ପ୍ରତି ଗାଁରେ ହେବ ଓମ୍ଫେଡ ଷ୍ଟଲ: ଚାଷୀଙ୍କ ପାର୍ଇ ସବ୍‌ସିଡି ବ୍ୟବସ୍ଥା

ଭୁବନେଶ୍ୱର,୯।୧୧: ପ୍ରତି ଗାଁରେ ହେବ ଓମ୍ଫେଡ ଷ୍ଟଲ । ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏହି ସୂଚନା ଦେଇଛନ୍ତିି।
ସେ କହିଛନ୍ତି, ଜିଲାର ସମସ୍ତ ବଡ ବଡ ମନ୍ଦିରରେ ଓମ୍ଫେଡ ଘିଅର ବ୍ୟବହାର କରିବାକୁ ସମସ୍ତ ଜିଲାପଳମାନଙ୍କୁ କୁହାଯାଇଛି । ପ୍ରତି ବ୍ଲକରେ ୧୪୨୩ କୋଟି ଟଙ୍କା ବ୍ୟୟରେ କାମଧେନୁ ଯୋଜନା ହେବ । ଦୁଗ୍ଧ ଉତ୍ପାଦନ ବୃଦ୍ଧିକୁ ଗୁରୁତ୍ୱ ଦିଆଯିବ । ଗାଈ ବାଝୁରୀଙ୍କ ଖାଦ୍ୟ ପାଇଁ ସବସିଡି ଦିଆଯିବ । ଓମ୍ଫେଡ ଗୁଡ଼ିକର ପୁନର୍ଗଠନ କରାଯିବ । ପ୍ରତି ଗାଁରେ ଗୋପାଳନ କ୍ଷେତ୍ରରେ ସବ୍‌ସିଡି ବ୍ୟବସ୍ଥା କରିବାକୁ ଯୋଜନା ହୋଇଛି । ଗାଁ ଗହଳିରେ ଓମ୍ଫେଡ ଚାହିଦା ବଢୁଛି ତେଣୁ ପ୍ରତି ଗାଁରେ ଏହି ଓମ୍ଫେଡ ଷ୍ଟଲ ଖୋଲିବାକୁ ବ୍ୟବସ୍ଥା କରାଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗରିବଙ୍କୁ ଦିଆଯିବ ଫ୍ଲାଟ୍‌: ରାଜସ୍ବମନ୍ତ୍ରୀ

ଭୁବନେଶ୍ୱର,୨୨।୪ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ଗରିବ ତଥା ନିମ୍ନମଧ୍ୟବିତ୍ତ ଶ୍ରେଣୀର ଲୋକ ଯେପରି ଜମି ଓ ଘର ଖଣ୍ଡିଏ ପାଇବେ ସେଥିପ୍ରତି ସରକାର ଯତ୍ନବାନ ଅଛନ୍ତି।…

ସରକାରୀ ନିର୍ଦ୍ଦେଶକୁ ଉଲ୍ଲଂଘନ କରି ଉନ୍ନୟନ କାମ ଅଭିଯୋଗ

ଲୋଇସିଂହା,୨୨।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମର ପ୍ରାଥମିକ କୃଷି ସମବାୟ ସମିତିର ଗୋଦାମ ଗୃହର ପୁନରୁଦ୍ଧାର ଓ ପାଚେରି କାମ ଗତ କିଛି ଦିନ…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଭୁବନେଶ୍ୱର,୨୨ା୪(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ରାଜ୍ୟ ମନ୍ତ୍ରିମଣ୍ଡଳର ୩୯ତମ ବୈଠକ ତଥା ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ଥୁଆମୂଳ ରାମପୁରରେ ଖଣି ଖନନ ନେଇ ଜନଗର୍ଜନ: ବିରାଟ ଶୋଭାଯାତ୍ରା, ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଥୁଆମୂଳ ରାମପୁର,୨୧ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ପ୍ରସ୍ତାବିତ ସିଜିମାଲି ଖଣି ଖନନକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ମଙ୍ଗଳବାର…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri