଗଣିବେ ଏତିକି…

ଭୁବନେଶ୍ୱର,୧।୬: ଜୁନ ଆରମ୍ଭରୁ ପକେଟ ଉପରେ ଛାଟ। ରାଜ୍ୟରେ ବଢ଼ିଲା ଓମ୍‌ଫେଡ୍‌ କ୍ଷୀର ଦାମ୍‌। ଏଣିକି ଲିଟର ପିଛା ୨ ଟଙ୍କା ଅଧିକ ଗଣିବେ ଗ୍ରାହକ। ପୂର୍ବରୁ ବଜାରରେ ଓମଫେଡ୍‌ କ୍ଷୀର(୫୦୦ ଗ୍ରାମ) ପ୍ୟାକେଟ୍‌ ମୂଲ୍ୟ ୨୬ ଟଙ୍କା ରହିଥିବା ବେଳେ ଏବେ ତାହା ବଢ଼ିଯିବ। ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଗ୍ଧଚାଷୀଙ୍କୁ ଲିଟର ପିଛା ଅଧିକ ୩ ଟଙ୍କା ଦେବାକୁ ଘୋଷଣା କରିଛନ୍ତି। ଏହାପରେ ଓମଫେଡ୍‌ ମୂଲ୍ୟ ବୃଦ୍ଧି ପାଇଛି।
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପ୍ରକାରେ, ଚାଷୀମାନେ ଲିଟର ପିଛା ଅଧିକ ୩ ଟଙ୍କା ପାଇବେ। ଏମିତିରେ ଖାଉଟିଙ୍କ ପାଇଁ ବୃଦ୍ଧି ହେବାକୁ ଥିବା ୪ ଟଙ୍କାରୁ ୨ ଟଙ୍କା ସରକାର ବହନ କରିବେ। ତେବେ ବାକି ୨ ଟଙ୍କା ଖାଉଟିଙ୍କୁ ବହନ କରିବାକୁ ପଡ଼ିବ। ଏହି ଘୋଷଣା ପରେ ରାଜ୍ୟର ୨ ଲକ୍ଷ ୫୦ ହଜାର ଦୁଗ୍ଧଚାଷୀ ଉପକୃତ ହେବେ। ଏହାଛଡ଼ା ଚାଷୀଙ୍କ ଅକାଳ ମୃତ୍ୟୁ ହେଲେ ୧ ଲକ୍ଷ ଟଙ୍କାର ଜୀବନବୀମା ମିଳିବ ବୋଲି କୁହାଯାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷା ବ୍ୟବସ୍ଥା ପ୍ରଶ୍ନକୁ ଏଡାଇ ଚାଲିଗଲେ ଜିଲାପାଳ: ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ

ଥୁଆମୂଳ ରାମପୁର, ୬ା୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପ୍ରଶାସନ ପକ୍ଷରୁ ନୀତି ଆୟୋଗଙ୍କ ‘ଆକାଂକ୍ଷା ବ୍ଲକ କାର୍ଯ୍ୟକ୍ରମ’ (Aspirational Blocks Programme) ଅଧୀନରେ…

ଦାରିଙ୍ଗବାଡି ଜଙ୍ଗଲରେ କୁଢ଼ କୁଢ଼ ଅଳିଆ: ନାକ ଟେକୁଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡି, ୬।୨(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡିର ପରିବେଶ ଏବେ ଦିନକୁ ଦିନ ଏବେ ବାୟୁ ପ୍ରଦ୍ୟୁଷଣ ସହ ଦୂଷିତ ପରିବେଶ ଦିଗକୁ ଗତି…

ତେଲର ମୂଲ୍ୟ ନିର୍ଣ୍ଣୟ କରିବ ଆମେରିକା! ଟ୍ରମ୍ପ ଏକ ଆଶ୍ଚର୍ଯ୍ୟଜନକ ଦାବି-“ଆମେ ବିଶ୍ୱର 68%…

ନୂଆଦିଲ୍ଲୀ,୬ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ତୈଳ ବଜାରକୁ ନେଇ ଏକ ଚକିତ କଲା ଭଳି ଦାବି କରିଛନ୍ତି। ୱାଶିଂଟନରେ ଆୟୋଜିତ ୭୪ତମ ‘ନ୍ୟାସନାଲ ପ୍ରେୟର…

RCBର ଚମତ୍କାର ବିଜୟ ପରେ କହୁ କହୁ ଏମିତି କହିଦେଲେ ବିରାଟ କୋହଲି

ନୂଆଦିଲ୍ଲୀ,୬।୨: ମହିଳା ପ୍ରିମିୟର ଲିଗ ୨୦୨୬ ଫାଇନାଲରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଜବରଦସ୍ତ ବିଜୟ ପରେ, ପୂର୍ବତନ ପୁରୁଷ ଦଳର ଅଧିନାୟକ ଏବଂ ଷ୍ଟାର ବ୍ୟାଟସମ୍ୟାନ…

ବିଶ୍ୱ ବଜାରରେ ଚାଇନାକୁ ପଛରେ ପକାଇବ ଭାରତ: ଆମେରିକାର ୩୦ ବିଲିୟନ ଡଲାର ନିବେଶ ଘୋଷଣା

ନୂଆଦିଲ୍ଲୀ,୬ା୨: ବିଶ୍ୱ ଅର୍ଥନୀତିର ଗତିପଥ ବଦଳାଇବା ପାଇଁ ଭାରତ ଓ ଆମେରିକା ମଧ୍ୟରେ ଏକ ବଡ଼ ରଣନୈତିକ ବୁଝାମଣା ହୋଇଛି। ଚାଇନାର ଏକାଧିପତ୍ୟକୁ ରୋକିବା ପାଇଁ ଆମେରିକା…

ନେତୃତ୍ୱ ଆଶଙ୍କାରେ ବିଜେଡି: କିଏ ହେବେ ଆଗାମୀ ନେତା

ଭୁବନେଶ୍ୱର,୬।୨ (ସୁନିତ୍‌ ମିଶ୍ର):ନିମାପଡ଼ା ନିର୍ବାଚନମଣ୍ଡଳୀରେ ବିଜେଡିର ନେତା କିଏ ହେବେ ତାକୁ ନେଇ ଦଳ ଭିତରେ ବର୍ତ୍ତମାନ ମାନସମନ୍ଥନ ଆରମ୍ଭ ହୋଇଯାଇଛି। ନିମାପଡ଼ା ବିଧାନସଭା କ୍ଷେତ୍ରରୁ ପ୍ରଭାତୀ…

ଚାଲି ଚାଲି ଶାଶୁଘର ଗାଁ ବୁଲିଲେ ରାଷ୍ଟ୍ରପତି: ପ୍ରୋଟୋକଲ ଭାଙ୍ଗି…

ବାରିପଦା/ ରାଇରଙ୍ଗପୁର, ୬ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ/ ମାନସ ମହାନ୍ତି):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିଛନ୍ତି।  ଶାଶୁଘର ପାହାଡ଼ପୁର ଗ୍ରାମକୁ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ…

ସମସ୍ୟା ଘେରରେ ସାହାଜଟ ଆଶ୍ରମ ବିଦ୍ୟାଳୟ: ବାରଣ୍ଡାରେ ବସି ପାଠ ପଢୁଛନ୍ତି ପିଲା

ନୂଆପଡ଼ା,୬ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଜଟଗଡ ପଞ୍ଚାୟତର ସାହାଜଟ ଆଶ୍ରମ ବିଦ୍ୟାଳୟ ସମସ୍ୟାଘେରରେ ଗତିକରୁଛି। ୧୯୫୫ ମସିହାରେ ସ୍ଥାପିତ ଏହି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri