‘ଓ ମାଇଁ ଗଡ ୨’ର ନୂଆ ପୋଷ୍ଟରରେ ଭଗବାନ ଶିବଙ୍କ ଅବତାରରେ ନଜର ଆସିଲେ ଅକ୍ଷୟ କୁମାର

ମୁମ୍ବାଇ: ଅକ୍ଷୟ କୁମାର ଓ ପରେଶ ରାଓ୍ବଲଙ୍କ ଷ୍ଟାରର ମୁଭି ‘ଓ ମାଇଁ ଗଡ’ ୨୦୧୨ରେ ରିଲିଜ ହୋଇଥିଲା। ଏହା ବକ୍ସ ଅଫିସରେ ହିଟ ସାବ୍ୟସ୍ତ ହୋଇଥିଲା। ଏବେ ଏହି ସୁପର ସକ୍ସେଫୁଲ ମୁଭିର ୧୧ ବର୍ଷ ପରେ ଅକ୍ଷୟ କୁମାର ସୋସିଆଲ କମେଡି ‘ଓ ମାଇଁ ଗଡ ୨’ ସହ ପୁଣିଥରେ ସିଲଭର ସ୍କ୍ରିନରେ ଧମାଲ କରିବାକୁ ପ୍ରସ୍ତୁତ ହୋଇଗଲେଣି।
ଅକ୍ଷୟ କୁମାର ତାଙ୍କ ଅଫିସିୟାଲ ଇନଷ୍ଟାଗ୍ରାମ ଆକାଉଣ୍ଟରେ ‘ଓ ମାଇଁ ଗଡ ୨’ର ନୂଆ ପୋଷ୍ଟର ରିଲିଜ କରିଛନ୍ତି। ଏଥିରେ ସେ ଭଗବାନ ଶିବଙ୍କ ରୂପରେ ନଜର ଆସିଛନ୍ତି। ପୋଷ୍ଟର ରିଲିଜ କରିବା ସହ କ୍ୟାପଶନରେ ରିଲିଜ ଡେଟ ବି ଆନାଉନ୍ସ କରିଛନ୍ତି। ଅକ୍ଷୟ ଲେଖିଛନ୍ତି, ବାସ କିଛି ଦିନରେ… ‘ଓ ମାଇଁ ଗାଡ ୨’ ଥିଏଟରରେ ଅଗଷ୍ଟ ୧୧ରେ। ଟିଜର ଖୁବ ଶୀଘ୍ର ରିଲିଜ ହେବ।
ସୂଚନାଯୋଗ୍ୟ, ‘ଓ ମାଇଁ ଗଡ ୨’ରେ ଅକ୍ଷୟ କୁମାର, ୟାମି ଗୌତମ ଓ ପଙ୍କଜ ତ୍ରିପାଠି ଲିଡ ରୋଲରେ ନଜର ଆସିବେ। ଫିଲ୍ମକୁ ନେଇ ଫ୍ୟାନ୍ସ ଖୁବ ଏକ୍ସାଇଟେଡ ଅଛନ୍ତି। ଏହାର ପ୍ରଥମ ଭାଗ ବକ୍ସ ଅଫିସରେ ହିଟ ହୋଇଥିବା ବେଳେ ‘ଓ ମାଇଁ ଗଡ ୨’ ବି ହିଟ ହେବ ବୋଲି ଦର୍ଶକଙ୍କର ବିଶ୍ୱାସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଏମପିଙ୍କ ଠୁ ଏତେ ଅଧିକ ଦରମା ପାଆନ୍ତି ପାକିସ୍ତାନୀ ଏମପି? ଜାଣନ୍ତୁ ସାଲାରୀ-ଭତ୍ତା ସବୁକିଛି…

ନୂଆଦିଲ୍ଲୀ,୩୦।୭: ଆଇନପ୍ରଣେତା ବା ସାଂସଦମାନଙ୍କ ସୁବିଧା ସୁଯୋଗକୁ ତୁଳନା କଲେ ଜଣାପଡ଼େ ଯେ, ପାକିସ୍ତାନୀ ଏବଂ ଭାରତୀୟ ସାଂସଦମାନେ ପ୍ରାୟ ସମାନ ମୂଳ ଦରମା ପାଇଥାନ୍ତି, କିନ୍ତୁ…

‘ଆପଣଙ୍କ ମୁହଁ ଖୋଲୁନାହିଁ, କିଏ ସିଲ୍ କରିଦେଇଛି…’, ଶାହାଙ୍କୁ ଖାର୍ଗେଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୩୦।୭: ରାଜ୍ୟ ସଭାରେ ପେପର ଲିକ୍ ପ୍ରସଙ୍ଗକୁ ନେଇ ଆଲୋଚନା ସମୟରେ ମଲ୍ଲିକାର୍ଜୁନ ଖାର୍ଗେ କେନ୍ଦ୍ର ସରକାର ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା…

ଭଞ୍ଜନଗରରେ ଖୁବ୍‌ଶୀଘ୍ର ‘ଘୁମୁସର ରେଡିଓ’, ୪୦ କିଲୋମିଟର ପରିଧିରେ ହେବ ପ୍ରସାରଣ

ଭଞ୍ଜନଗର,୩୦ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରବାସୀଙ୍କ ପାଇଁ ଖୁସି ଖବର। ସ୍ଥାନୀୟ ଅଞ୍ଚଳର ଲୋକଙ୍କ ସ୍ବର, ସମସ୍ୟା ଓ ସଂସ୍କୃତିକୁ ନେଇ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି…

ସରକାରୀ ଦେଶୀ ମଦଭାଟି ବନ୍ଦ ଦାବି ଜୋର୍‌ ଧରିଲା, ଜିଲାପାଳ-ଅବକାରୀ ଅଧୀକ୍ଷକଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଅବକାରୀ ଅଧୀନରେ ଥିବା ନୋଳିଆ ନୂଆଗାଁ ସରକାରୀ ଦେଶୀ ମଦଭାଟି ବନ୍ଦ କରିବା ଦାବି ନେଇ ଗୁରୁବାର ଛତ୍ରପୁର ବ୍ଲକ ଅଧ୍ୟକ୍ଷା…

Shukra Gochar: ୪ ରାଶିଙ୍କ ଅଯଥା ହେବ ଧନ ହାନୀ! ହଠାତ୍ ଚାକିରିରୁ ହେବେ ବିଦା..

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆଜି, ଶୁକ୍ର ଗ୍ରହ ଉତ୍ତରାଫାଲଗୁନି ନକ୍ଷତ୍ରରେ ପ୍ରବେଶ କରିଛନ୍ତି। ସକାଳ ୪:୫୬ ସମୟରେ ହୋଇଥିବା ଶୁକ୍ରଙ୍କ ଏହି ଗୋଚର ଶୁଭ, କିନ୍ତୁ ଏପରି…

ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…

ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଜିଲାପାଳ

ତୁଣ୍ଡଲା,୩୦ା୭(ପିରୋଜ କୁମାର ଦାଶ): ଦୀର୍ଘଦିନରୁ ଲଘୁଚାପ ଜନିତ ଲଗାଣ ବର୍ଷାରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳ ବନ୍ୟାରେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। କେସିଙ୍ଗା ବ୍ଲକର ବେଲଖଣ୍ଡି,…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ ଦାଣ୍ଡ

ଟେନସା,୩୦।୭(ସମୀର କୁମାର ପାଢୀ): ସୁନ୍ଦରଗଡ ଜିଲା କୋଇଡା ବ୍ଲକ୍ ଅନ୍ତର୍ଗତ କାଦୋଡିହା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗୁରୁବାର ଦ୍ବିପହର ୨ଟା ସମୟରେ ପାଇଖାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri