ଦୁଗ୍ଧ ସଂଗ୍ରହ କମ୍‌ କରିବାକୁ ଓମଫେଡର ନିର୍ଦ୍ଦେଶ

ଭଭୁବନେଶ୍ୱର,୭।୫(ବ୍ୟୁରୋ): ଲକଡାଉନ ଯୋଗୁ ଦୁଗ୍ଧ ବିକ୍ରୟ କମ୍‌ ହେଉଥିବାରୁ ଓମଫେଡ ପକ୍ଷରୁ ସମସ୍ତ ୟୁନିଅନକୁ ଦୁଗ୍ଧ ସଂଗ୍ରହ କମ୍‌ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ମେ ମାସରେ ଦୁଗ୍ଧ ସଂଗ୍ରହ କମାଇବାକୁ ଓମଫେଡ ପକ୍ଷରୁ ଜାରି ହୋଇଛି ନିର୍ଦ୍ଦେଶନାମା। ଲକଡାଉନ ଯୋଗୁଁ ଦୁଗ୍ଧ ବିକ୍ରୟ ଖସିଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଥିବା ଓମଫେଡ ପକ୍ଷରୁ ସୂଚନା ଦିଆଯାଇଛି । ଓମଫେଡର ନିଷ୍ପତ୍ତି ଯୋଗୁଁ ଦୁଗ୍ଧ ଚାଷୀ ପ୍ରଭାବିତ ହେବା ଆଶଙ୍କା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

ଛାତ୍ର ନିର୍ବାଚନରେ ବଢୁଛି ଉତ୍ସାହ: ଅତାବିରା କଲେଜରେ ୨୪ଜଣଙ୍କ ନାମାଙ୍କନ ଦାଖଲ

ଅତାବିରା,୯।୧୦(ଯୁଧିଷ୍ଠିର ମହାପାତ୍ର): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ହେଉଥିବା ବେଳେ ଅତାବିରା କଲେଜରେ ନିର୍ବାଚନୀ ଉତ୍ସାହ ଦେଖିବାକୁ ମିଳିଛି। କଲେଜର…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ନାମାଙ୍କନପତ୍ର ଦାଖଲ: ଶକ୍ତି ପ୍ରଦର୍ଶନ କରି ଛାତ୍ରୀଛାତ୍ର…

ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ନାମାଙ୍କନରେ ଦେଖିବାକୁ ମିଳିଛି ଶକ୍ତି ପ୍ରଦର୍ଶନ। ବିଶାଳ ପଟୁଆରରେ ବିଶ୍ୱବିଦ୍ୟାଳୟକୁ…

୮ ବର୍ଷ ପରେ ବାୟାବାବା କଲେଜରେ ନିର୍ବାଚନ ଉଷ୍ଣତା: ବିଜେଡି-ଏବିଭିପି ଜୋର୍‌ଦାର ଲଢ଼େଇ

ମହାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ସଦରମହକୁମାଠାରେ ଶ୍ରୀ ଶ୍ରୀ ବାୟାବାବା କଲେଜରେ ୮ ବର୍ଷ ପରେ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ ଘୋଷଣା…

ନୋବେଲ ଶାନ୍ତି ପୁରସ୍କାର ଘୋଷଣା: ଭାରତୀୟ ବଂଶୋଦ୍ଭବଙ୍କୁ ସମ୍ମାନ, ଟ୍ରମ୍ପଙ୍କୁ ପୁଣି ଝଟ୍‌କା

ଷ୍ଟକହୋମ,୯।୧୦: ୨୦୨୬ ମସିହା ପାଇଁ ନୋବେଲ ଶାନ୍ତି ପୁରସ୍କାର ଘୋଷଣା କରାଯାଇଛି। ଦକ୍ଷିଣ ଆଫ୍ରିକାର ବିଚାରପତି ତଥା ଭାରତୀୟ ତାମିଲ ବଂଶୋଦ୍ଭବ ନାଭାନେଥେମ ‘ନାଭି’ ପିଲ୍ଲାଇଙ୍କୁ ଏହି…

ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା ନାଆମୀ କଲେଜ

ଭଦ୍ରକ,୯ା୧୦(ସନାତନ ରାଉତ): କଲେଜ ପରିସରରେ ବ୍ୟାପକ ଆନ୍ଦୋଳନ ଓ ଅଶାନ୍ତି ଯୋଗୁ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନାଆମୀ ଡିଗ୍ରୀ କଲେଜକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ…

ଛତ୍ରପୁର ବ୍ଲକକୁ ମିଳିଲେ ନୂଆ ଅଧ୍ୟକ୍ଷା, ବିଧାୟକଙ୍କ ଉପସ୍ଥିତିରେ ନେଲେ ଦାୟିତ୍ୱ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ଭାରପ୍ରାପ୍ତ ଅଧ୍ୟକ୍ଷା ଭାବେ ଏସ୍. ସାରଦା ରେଡ୍ଡୀ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଛତ୍ରପୁର ମ୍ୟୁନିସିପାଲିଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?