ବଢ଼ିଲା ଓମ୍‌ଫେଡ୍‌ ଦର

ଭୁବନେଶ୍ୱର,୨୧।୪(ବ୍ୟୁରୋ): ଗୁରୁବାରଠାରୁ ବଢ଼ିଛି ଓମ୍‌ଫେଡ୍‌ କ୍ଷୀର ଦର । ଲିଟର ପିଛା ଓମ୍‌ଫେଡ୍‌ କ୍ଷୀର ୨ ଟଙ୍କା ବୃଦ୍ଧି ପାଇଛି । ଏହାଦ୍ୱାରା ୫ଶହ ମିଲିଲିଟର କ୍ଷୀରର ଦାମ ୨୩ ଟଙ୍କାରୁ ବଢି ୨୪ ଟଙ୍କାରେ ବିକ୍ରି କରାଯାଉଛି । ଓମଫେଡ ଗୋଲ୍ଡ ଓ ପ୍ରିମିୟମ କ୍ଷୀରର ଦର ୫ଶହ ମିଲିଲିଟରକୁ ୨୪ ଟଙ୍କା ରଖାଯାଇଥିବା ବେଳେ, ଟୋନଡ କ୍ଷୀରର ମୂଲ୍ୟ ୨୧ଟଙ୍କା ରଖାଯାଇଛି । ଉତ୍ପାଦନ ଖର୍ଚ୍ଚ ବୃଦ୍ଧି ସତ୍ତ୍ୱେ ଦୁଇବର୍ଷ ହେଲା ଦର ବୃଦ୍ଧି କରାଯାଇ ନ ଥିଲା। ଚାଷୀଙ୍କ ଦାବି ଓ ଦୁଗ୍ଧ ଉତ୍ପାଦନ ଖର୍ଚ୍ଚ ବୃଦ୍ଧିକୁ ଦୃଷ୍ଟିରେ ରଖି ଦାମ ବଢାଯାଇଥିବା ସଂସ୍ଥା ପକ୍ଷରୁ କୁହାଯାଇଛି । ଅପରପକ୍ଷେ ଏହାର ଦରବୃଦ୍ଧି ଖାଉଟିଙ୍କ ଉପରେ ମହଙ୍ଗା ମାଡ଼ ବୋଲି ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟିକୁ ଧକ୍କାଦେଲା କାର୍‌, ଭାଙ୍ଗିଲା ଦୋକାନ ଘର, ଜଣଙ୍କ ଜୀବନ ଗଲା

ବାଲେଶ୍ୱର,୧୮ା୫(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଅନ୍ତର୍ଗତ ସୋର-କୁପାରୀ ରାସ୍ତାର ଖଇରା ଥାନା ଅଧୀନ ଧୋବାଗାଡ଼ିଆ ଛକ ନିକଟରେ ରବିବାର ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି l…

ଯାତ୍ରୀବାହୀ ଟ୍ରେନ କୋଚରେ ଭୟଙ୍କର ଅଗ୍ନିକାଣ୍ଡ; ଯାତ୍ରୀଙ୍କ ମଧ୍ୟରେ ଆତଙ୍କ

ପାଟନା,୧୮।୫: ବିହାରର ସାସାରାମରେ ଏକ ଟ୍ରେନରେ ନିଆଁ ଲାଗିବା ଖବର ସାମ୍ନାକୁ ଆସିଛି। ସୂଚନା ଅନୁଯାୟୀ ସାସାରାମ-ପାଟନା ପାସେଞ୍ଜର ଟ୍ରେନର ଏକ ବଗି ସାସାରାମ ଷ୍ଟେଶନରେ ଅଟକି…

ଆଜି ଶପଥନେବେ କେରଳ ମୁଖ୍ୟମନ୍ତ୍ରୀ, ଖାର୍ଗେ-ରାହୁଲ-ପ୍ରିୟଙ୍କାଙ୍କ ସମେତ ଯୋଗଦେବେ ୩ ରାଜ୍ୟର ମୁଖ୍ୟମନ୍ତ୍ରୀ

ଥିରୁଭାନନ୍ତପୁରମ,୧୮।୫: କେରଳ ବିଧାନସଭା ନିର୍ବାଚନରେ, କଂଗ୍ରେସ ନେତୃତ୍ୱାଧୀନ ୟୁନାଇଟେଡ ଡେମୋକ୍ରାଟିକ ଫ୍ରଣ୍ଟ (UDF) ୧୪୦ ଆସନରୁ ୧୦୨ ଆସନ ହାସଲ କରି ଏକ ଐତିହାସିକ ବିଜୟ ହାସଲ…

ମିଳୁଥିଲା ୩୫୦୦ ଭତ୍ତା, ମିଳିଲା ୧୦୦୦, ଅଭିଯୋଗ କରିବା ପରେ…

ଆଳି, ୧୮ା୫(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଳକ ପ୍ରଶାସନ ପକ୍ଷରୁ ଜଣେ ୮୫ବର୍ଷୀୟ ବୃଦ୍ଧଙ୍କୁ ଲଗାତର ଆଠ ମାସ ୩୫୦୦ ଟଙ୍କା ଲେଖାଏ ଭତ୍ତା…

Video: ମଝି ଆକାଶରେ ପିଟି ହୋଇ ହୁତୁ ହୁତୁ ହୋଇ ଜଳିଗଲା ୨ ଫାଇଟର ଜେଟ, ଦେଖନ୍ତୁ ଲୋମଟାଙ୍କୁରା ଦୃଶ୍ୟ

ଓ୍ବାଶିଂଟନ,୧୮।୫: ଆମେରିକାର ଆଇଡାହୋ ରାଜ୍ୟରେ ଆୟୋଜିତ ଏକ ଏୟାର ଶୋ’ ସମୟରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ, ମାଉଣ୍ଟେନ ହୋମ ଏୟାର ଫୋର୍ସ ବେସରେ…

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri